Home

ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ

ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍‌ରେ ବଲାଙ୍ଗୀର ସମେତ ଓଡିଶାର ୩୦ଜିଲାର ପ୍ରାୟ ୪ ହଜାର ପ୍ରବାସୀ ଆସିଥିଲେ। ଭୋର ୪ଟାରେ ବିଶାଖାପାଟଣାରୁ ଆସିଥିବା…

ଆଖଣ୍ଡଳମଣିଙ୍କ ଲଗ୍ନ ମହୋତ୍ସବ ସମ୍ପନ୍ନ

ଆରଡି, ୧୮ା୫ (ଡି.ଏନ.ଏ.)-ଲକଡାଉନ ଯୋଗୁ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରାୟ ୨ ମାସ ହେଲା ବନ୍ଦ ରହିଛି। ଚଳିତ ମାସ ୨୭ ତାରିଖରେ ଶିବ ବିବାହ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ମନ୍ଦିର କାର୍ଯ୍ୟାଳୟ…

ଚୋରା ମଦ ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୮।୫- ଲକ୍‌ଡାଉନ୍‌ ସମୟରେ ବାଲେଶ୍ୱର ସହର ଏବଂ ଗ୍ରାମାଞ୍ଚଳରେ ଦେଶୀ ମଦର ଚୋରା ବ୍ୟବସାୟ ବଢ଼ି ଚାଲୁଥିବା ବେଳେ ଅବକାରୀ କର୍ମଚାରୀମାନଙ୍କ ମୁଣ୍ଡ ବ୍ୟଥାର କାରଣ ହୋଇଛି। ଅବକାରୀ ବିଭାଗ ଏସ୍‌ପି ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଆଇନ୍‌ ଆଇଆଇସି…

କାଳବୈଶାଖୀରେ ଉପୁଡ଼ିଲା ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଜଣେ ବ୍ୟକ୍ତିଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡିବାରୁ ଦୁଇ ବଖରା…

ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ

କପ୍ତିପଦା,୧୮ା୫(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା ବ୍ଲକ ଅଞ୍ଚଳର। ସେମାନଙ୍କ ମଧ୍ୟରୁ ୩ ଜଣ ପିଙ୍ଗୁ ପଞ୍ଚାୟତର ଓ ଜଣେ…

ଅମ୍ଫନ ପ୍ରସ୍ତୁତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ମେ ୨୦ରେ ଅପରାହ୍ନରୁ ସନ୍ଧ୍ୟା ଭିତରେ ଏହା ଦୀଘା-ହାତିଆ ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିପାରେ ବୋଲି ସୂଚନା ରହିଛି।…

ଶିମିଳିପାଳରୁ ୨ ଶିକାରୀ ଗିରଫ 

ଖୁଣ୍ଟା,୧୮ା୫(ଡି.ଏନ୍‌.ଏ.)- ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ରବିବାର ରାତିରେ ୨ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଭୋଳାଗଡ଼ିଆ ଗ୍ରାମର ନରେନ୍ଦ୍ର ହେମ୍ବ୍ରମ ଓ ହାତିକୋଟ ଗ୍ରାମର କିରଣ ବିଶ୍ୱାଳ। ଉଭୟଙ୍କଠାରୁ ଏକ…

ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି ଅମ୍ଫନ: ୨୦ରେ ଲ୍ୟାଣ୍ଡଫଲ

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ପାରାଦୀପଠାରୁ ୭୭୦ କିମିଦୂରରେ ରହିଛି ବାତ୍ୟା ଅମ୍ଫନ। ଏହା ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି। ୨୦ ତାରିଖ ଅପରାହ୍ନରେ ଏହା ଦୀଘା-ହାତିଆ ମଝିରେ ସୁନ୍ଦରବନରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୬୫ରୁ ୧୭୫ ରହିବ। ଉତ୍ତର ଓଡ଼ିଶା…

ଲକ୍‌ଡାଉନ ୪.୦: ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ କର୍ଫ୍ୟୁ

କୋଲକାତା,୧୮।୫: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ୪.୦ର ସୋମବାର ହେଉଛି ପ୍ରଥମ ଦିନ। ଇତିମଧ୍ୟରେ ପଶ୍ଚିମବଙ୍ଗ ସରକାର ଲକ୍‌ଡାଉନ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ ବିପଦକୁ ଦେଖି ମୁଖ୍ୟମନ୍ତ୍ରୀ ମମତା…

CORONAVIRUS UPDATE: ଜଗତସିଂହପୁରରେ ପୁଣି ୨୦ କରୋନା ପଜିଟିଭ; ସମସ୍ତେ କୋଲକତା ଫେରନ୍ତା

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ଜଗତସିଂହପୁର ଜିଲାରେ ସୋମବାର ଅପରାହ୍ନରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନାଉଗାଁ ବ୍ଲକ ଜାମୁଗାଁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜଣେ କୁଜଙ୍ଗ ବ୍ଲକ ପଣ୍ଡୁଆ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ କୋଲକତା…

ମାଇକେଲ ଜୋର୍ଡାନଙ୍କ ଜୋତାର ମୂଲ୍ୟ ୪.୨ କୋଟି

ନ୍ୟୁୟର୍କ,୧୮।୫: କିମ୍ବଦନ୍ତୀ ଆମେରିକୀୟ ବାସ୍କେଟବଲ୍‌ ଖେଳାଳି ମାଇକେଲ ଜୋର୍ଡାନଙ୍କ ଏକ ଜୋତା ରେକର୍ଡ ୫ ଲକ୍ଷ ୬୦ ହଜାର ଡଲାର ବା ୪ କୋଟି ୨ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ଆମେରିକାର ନ୍ୟାଶନାଲ ବାସ୍କେଟବଲ୍‌ ଲିଗ୍‌ (ଏନ୍‌ବିଏ) ଏକ ମ୍ୟାଚ୍‌ରେ…

ଅନୁବନ୍ଧିତ ଖେଳାଳିଙ୍କ ପାଇଁ ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବନି: ବିସିସିଆଇ

ନୂଆଦିଲ୍ଲୀ,୧୮।୫(ପି.ଟି.): ଚୁକ୍ତିବଦ୍ଧ କ୍ରିକେଟରଙ୍କ ପାଇଁ କୌଣସି ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସ୍ପଷ୍ଟ କରିଛି। ବିଭିନ୍ନ ସ୍ପୋଟର୍‌ସ କମ୍ପ୍ଲେକ୍ସ ଓ ଷ୍ଟାଡିୟମ ଖୋଲିବାକୁ ଅନୁମତି ମିଳିଥିଲେ ମଧ୍ୟ ଅନୁବନ୍ଧିତ ଖେଳାଳିଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?