Home

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ତିନି ମାସର ଦରମା ପ୍ରଦାନ କଲେ କୃଷି ମନ୍ତ୍ରୀ, ଏମ୍‌ପି ସସ୍ମିତ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ଏହାପରଠାରୁ ସିଏମ୍‌ଆର୍‌ଏଫ୍‌କୁ ସହାୟତାର ସୁଅ ଛୁଟିଛି। ଏହି କ୍ରମରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ,…

ଲକ୍‌ଡାଉନ୍‌ ସମୟରେ ଘରେ ଓ୍ବର୍କଆଉଟ୍‌ କରୁଛନ୍ତି ବିଗ୍‌ ବି, ଫଟୋ ଭାଇରାଲ

ମୁମ୍ବାଇ: ବିଗ୍‌ ବି ନିଜର ଫ୍ୟାନ୍‌ମାନଙ୍କୁ କରୋନା ଭାଇରସ୍‌ ପ୍ରତି ସତର୍କ ରହିବା ପାଇଁ ସଚେତନତା ସୃଷ୍ଟି କରୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଟ୍ବିଟ୍‌ କରୁଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଯେତେବେଳେ ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା…

ବିନା ଲକ୍‌ ଡାଉନ୍‌ରେ କରୋନା ସହିତ ଲଢୁଛି ଦକ୍ଷିଣ କୋରିଆ

ସିଓଲ୍‌,୨୫।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଥିବା ବେଳେ ଦକ୍ଷିଣ କୋରିଆ ବିନା ଲକ୍‌ ଡାଉନ୍‌ରେ ଲଢ଼େଇ ଜାରି ରଖିଛି। ତେବେ ଦକ୍ଷିଣ କୋରିଆର ଚିକିତ୍ସା ପ୍ରଣାଳୀ ଅନ୍ୟ ଦେଶ ପାଇଁ ଉପଯୋଗୀ ସାବ୍ୟସ୍ତ ହେବ କି ନାହିଁ ସେନେଇ ଠିକ…

କାଳିଆପାଣି ଖଣି ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ ଶୂନ

କାଳିଆପାଣି, ୨୫।୩: କରୋନା (କୋଭିଡ୍‌-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି…

କଟକଣା ସତ୍ତ୍ୱେ ଛତ୍ରବଜାରରେ ଭିଡ଼: ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି

କଟକ ଅଫିସ,୨୫।୩: କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମାତ୍ର କଟକ ଛତ୍ରବଜାରରେ ଏହି କଟକଣାକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌ ସତ୍ତ୍ୱେ ପ୍ରବଳ ଭିଡ଼ ଜମୁଛି। ସକାଳ…

ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ

ଗଞ୍ଜାମ, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍‌ ୨୧ ଦିନ ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ଗହଳି ହେଲେ ପୋଲିସ…

ଦିଗପହଣ୍ଡି ଗ୍ରାମାଞ୍ଚଳରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ର ମୂକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ ଗୋଲଣ୍ଡା ଗ୍ରାମରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା ପାଇଁ ପଦକ୍ଷେପ ନିଆଯାଇଛି। ଏଭଳି…

ଚିତ୍ରକୋଣ୍ଡାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଘରେ ରହିବାକୁ କୁହାଯାଉଛି

ଚିତ୍ରକୋଣ୍ଡା, ୨୫।୩(ଡି.ଏନ୍‌.ଏ.): ସାରା ପୃଥିବୀରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରଥମେ ମାର୍ଚ୍ଚ ୩୧ ଓ ପରେ ୨୧ ଦିନ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବରେ ମାଲକାନଗିରି ଜିଲା…

ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି ଭୂତାଣୁ ନ ବ୍ୟାପିବା ନେଇ ରାଜ୍ୟ ସରକାରଙ୍କ କଟକଣାକୁ କିଛି ଲୋକ ହେୟ ମନେ…

ଲକ୍‌ଡାଉନ୍‌କୁ ଗୁରୁତ୍ୱ ଦେଉନାହାନ୍ତି ଯାଜପୁର ରୋଡ୍‌ ବାସିନ୍ଦା: କିଣାକିଣି ବେଳେ ରଖାଯାଉନାହିଁ ସାମାଜିକ ଦୂରତା, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ପ୍ରବଳ ଭିଡ଼

ଯାଜପୁର ଅଫିସ,୨୫।୩-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣାକୁ ଯାଜପୁର ଜିଲାର ପ୍ରାୟ ଦୋକାନୀ ମାନୁଥିବାବେଳେ ଲୋକେ କିନ୍ତୁ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏଥିପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଛି। ବୁଧବାର ଯାଜପୁର ରୋଡ ଗଣେଶ ମାର୍କେଟସ୍ଥିତ ଏକ ଆଳୁ…

କରୋନା ସଂକ୍ରମଣ: ବାଦୁଡ଼ିଠାରୁ ବଜ୍ରକାପ୍ତା; ଏବେ ମନୁଷ୍ୟ ସମାଜରେ ମହାମାରୀ !

ଲଣ୍ଡନ,୨୫।୩: କରୋନା ସଂକ୍ରମଣ କିଭଳି ମନୁଷ୍ୟଠାରେ ହେଲା ସେ ନେଇ ଏବେ ସାରା ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି ଯେ, ଚାଇନାରେ କରୋନା ଭୂତାଣୁ ବାଦୁଡ଼ି ମଳରୁ ବ୍ୟାପିଥିଲା। ବାଦୁଡ଼ିର ମଳକୁ ଜଙ୍ଗଲରେ ବୁଲୁଥିବା ବଜ୍ରକାପ୍ତା ଶୁଙ୍ଘିଥିଲା।…

କରୋନା ପ୍ରତିହତ ଲାଗି ସଫେଇ କାର୍ଯ୍ୟ ଜାରି

ବସ୍ତା,୨୫।୩(ଡି.ଏନ୍‌.ଏ.): ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ୨୧ଦିନ ଲାଗି କଟକଣା ଜାରି କରାଯାଇଛି। ଫଳରେ ଲୋକେ ଘରୁ ବାହାରୁ ନାହାନ୍ତି। ଏହି ଭାଇରସ୍‌କୁ କିପରି ପ୍ରତିରୋଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri