ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର
ବିନିକା,୨୫।୩(ଡି.ଏନ୍.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ ସାନିଟାଇଜର…
ମଧ୍ୟପ୍ରଦେଶରେ ପ୍ରଥମ ମୁଣ୍ଡ ନେଲା କରୋନା
ଭୋପାଳ,୨୫।୩: କରୋନା ଭାଇରସ୍ରେ ସଂକ୍ରମିତ ହୋଇ ମଧ୍ୟପ୍ରଦେଶରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉଜୈନରେ ରହୁଥିବା ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିବଲା। ସୂଚନାଯୋଗ୍ୟ, ଉକ୍ତ ମହିଳାଙ୍କ ରିପୋର୍ଟ କରୋନା ପଜିଟିଭ୍…
ବ୍ରିଟେନ ରାଜ ପରିବାରକୁ ବଡ଼ ଝଟ୍କା: କରୋନାରେ ସଂକ୍ରମିତ ପ୍ରିନ୍ସ ଚାଲର୍ସ
ଲଣ୍ଡନ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍ ବେ-ଲଗାମ୍ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ସାରା ଦେଶ ନିଜ ପକ୍ଷରୁ ବିଭିନ୍ନ ସତର୍କତା ଅବଲମ୍ବନ କରିବା ସହ କେତେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାରି ଭିତରେ ବ୍ରିଟେନ ରାଜ ପରିବାରରୁ ଏକ ବଡ଼…
ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିଛନ୍ତି ପ୍ରାୟ ୭୮,୨୩୩ ଜଣ; ସେମାନେ ୧୪ ଦିନ ସଂଗରୋଧରେ ରୁହନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଗତ କିଛି ଦିନ ମଧ୍ୟରେ ରାଜ୍ୟ ବାହାରୁ ପାଖାପାଖି ୭୮,୨୩୩ ଜଣ ବ୍ୟକ୍ତି ଫେରି ଆସିଛନ୍ତି। ପ୍ରାୟ ସମସ୍ତେ ଅନ୍ୟ ରାଜ୍ୟରେ ଥିଲେ। ସେମାନଙ୍କ ମଧ୍ୟରୁ ୩ଟି ଜିଲାକୁ ୫ଶହ ପାଖାପାଖି, ୨୭ଟି ଜିଲାକୁ ୧ହଜାରରୁ ଆରମ୍ଭ କରି ୧୧,୦୦୦…
ମୁଖ୍ୟମନ୍ତ୍ରୀଙ୍କ ଅପିଲ୍କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ ଶପଥ ନେବାକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅପିଲରେ ଅନୁପ୍ରାଣୀତ ହୋଇ ଗତ ୨୪ ଘଣ୍ଟାରେ…
ଲକ୍ଡାଉନ୍ ପରେ ହଷ୍ଟେଲ୍ ଛାଡୁଛନ୍ତି ଛାତ୍ରୀଛାତ୍ର, ଗାଡ଼ିମୋଟର ନ ଥିବାରୁ ସମସ୍ୟା ଭୋଗୁଛନ୍ତି ଅଭିଭାବକ
ରାଇକିଆ,୨୫।୩(ଡି.ଏନ୍.ଏ.): ସାରା ଦେଶରେ ଲକ୍ଡାଉନ୍ ଲାଗୁ ହେବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ। ଦୋକାନ ବଜାର ବନ୍ଦ ରହିବା ସହ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏପରିକି ଦୁଇ ଚକିଆ ଯାନକୁ ମଧ୍ୟ…
ଲକ୍ଡାଉନ୍ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼
ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍ଡାଉନ୍ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି କଟକଣାରୁ ଫଳ, ତେଜରାତି, ଔଷଧ, ପନିପରିବା, ମାଛ, ମାଂସ, ଅଣ୍ଡା ଆଦି ଅତ୍ୟାବଶ୍ୟକ ସାମଗ୍ରୀ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ
ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ ଶତପଥୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ ମାସର ଦରମା ଚେକ୍ ଆକାରରେ…
ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ
ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ କରୋନା ଭାଇରସ୍ରେ ଜଣେ ଖବରଦାତା ସଂକ୍ରମିତ ହୋଇଥିବା ଘଟଣା ହେଉଛି ପ୍ରଥମ। ଯେଉଁ ଖବରଦାତାଙ୍କ…
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି
ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍ଆର୍ଏଫ୍)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍ଆର୍ଏଫ୍ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଏହି ଟଙ୍କା ବୁଧବାର ମନି ଟ୍ରାନ୍ସଫର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରେରଣ…
କରୋନା ସ୍ଥିତିରେ ସୁଧାର ଆସିବା ପରେ ଚାଇନାରେ ପୁଣି ଖୋଲିଲା ଫିଲ୍ମ ହଲ୍, ରିଲିଜ୍ ହେବ ପୁରୁଣା ହିଟ୍ ଫିଲ୍ମ
ବେଜିଂ: କରୋନା ଭାଇରସ୍ ଚାଇନାର ମନୋରଞ୍ଜନ ଇଣ୍ଡଷ୍ଟ୍ରି ଉପରେ ପ୍ରଭାବ ପକାଇଥିଲା। ଫଳରେ ଫିଲ୍ମ ହଲ୍ଗୁଡ଼ିକ ବନ୍ଦ କରି ଦିଆଯାଇଥିଲା। ଏବେ ସ୍ଥିତିରେ ସୁଧାର ଆସିଥିବାରୁ ଚାଇନାର ପ୍ରାୟ ୬୦୦ରୁ ୭୦୦ ଫିଲ୍ମ ହଲ୍ ପୁଣି ଆରମ୍ଭ ହୋଇଛି। ଏମିତିରେ ବି…
ଉତ୍ତରପ୍ରଦେଶ ପରେ ବିହାର ସରକାରଙ୍କ ଘୋଷଣା: ସମସ୍ତ ରାଶନକାର୍ଡଧାରୀଙ୍କୁ ମିଳିବ ହଜାରେ ଲେଖାଏଁ ସହାୟତା ରାଶି
ପାଟନା,୨୫।୩: ମହାମାରୀ କରୋନା ଭାଇରସ୍ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏବେ ବେଲଗାମ ହୋଇପଡ଼ିଛି। ଏହି ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଫଳରେ ଅଧିକାଂଶ ଲୋକ ନିଜର…
Archives


