ଅଶରଫ୍ ଘନି-ଅବଦୁଲ୍ଲାଙ୍କ କ୍ଷମତା ଭାଗବଣ୍ଟା ଶେଷ
କାବୁଲ,୧୭।୫: ଆଫଗାନିସ୍ତାନରେ ରାଷ୍ଟ୍ରପତି ଅଶରଫ୍ ଘନି ଏବଂ ଅବଦୁଲ୍ଲା ଅବଦୁଲ୍ଲାଙ୍କ ମଧ୍ୟରେ ଜାରି ରହିଥିବା ରାଜନୈତିକ ସଙ୍କଟର ସମାଧାନ ହୋଇଛି। ଆମେରିକା ଚାପରେ ଶେଷରେ ଅଶରଫ୍ ଏବଂ ଅବଦୁଲ୍ଲାଙ୍କ ଭିତରେ ବୁଝାମଣା ହୋଇଛି। ବୁଝାମଣା ଅନୁସାରେ ଅଶରଫ୍ ରାଷ୍ଟ୍ରପତି ଭାବେ କାର୍ଯ୍ୟ…
ରାଷ୍ଟ୍ରପତି ଭବନରେ କରୋନା
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଭବନରେ ମୁତୟନ ଥିବା ଏସିପିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି।…
ଲକ୍ଡାଉନ୍ ସମୟସୀମା ୩୧ ମେ ପର୍ଯ୍ୟନ୍ତ ବଢ଼ିଲା
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସମୟ ସୀମାକୁ ଚତୁର୍ଥ ଥର ଲାଗି ବୃଦ୍ଧି କରାଯାଇଛି। ମେ ୩୧ ପର୍ଯ୍ୟନ୍ତ ଦେଶରେ ଲକ୍ଡାଉନ୍…
ଦୀଘା, ହାତିଆରେ ମାଡ ହେବ ବାତ୍ୟା ‘ଅମ୍ଫାନ’: ପ୍ରଭାବିତ ଆଶଙ୍କା ଜିଲାକୁ ଗଲେ ଓଡ୍ରାଫ, ଏନଡିଆରଏଫ ଟିମ୍
ଭୁବନେଶ୍ୱର,୧୭ା୫(ବ୍ୟୁରୋ)-ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୯୫୦ କି.ମି, ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ ୧୨୩୦ କି.ମି ଦୂରରେ…
୫ ଦିନରେ ରାଜଧାନୀ ସ୍ପେଶାଲ ଟ୍ରେନ୍ରେ ୩ ଲକ୍ଷରୁ ଅଧିକ ଯାତ୍ରୀ କଲେ ଯାତ୍ରା: ୬୯ କୋଟି ରାଜସ୍ବ ସଂଗ୍ରହ
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍ଡାଉନ୍ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ରାଜଧାନୀ ସ୍ପେଶାଲ ଟ୍ରେନ୍ ଚଳାଚଳ କରାଯାଉଛିି। ୧୨…
ପ୍ରବାସୀ ଶ୍ରମିକଙ୍କ ପ୍ରତି ରହିଛି ଦିଲ୍ଲୀ ସରକାରଙ୍କ ଦାୟିତ୍ୱବୋଧ: କେଜରିଓ୍ବାଲ
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ବହୁ ପ୍ରବାସୀ ଶ୍ରମିକ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ତେବେ ଦିଲ୍ଲୀରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କ ପ୍ରତି ସରକାରଙ୍କ ଦାୟିତ୍ୱବୋଧ ରହିଛି…
୫୮୮ ପ୍ରବାସୀଙ୍କୁ ନେଇ ଭାରତରେ ପହଞ୍ଚିଲା ଆଇଏନ୍ଏସ୍ ଜଲାଶ୍ୱ
କୋଚି,୧୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍ ସମୁଦ୍ର…
ବିଶୋଧକ ସ୍ପ୍ରେ କରିବା କ୍ଷତି କାରକ: ଡବ୍ଲ୍ୟୁଏଚ୍ଓ
ଜେନେଭା,୧୭।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ପ୍ରେ କରାଯାଉଥିବା ବିଶୋଧକ କ୍ଷତି କାରକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ସୂଚନା ଦିଆଯାଇଛି। ସର୍ବସାଧାରଣ ସ୍ଥଳ ଅବା ଘରେ ଏହାକୁ ସ୍ପ୍ରେ…
କୋଭିଡ-୧୯ ମୁକାବିଲା: ଶାହରୁଖଙ୍କ ଉପହାରକୁ ଦାନରେ ଦେଲେ ଅଖତର
ନୂଆଦିଲ୍ଲୀ,୧୭।୫: କରୋନା ଭାଇରସ ମୁକାବିଲା ପାଇଁ ପୂର୍ବତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର ଆଉ ଏକ ଦୃଷ୍ଟାନ୍ତମୂଳକ କାଯ୍ୟ କରିଛନ୍ତି। ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ତାଙ୍କୁ ୧୫ ବର୍ଷ ତଳେ ଦେଇଥିବା ଏକ ସ୍ବତନ୍ତ୍ର ଉପହାରକୁ ସେ ଚ୍ୟାରିଟି…
ଆଫ୍ରିଦିଙ୍କୁ ଗମ୍ଭୀରଙ୍କ କଡ଼ା ଜବାବ
ନୂଆଦିଲ୍ଲୀ,୧୭।୫: ଭାରତୀୟ ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍ପି ଗୌତମ ଗମ୍ଭୀର ପାକିସ୍ତାନ ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦିଙ୍କୁ କଡ଼ା ଜବାବ ଦେଇଛନ୍ତି। କେବଳ ସେତିକି ନୁହେଁ ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ସେନାମୁଖ୍ୟ ଜେନେରାଲ କମର ବାଜଓ୍ବାଙ୍କ ସମେତ…
ଟି୨୦ ବିଶ୍ୱକପ୍ ବାତିଲ ହେଲେ ଆଇପିଏଲ୍ ଲାଗି ବାଟ ଖୋଲିବ: ଟେଲର
ମେଲବୋର୍ନ,୧୭।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁଥିବା ଟି୨୦ ବିଶ୍ୱକପ୍ ବାତିଲ ହେବା ସମ୍ଭାବନା ସୃଷ୍ଟି ହୋଇଛି। ଯଦି ଏହି ମେଗା ଇଭେଣ୍ଟ ବାତିଲ ହୁଏ ତେବେ, ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆୟୋଜନ ପାଇଁ ବାଟ…
ଜୁଲାଇରେ ଇଂଲଣ୍ଡ ଗସ୍ତ କରିବାକୁ ପାକିସ୍ତାନ ରାଜି: ଗସ୍ତରେ ସାମିଲ ହେବାକୁ ଖେଳାଳିଙ୍କୁ ବାଧ୍ୟ କରାଯିବ ନାହିଁ
କରାଚି,୧୭।୫(ପି.ଟି.): ଆସନ୍ତା ଜୁଲାଇରେ ପାକିସ୍ତାନ ଟେଷ୍ଟ ଓ ଟି୨୦ ସିରିଜ ଖେଳିବାକୁ ଇଂଲଣ୍ଡ ଗସ୍ତ କରିବାକୁ ରାଜି ହୋଇଛି। ତେବେ ଏହି ଗସ୍ତରେ ସାମିଲ ହେବାକୁ ଖେଳାଳିମାନଙ୍କୁ ବାଧ୍ୟ କରାଯିବ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସ୍ପଷ୍ଟ କରିଛି।…

