Home

ଭାଜପାର ବି ଟିମ୍‌ ଭଳି କାମ କରୁଛି ଏଆଇଏମ୍‌ଆଇଏମ୍‌: ତେଜସ୍ବୀ ଯାଦବ

ନୂଆଦିଲ୍ଲୀ,୨୧।୨: ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ ମୁସ୍ଲିମିନ୍‌(ଏଆଇଏମ୍‌ଆଇଏମ)ର ପୂର୍ବତନ ବିଧାୟକ ଓ୍ବାରିସ୍‌ ପଠାନଙ୍କ ବିବାଦୀୟ ବୟାନକୁ କଡା ସମାଲୋଚନା କରିଛନ୍ତି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ। ଓ୍ବାରିସ୍‌୍‌ଙ୍କ ମନ୍ତବ୍ୟ ନିନ୍ଦନୀୟ, ତାଙ୍କୁ ଗିରଫ କରିବା ଉଚିତ୍‌ ବୋଲି ସେ କହିଛନ୍ତି। ସେ…

କେନ୍ଦ୍ର ପଇସା ସୁଧରେ ଆଦର୍ଶ ବିଦ୍ୟାଳୟ: ବିରୋଧୀ ଦଳ ନେତାଙ୍କ ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗତ ୨୧ ବର୍ଷରେ ମାତ୍ର ୨୬ ହଜାର ବେକାରିଙ୍କୁ ସରକାର ନିଯୁକ୍ତି ଦେଇଛନ୍ତି। ଖାଲି ପଦବୀରେ ମାତ୍ର ୧% ନିଯୁକ୍ତି ଦେଇଛନ୍ତି। ସ୍କୁଲ, ଡାକ୍ତରଖାନା ସବୁଠି ପଦବୀ ଖାଲି। ୨୦୦୯ରୁ ୨୦୧୯ ମଧ୍ୟରେ ରାଜ୍ୟରେ ୨୨ ଲକ୍ଷ ୫୭ ହଜାର…

ଅପ୍ରେଲରେ ବିବାହ କରିବେ ରିଚା ଚଢ଼ା-ଅଲ୍ଲୀ ଫାଜଲ୍‌: ୩ ସ୍ଥାନରେ ଦେବେ ରିସେପ୍‌ସନ୍‌ ପାର୍ଟି

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ ଅଭିନେତ୍ରୀ କରିସ୍ମା ଏବଂ କରୀନା କପୁରଙ୍କ ଭାଇ ଅରମାନ ଜୈନ୍‌ ବିବାହ କରିଥିଲେ। ଏବେ ଆଉ ଏକ ଯୋଡି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ହେଲେ ଅଭିନେତ୍ରୀ ରିଚା ଚଢ଼ା…

ରାମମନ୍ଦିରର ଭୂମି ପୂଜା ପାଇଁ ମୋଦିଙ୍କୁ ଆମନ୍ତ୍ରଣ କଲେ ଟ୍ରଷ୍ଟର ସଦସ୍ୟ

ଅଯୋଧ୍ୟା,୨୧।୨: ଉତ୍ତରପ୍ରଦେଶ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ ହେବ ନାହିଁ, କେବଳ ଭୂମି ପୂଜା ହେବ। ଆଉ ଏହି ପୂଜା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ କରାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ…

 ମହାଶିବରାତ୍ରି ଅବସରରେ ଶ୍ରୀଲୋକନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୨୧।୨: ମହାଶିବରାତ୍ରି ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରର ବିଭିନ୍ନ ଶୈବ ପୀଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜରିତ ହେଉଛି ପୀଠ ପରିସର। ଘଣ୍ଟି, ହହୁଳହୁଳି ଓ ଜୟ ଭୋଲେନାଥ ଧ୍ୱନୀରେ ପ୍ରକମ୍ପିତ ହେଉଛି ପୁରୀ…

ରେକର୍ଡ ଅପେକ୍ଷାରେ

୩ଟି ଫର୍ମାଟରେ ୧୦୦ ଲେଖାଏ ମ୍ୟାଚ୍‌ ଖେଳି ନ୍ୟୁଜିଲାଣ୍ଡ ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ ଟେଲର ଏକ ବିରଳ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ଖେଳି ସେ ଏହି ମାଇଲଖୁଣ୍ଟ ସ୍ଥାପନ କରିବେ… ନ୍ୟୁଜିଲାଣ୍ଡର ସଙ୍କଟମୋଚକ ତଥା…

ମୋ ଭାଷା, ମୋ ପରିଚୟ

ଭୁବନେଶ୍ୱର,୨୧।୨(ବ୍ୟୁରୋ) : ମା’ ଗର୍ଭରୁ ମାଟିରେ ପାଦ ରଖିବା ପରେ ମଣିଷ ଯେଉଁ ଭାଷା ପ୍ରଥମେ ଶିଖେ ଓ କହେ, ତାହା ହେଉଛି ମାତୃଭାଷା। ବ୍ୟକ୍ତିର ସମ୍ମାନ ଓ ସ୍ବାଭିମାନ, ସ୍ବପ୍ନ ଓ ଜୀବନ- ସବୁଠି ପ୍ରତିଧ୍ୱନିତ ହୁଏ ଯେଉଁ ଶବ୍ଦ,…

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ବିକାଶ ଓ ଏକତାର ସେତୁ ମାତୃଭାଷା

ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୧ ଫେବୃୟାରୀରେ ପାଳନ କରାଯାଉଛି। ୟୁନେସ୍କୋ ୧୭ ନଭେମ୍ବର ୧୯୯୯ ରେ ଏହି ଦିବସ ଘୋଷଣା କରିଥିଲା। ପରେ ୨୧ ଫେବୃୟାରୀ,୨୦୦୦ରେ ପ୍ରଥମେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଥିଲା। ବିଶ୍ୱରେ ଭାଷା ଏବଂ ସଂସ୍କୃତିର ବିବିଧତାକୁ…

ଓ୍ବାଇସିଙ୍କ ମଞ୍ଚରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀ ଗିରଫ

ବେଙ୍ଗାଲୁରୁ,୨୧।୧: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସାଦୁଦ୍ଦିନ ଓ୍ବାଇସିଙ୍କ ସାମ୍ନାରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀଙ୍କୁ ଗିରଫ କରିଛି ପୋଲିସ। ଅମୁଲ୍ୟା ଲିୟୋନା ନାମକ ଏହି ଯୁବତୀଙ୍କ ବିରୋଧରେ ରାଜଦ୍ରୋହ ମାମଲା ରୁଜୁ କରାଯାଇଛି। ତାଙ୍କ ଗିରଫ କରାଯାଇ ଜେଲ୍‌…

ଓଡ଼ିଶାର ରଣଜୀ ଯାତ୍ରା

ଓଡ଼ିଶାର ରଣଜୀ ଅଭିଯାନ ବେଶ୍‌ ଉତ୍ସାହଜନକ ରହିଛି। ଗ୍ରୁପ୍‌ ପର୍ଯ୍ୟାୟରେ ଦମ୍‌ଦାର ପ୍ରଦର୍ଶନ କରି ଓଡ଼ିଶା କ୍ୱାର୍ଟର ଫାଇନାଲରେ ବେଙ୍ଗଲକୁ ଭେଟିଛି। ବେଙ୍ଗଲକୁ ହରାଇପାରିଲେ ଦୀର୍ଘ ୧୬ ବର୍ଷ ପରେ ଓଡ଼ିଶା ସେମିରେ ପ୍ରବେଶ କରିବ। କୋଚ୍‌ ରଶ୍ମିରଞ୍ଜନ ପରିଡାଙ୍କ ତତ୍ତ୍ୱାବଧାନରେ…

ବାଙ୍କୀ ଡବଲ୍‌ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ

କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅଧୀନ ଖଜୁରିପଦା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର ସ୍ବାଇଁ…

ପରିବେଶ ପର୍ଯ୍ୟଟନସ୍ଥଳୀରେ ବଢ଼ୁଛନ୍ତି ପର୍ଯ୍ୟଟକ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ନୟାଗଡ଼ ଜିଲାର ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଛୋଟ ଆଭ୍ୟନ୍ତରୀଣ ଗ୍ରାମ ବଡ଼ମୂଳ ସମ୍ପର୍କରେ ଦିନେ କେହି ଶୁଣି ନ ଥିଲେ କି ଜାଣି ନ ଥିଲେ। ହେଲେ ଆଜି ଏହି ଗାଁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri