Home

ମୀନାକ୍ଷୀ ମିଶ୍ର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ: ଭାଜପା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ପୋଲିସଠାରୁ ନ୍ୟାୟ ନ ପାଇ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ରହ୍ମପୁର ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଯଦି ସରକାର ଓ ପ୍ରଶାସନ ତାଙ୍କ ଅଭିଯୋଗ ଶୁଣିଥାନ୍ତେ ତେବେ ମୀନାକ୍ଷୀଙ୍କ…

ବିଇଡି, ଏମ୍‌ଇଡି ଶିକ୍ଷାନୁଷ୍ଠାନକୁ ବନ୍ଦ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ

ଭୁବନେଶ୍ୱର, ୨୧। ୨(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଇଡି ଏବଂ ଏମ୍‌ଇଡି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବାର ହୀନ ଚେଷ୍ଟା ବିରୋଧରେ ଏଆଇଡିଏସଓ ପକ୍ଷରୁ ଦୃଢ ବିରୋଧ କରାଯିବା ସହ ଆନ୍ଦୋଳନ କରିବାକୁ ଆହ୍ବାନ ଦିଆଯାଇଛି। ଗୁରୁବାର ଏକ ପ୍ରେସ…

ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍‌ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍‌ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼ ଜିଲା ଭିତିରିଆ ସାହିର ରାଜେଶ ଅଗ୍ରୱାଲ୍‌(୫୫)ଙ୍କଠାରେ ଏହି ପ୍ରତିରୋପଣ କରାଯାଇଛି। ହେମାଟୋଲୋଜି ବିଭାଗରେ ଅନୁଷ୍ଠିତ…

ଗୋଲ୍ଡେନ୍‌ ବାବାଙ୍କ ଠକେଇ ମାମଲାର ତଦନ୍ତ କରିବ ଇଡି

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଗୋଲଡେନ୍‌ ବାବା ଓରଫ ଜ୍ୟୋତିରଞ୍ଜନ ବେଉରା ମାମଲାର ତଦନ୍ତ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବାବାଙ୍କ ଅମାପ ସମ୍ପତ୍ତି ଖୋଳତାଡ଼ କରିବା ସହ ତାଙ୍କ ଆପରାଧିକ ସାମ୍ରାଜ୍ୟର ଖୁଲାସା ହେବ। ବାବା…

ଏମ୍‌ଏଲ୍‌ଏ ଲ୍ୟାଡ୍‌ ଖର୍ଚ୍ଚକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ସାଂସଦ ଆଞ୍ଚଳିକ ଉନ୍ନୟନ ପାଣ୍ଠି (ଏମ୍‌ପି ଲ୍ୟାଡ୍‌) ମନ୍ଦିର ମରାମତି, ରକ୍ଷଣାବେକ୍ଷଣ କିମ୍ବା ମନ୍ଦିର ଜାଗାରେ କୌଣସି ପ୍ରକାର ନିର୍ମାଣରେ ଖର୍ଚ୍ଚ କରାଯାଇପାରିବ ନାହିଁ। ତେବେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି(ଏମ୍‌ଏଲ୍‌ଏ ଲ୍ୟାଡ୍‌) ଏ ଦିଗରେ ଖର୍ଚ୍ଚ ହୋଇପାରିବ। ଏଥିପାଇଁ…

ଖୁବ୍‌ଶୀଘ୍ର ବିଜେଡି ସାଙ୍ଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଖୁବ୍‌ଶୀଘ୍ର ୩୩ ସାଙ୍ଗଠନିକ ଜିଲା ପାଇଁ ସଭାପତି ଘୋଷଣା କରାଯିବ। ଏନେଇ ସମସ୍ତ ପ୍ରକ୍ରିୟା ସମାପ୍ତ ହୋଇଥିବା ଜଣାପଡିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଅନୁମୋଦନ କରିଥିବା ଜଣାପଡିଛି। ଦଳର…

ଶିଳ୍ପ ବିକାଶ ଚିନ୍ତା

ଦିନ ଥିଲା କଳାହାଣ୍ଡି ଏକ ଶିଳ୍ପସମୃଦ୍ଧ ଜିଲା ଭାବେ ପରିଚିତ ଥିଲା। ହେଲେ ବିଭିନ୍ନ କାରଣରୁ ଗୋଟିଏ ପରେ ଗୋଟିଏ ଶିଳ୍ପ ବନ୍ଦ ହୋଇଗଲା। ଜୁନାଗଡ଼ ନିକଟସ୍ଥ ମଥୁରାଠାରେ ସ୍ଥାପିତ ଚିନିକଳ ବନ୍ଦ ହେବା ପରେ ଏହି ଶିଳ୍ପ ଉପରେ ପ୍ରତ୍ୟକ୍ଷ…

ମାର୍ଚ୍ଚ ୧୩ରୁ ଖର୍ଚ୍ଚଦାବି ଆଲୋଚନା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟ ଉପସ୍ଥାପନ କରାଯାଇଛି। ଆସନ୍ତା ମାର୍ଚ୍ଚ ୧୩ରୁ ବିଭାଗୱାରୀ ଖର୍ଚ୍ଚଦାବି ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ଏହି କ୍ରମରେ ମାର୍ଚ୍ଚ ୧୨ରେ ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି), ଅନ୍ୟାନ୍ୟ ପଛୁଆ…

ହୁକିଟୋଲାଠାରେ ନିର୍ମାଣ ହେବ ଭାସମାନ ଜେଟି

ଭୁବନେଶ୍ୱର,୨୧।୨(ବ୍ୟୁରୋ): ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ କେନ୍ଦ୍ରାପଡ଼ା ଜିଲାର ହୁକିଟୋଲାଠାରେ ଚଳିତବର୍ଷ ଗୋଟିଏ ଭାସମାନ ଜେଟି ନିର୍ମାଣ କରାଯିବ। ଏଥିସହ ଯିବାଆସିବା କରିବା ଲାଗି ନଦୀକୂଳଠାରୁ ହୁକିଟୋଲା ପର୍ଯ୍ୟନ୍ତ ଏକ ଆପ୍ରୋଚ୍‌ ରୋଡ୍‌ ନିର୍ମାଣ କରାଯାଉଛି। ଏଠାରେ ମଧ୍ୟ ଏକ ଓ୍ବାଚ୍‌ଟାଓ୍ବାର ନିର୍ମାଣ…

ସୋମବାର ଆଗତ ହେବ ବିଶ୍ୱବିଦ୍ୟାଳୟ ଅଡିଟ୍‌ ରିପୋର୍ଟ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଆସନ୍ତା ସୋମବାର ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଡିଟ୍‌ ରିପୋର୍ଟ ଉପସ୍ଥାପନ କରାଯିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏହାକୁ ଉପସ୍ଥାପନ କରିବେ। ରିପୋର୍ଟ ଉପସ୍ଥାପନ ହେବାକୁ ଥିବା ବିଶ୍ୱବିଦ୍ୟାଳୟଗୁଡିକ ହେଉଛି- ଉତ୍କଳ ବିଶ୍ୱବିଦ୍ୟାଳୟ(୨୦୧୪-୨୦୧୫ରୁ ୨୦୧୬-୧୭), ସମ୍ବଲପୁର…

ମହାନଦୀରେ ନିର୍ମାଣ ହେବ ଆଉ ୭ ବ୍ୟାରେଜ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମହାନଦୀର ନିମ୍ନସ୍ରୋତରେ ପ୍ରସ୍ତାବିତ ୭ ବ୍ୟାରେଜ୍‌ ମଧ୍ୟରୁ ୫ ବ୍ୟାରେଜ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ କାର୍ଯ୍ୟ ସମାପ୍ତ କରାଯାଇ ତାହାର ପ୍ରି-ଫିଜିବିଲିଟି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସେହିପରି ଅନ୍ୟ ୨ ବ୍ୟାରେଜ ପ୍ରକଳ୍ପ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଥିବା…

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଟସ୍‌ ହାରି ଭାରତର ପ୍ରଥମ ବ୍ୟାଟିଂ

ୱେଲିଂଟନ,୨୧।୧: ଟି-୨୦ ଓ ଦିନିକିଆ ପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ୱେଲିଂଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri