Home

ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା

ପୁରୀ ଅଫିସ, ୧୮।୫: ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଠିକ୍‌ ଏହି ସମୟରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଅମ୍ଫନ’। ଏହି ଦୁଇଟିକୁ ନେଇ ସହର ବଜାର ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ସୋମବାର ଅପରାହ୍ନରେ ଶ୍ରୀମନ୍ଦିର ନୀଳଚକ୍ରରୁ ଉଡ଼ିଯାଇଛି…

ମହାରାଷ୍ଟ୍ରରେ ୧୨୭୩ ପୋଲିସ କରୋନା ପଜିଟିଭ୍‌

ମୁମ୍ବାଇ,୧୮।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ଲଢ଼େଇରେ ଆଗଧାଡ଼ିରେ ଥିବା…

ମାଟ୍ରିକ ଖାତାଦେଖା ଦିନେ ଘୁଞ୍ଚିଲା

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ସମ୍ଭାବ୍ୟା ବାତ୍ୟା ‘ଅମ୍ଫନ’ ପାଇଁ ମାଟ୍ରିକ ଖାତାଦେଖା ଘୁଞ୍ଚାଇ ଦିଆଯାଇଛି। ମେ’ ମାସ ୨୦ ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିକ ଖାତାଦେଖା ହେବ। ସୋମବାର ଲୋକସେବା ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଗ୍ୟାଷ୍ଟ୍ରିକ ସମସ୍ୟା

ଗ୍ୟାଷ୍ଟ୍ରିକ ସମସ୍ୟା ଥିଲେ ଅଧିକ ତେଲଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। କାରଣ ଏହା ଗ୍ୟାଷ୍ଟି୍ରିକ ସମସ୍ୟାକୁ ଆହୁରି ବଢ଼ାଇ ଦେଇଥାଏ। ଚର୍ବିଜାତୀୟ ଏବଂ ଫ୍ରାଏ ହୋଇଥିବା ଖାଦ୍ୟ ଯେତେ କମ୍‌ ଖାଇବେ ତାହା ସେତେ ଭଲ। ଏବଂ ଅଧିକ ଲୁଣିଆ ଖାଦ୍ୟ…

CORONAVIRUS UPDATE: ଭୁବନେଶ୍ୱର, ଜଗତ୍‌ସିଂହପୁର ହେଲା କରୋନା ମୁକ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଜଗତ୍‌ସିଂପୁର କରୋନା ମୁକ୍ତ ହୋଇଛି। ଏଠାରେ ଆଉ ଗୋଟିଏ ହେଲେ କରୋନା ଆକ୍ଟିଭ କେସ୍‌ ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ କରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ରାଜ୍ୟରେ…

ଦାନ୍ତ ବିନ୍ଧା

ଦାନ୍ତ ବିନ୍ଧା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିରୁ ଉପଶମ ପାଇବା ପାଇଁ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବା ଦରକାର। ହେଲେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହା ଦାନ୍ତ ବିନ୍ଧା ସମସ୍ୟାକୁ କେତେକାଂଶରେ ଦୂର…

ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଲେ ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୧୮।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସୋମବାର ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଇଛନ୍ତି। ରାଜ୍ୟ ବିଧାନସଭାର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଏକ ଉତ୍ସବରେ ଉଦ୍ଧବ ଶଥ ପାଠ କରିଛନ୍ତି। ଉଦ୍ଧବଙ୍କ ସହିତ ମହାରାଷ୍ଟ୍ର ବିକାଶ ଅଘାଡ଼ି(ଏମ୍‌ଭିଏ)ର ଅନ୍ୟ ୮…

ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା: ଦିନକରେ ୧୫ ପଜିଟିଭ୍‌ ଚିହ୍ନଟ, ଗୁଣବନ୍ଧ ଗାଁରୁ ଚାଲିଛି ସ୍ବାବ୍‌ ସଂଗ୍ରହ

ବ୍ରହ୍ମପୁର ଅଫିସ,୧୮ା୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ଜିଲାରେ ପୁଣି ୧୫ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଶୀର୍ଷ ସ୍ଥାନରେ…

CORONAVIRUS UPDATE: ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୭୭

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍‌ସିଂହପୁର ୫, ମୟୂରଭଞ୍ଜ ୪, ଭୁବନେଶ୍ୱର ୩, ବଲାଙ୍ଗୀରର ୨ ଓ ସୁନ୍ଦରଗଡ଼, ବାଲେଶ୍ୱର,…

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ଅବଶିଷ୍ଟ ପରୀକ୍ଷାଗୁଡ଼ିକ ପାଇଁ ସୂଚୀ ତାଲିକା ସୋମବାର ପ୍ରକାଶ ପାଇଛି। ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ବୋର୍ଡ…

କାର୍ଯ୍ୟଦକ୍ଷତା ବଢ଼ାଏ ସୁସ୍ଥ ଜୀବନଶୈଳୀ

ସୁସ୍ଥ ଜୀବନଶୈଳୀକୁ ଆଗେଇବା ଏତେ ସହଜ ନୁହେଁ। କାରଣ ଏଥିପାଇଁ ଆମକୁ ଅନେକ ଦିଗ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡିଥାଏ। ଆଜିକାଲିର ବ୍ୟସ୍ତମୟ ଜୀବନରେ ନିୟମିତ ସମୟ ଅନ୍ତରାଳରେ ସ୍ବାସ୍ଥ୍ୟ ପରୀକ୍ଷା କରାଇ ନେବା ସବୁଠାରୁ ବଡ କଥା। ହେଲେ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ଖାଦ୍ୟ

ଭିଟାମିନ୍‌ ‘ଇ’ : ଭିଟାମିନ୍‌-‘ଇ’ର ରହିଛି ଅତି ଫଳପ୍ରଦ ଆଣ୍ଟିଅକ୍ସିଡାଣ୍ଟ ବା ପ୍ରତିଜାରକ ପ୍ରଭାବ। ତେଣୁ ଏହା ଅତ୍ୟନ୍ତ କ୍ଷତିକାରୀ ମୁକ୍ତମୂଳକ ବା ପ୍ରିରେଡିକାଲଗୁଡ଼ିକ ଅକାମୀ କରିିଦିଏ। ଏହି ଭିଟାମିନ୍‌ଟି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ଓ ଏହାର ଅଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?