Home

ବାପାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇପାରିଲେନି ପୁଅ: ଭିଡିଓ କଲିଂରେ କଲେ ଅନ୍ତିମ ଦର୍ଶନ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): କରୋନା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସମୟରେ ରାଜଧାନୀ ଭୁବନେଶ୍ୱର ୟୁନିଟ-୧ରେ ଏକ ହୃଦୟ ବିଦାୟକ ଦୃଶ୍ୟ ଦେଖିବାକୁ ମିଳିଛି। ବାପାଙ୍କ ଅନ୍ତିମ ସକତ୍ାର ପାଇଁ ଆସି ପାରିଲେନି ପୁଅ। ଭିଡିଓ କଲିଂରେ ଦେଖିଲେ ଶେଷକୃତ୍ୟ।…

ମାଲ୍‌ ପରିବହନରେ ପୂର୍ବତଟ ରେଳପଥର ପ୍ରୋତ୍ସାହନ: ମେ ୩ ଯାଏ ଲାଗୁ ହେବ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ମୁକାବିଲା ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନିମନ୍ତେ ପଣ୍ୟ ଉପଭୋକ୍ତାଙ୍କୁ ସୁବିଧା ପ୍ରଦାନ ସହ ଲଜିଷ୍ଟିକ୍‌ ସହାୟତା ଯୋଗାଇଦେବା ନିମନ୍ତେ ରେଳ କର୍ତ୍ତୃପକ୍ଷ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପଣ୍ୟ ଓ ପାର୍ସଲ୍‌ ଟ୍ରାଫିକ୍‌ କ୍ଷେତ୍ରରେ ବିଳମ୍ବଶୁଳ୍କ, ରହଣି ମାହାସୁଲ…

ଦୋଛକିରେ ଶିକ୍ଷାନୁଷ୍ଠାନର ଫି’ ଆଦାୟ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ପାଇଁ ଏବେ ବନ୍ଦରହିଛି ରାଜ୍ୟର ସମସ୍ତ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟ। କ୍ଳାସ୍‌ ହେଉନି କି ଛାତ୍ରୀଛାତ୍ର ଶିକ୍ଷାନୁଷ୍ଠାନ ଯାଉନାହାନ୍ତି। ଆସନ୍ତା ଜୁନ୍‌ ୧୭ ପର୍ଯ୍ୟନ୍ତ ସାରା ରାଜ୍ୟରେ ଏଭଳି ସ୍ଥିତି ଲାଗିରହିବ। ତେଣୁ ଛାତ୍ରୀଛାତ୍ରଙ୍କ ୩ମାସର…

ଜଷ୍ଟିସ ମହମ୍ମଦ ରଫିକ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର ଆଇନ…

ବାହାର ଫେରନ୍ତାଙ୍କ ପାଇଁ ଆଜିଠୁ ପଞ୍ଜୀକରଣ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ମେ ୩ ପର୍ଯ୍ୟନ୍ତ ଜାରି ରହିଛି। ଲକ୍‌ଡାଉନ୍‌ ହଟିବା ପରେ ନିଜ ରାଜ୍ୟକୁ ଫେରିବେ ପ୍ରବାସୀ ଓଡ଼ିଆ। ଏନେଇ ଶୁକ୍ରବାରଠାରୁ ପଞ୍ଜୀକରଣ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି କରାଯାଇଛି। ଓଡ଼ିଶା…

୧୭ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ସମୁଦ୍ର ପତ୍ତନରୁ ୯ କି.ମି. ଉପରେ ଦକ୍ଷିଣରୁ ପଶ୍ଚିମକୁ ଏକ ବାୟୁ ପବାହିତ ହେଉଛି। ଏଥିସହିତ ମରାଠାୱାଡା, ଆଭ୍ୟନ୍ତରୀଣ କର୍ନାଟକ ଏବଂ ତାମିଲନାଡୁ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ଯାଏ ସ୍ଥଗିତ

ନୂଆଦିଲ୍ଲୀ,୨୪।୪(ପି.ଟି.): କୋଭିଡ୍‌-୧୯ ଜନିତ ସଙ୍କଟକୁ ନେଇ ଅର୍ଥ ମନ୍ତ୍ରଣାଳୟ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍‌ସନଧାରୀମାନଙ୍କୁ ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଗୁରୁବାର ନିଷ୍ପତ୍ତି ନେଇଛି। ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ାଇବା ପାଇଁ କେନ୍ଦ୍ର କ୍ୟାବିନେଟ…

ମାନବ ଶରୀରରେ କରୋନା ଟିକାର ପରୀକ୍ଷା ଆରମ୍ଭ: ଆସନ୍ତା ବର୍ଷ ପର୍ଯ୍ୟନ୍ତ ଉପଲବ୍ଧ ହୋଇ ନ ପାରେ

ଲଣ୍ଡନ,୨୪।୪: ବ୍ରିଟେନ୍‌ର ଅକ୍ସଫୋର୍ଡ ୟୁନିଭର୍ସିଟି ପକ୍ଷରୁ ପ୍ରସ୍ତୁତ କୋଭିଡ୍‌-୧୯ ଟିକାର ମାନବ ଶରୀରରେ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି। ତେବେ ଏହା ବ୍ୟବହାର ଲାଗି ଉପଲବ୍ଧ ହେବାକୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ଲାଗିଯିବ ବୋଲି କୁହାଯାଉଛି। ପ୍ରଥମ ପର୍ଯ୍ୟାୟରେ ୧୮ରୁ ୫୫…

ଯାଜପୁରରେ ଦ୍ୱିତୀୟ ସର୍ବାଧିକ ପଜିଟିଭ୍‌

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଗତ ୪ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷକରି ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅଧିକାଂଶ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଯାଜପୁରରୁ ଆଉ ୪ଜଣ ଓ…

ଭଦ୍ରକ, ବାଲେଶ୍ୱର, ଯାଜପୁରରେ ୬୦ଘଣ୍ଟିଆ ଶଟ୍‌ଡାଉନ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ରାଜ୍ୟରେ କାରୋନା(କୋଭିଡ୍‌-୧୯) ସ୍ଥିତି ବେଳକୁବେଳ ଜଟିଳ ହେବାରେ ଲାଗିଛି। ଭୁବନେଶ୍ୱର ପରେ ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଯାଇଛି। ଏହି ମାରାତ୍ମକ ରୋଗର…

ଆଜିଠାରୁ ସକାଳୁଆ ବ୍ୟାଙ୍କ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ସରକାରୀ ଅଫିସ ଏବଂ ବ୍ୟାଙ୍କଗୁଡିକ ଚଳାଇବା ନେଇ ରାଜସ୍ବ ବିଭାଗ ପକ୍ଷରୁ ଗତ ୧୭ତାରିଖରେ ଯେଉଁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା ସେଥିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ମେ ୩ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ…

ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଲା, ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ରୋଗୀ ସଂଖ୍ୟା ୧୨ରେ ପହଞ୍ଚିଛି। ତାଙ୍କର ବୟସ ୪୦ ବର୍ଷ। ଏହି ରୋଗୀ ଜଣକ ମଧ୍ୟ ବାସୁଦେବପୁର ବ୍ଲକର ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri