କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ, ଜିଲାପାଳ
ବରଗଡ଼ ଅଫିସ୍,୨୨।୪: ବରଗଡ଼ ଜିଲାରେ ମଙ୍ଗଳବାର ଅପରାହ୍ନରେ ଘୂଣ୍ଣିଝଡ଼ ସହିତ ବର୍ଷା ଓ କରକାପାତ ହୋଇଥିଲା । ଏଥିରେ ଜିଲାର ଅତାବିରା, ବରଗଡ଼, ଭେଡ଼େନ, ଗାଇସିଲେଟ୍, ପଦ୍ମପୁର, ପାଇକମାଲ ଆଦି ଅଞ୍ଚଳରେ ବ୍ୟାପକ ଫସଲକ୍ଷତି ହୋଇଥିଲା । ଉଭୟ ଧାନ, ପରିବା…
ସରପଞ୍ଚଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ: ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କ ଉପରେ ପଞ୍ଚାୟତସ୍ତରରେ ରଖିବେ ନଜର; କରାଇବେ ରେଜିଷ୍ଟ୍ରେଶନ, କ୍ୱାରାଣ୍ଟାଇନ୍ ବ୍ୟବସ୍ଥା
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖିବା ଏବଂ ସେମାନଙ୍କର ରହିବା, ଖାଇବା, ଚିକିତ୍ସାର ଉଚିତ ବ୍ୟବସ୍ଥା…
ମହୁମାଛି ଆକ୍ରମଣରେ ଜୀବନ ଗଲା
ଦେବଗଡ଼,୨୨ା୪(ଡି.ଏନ.ଏ.): ଦେବଗଡ ସହରର ମିରଗିଡିଆ ସାହିର ଅର୍ଜୁନ ମୁଣ୍ଡା (୫୫) ନାମକ ଜଣେ ବ୍ୟକ୍ତିଙ୍କ ମହୁମାଛି ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ନିଜର କେତେକ ସାଥୀଙ୍କ ସହ ନିକଟସ୍ଥ ଜଙ୍ଗଲକୁ ଭୋଜି କରିବାକୁ ଯାଇଥିଲେ। ଏହି ସମୟରେ ଜଙ୍ଗଲରେ ଥିବା ମହୁମାଛି…
ରିଲାଏନ୍ସ୍ ଜିଓ ସହିତ ୪୩,୫୭୪ କୋଟିର ଚୁକ୍ତି କଲା ଫେସ୍ବୁକ୍: ୨୧ କୋଟିରୁ ଅଧିକ କ୍ଷୁଦ୍ର-ମଧ୍ୟମ ଭାରତୀୟ ବ୍ୟବସାୟୀ ହେବେ ଉପକୃତ
ନୂଆଦିଲ୍ଲୀ,୨୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଥିବା ବେଳେ ଫେସ୍ବୁକ୍ ଏବଂ ରିଲାଏନ୍ସ୍ ଜିଓ ମଧ୍ୟରେ ଏକ ବଡ଼ ଧରଣର ବ୍ୟବସାୟିକ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ରିଲାଏନ୍ସ୍ ଜିଓର ୯.୯୯ ପ୍ରତିଶତ ଅଂଶଧନ ଫେସ୍ବୁକ୍ ଅଧିଗ୍ରହଣ କରିଛି।…
ଏହି ଦେଶର ନାହିଁ କୌଣସି ଜାତୀୟ ଫୁଲ
ବିଶ୍ୱରେ ଅନେକ ଦେଶ ରହିଛି, ଯାହା କୌଣସି ନା କୌଣସି କାରଣକୁ ନେଇ ସ୍ବତନ୍ତ୍ର ଏବଂ ଅନନ୍ୟ। ସେହିପରି ଏକ ଦେଶ ହେଉଛି ପୂର୍ବ ଆଫ୍ରିକାରେ ଅବସ୍ଥିତ ଉଗାଣ୍ଡା। ଏହି ଦେଶ ଭାରତୀୟଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର। କାରଣ ଏପରି ଏକ…
ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁଣି ସୁସ୍ଥ ହେଲେ ୨ କରୋନା ଆକ୍ରାନ୍ତ, ସମସ୍ତେ ଭୁବନେଶ୍ୱରର
ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ତେବେ ସୁସ୍ଥ ହୋଇଥିବା ବ୍ୟକ୍ତିମାନେ ଭୁବନେଶ୍ୱର ବୋଲି କୁହାଯାଇଛି। Happy to share that…
ଜଙ୍ଗଲରେ ବନରକ୍ଷୀଙ୍କୁ ଆକ୍ରମଣ, ସରକାରୀ ଗାଡି ଭଙ୍ଗାରୁଜା
ଦେବଗଡ଼,୨୨ା୪(ଡି.ଏନ.ଏ): ଦେବଗଡ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ଅଧୀନ ସଂଘାପଶି ଜଙ୍ଗଲରେ ବନରକ୍ଷୀ କାର୍ତ୍ତିକେୟ ପ୍ରଧାନଙ୍କୁ ଆକ୍ରମଣ ହୋଇଛି। ପଡୋଶୀ ଅନଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ପାଟକୁମୁଣ୍ଡା ଗ୍ରାମର କେତେକ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଛନ୍ତି। ଏମାନେ ଗଛ କାଟି ଚୋରି…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ
ବଲାଙ୍ଗୀର ଅଫିସ, ୨୨ା୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ସମ୍ବଲପୁର ଧର୍ମାଞ୍ଚଳ, ଉତ୍ତର ଭାରତ ମଣ୍ଡଳୀ ପକ୍ଷରୁ ୧ଲକ୍ଷ ଟଙ୍କା ଚେକ୍ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ଏହି ସହାୟତା ରାଶି ବଲାଙ୍ଗୀର ଅତରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ…
ଚିତ୍ର ଆଙ୍କୁଛନ୍ତି ସୈଫ-ତୈମୁର
ମୁମ୍ବାଇ: ଲକ୍ଡାଉନ୍ ପାଇଁ ଏବେ ସମସ୍ତେ ଘରେ ରହୁଛନ୍ତିି। ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ବଲିଉଡ କଳାକାରମାନଙ୍କ ପର୍ଯ୍ୟନ୍ତ ସମସ୍ତେ ଘରେ ରହି ସମୟ ବିତାଉଛନ୍ତି। ଏଣୁ ଅନେକ ସମୟ ମିଳୁଥିବାରୁ ବଲିଉଡ କଳାକାରମାନେ ବିଭିନ୍ନ କାର୍ଯ୍ୟ କରି ଟାଇମ୍ପାସ୍…
ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା
ଭଦ୍ରକ ଅଫିସ,୨୨ା୪: କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ ସହଯୋଗ ନିମନ୍ତେ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଜିଲା ସଂସ୍କୃତି ଭବନରେ ଏକ ଆଲୋଚନାଚକ୍ର…
ଅଟୋ, ଟ୍ୟାକ୍ସି ଚାଳକ ପାଇଲେ ଖାଦ୍ୟ ସାମଗ୍ରୀ
ବଲାଙ୍ଗୀର ଅଫିସ,୨୨ା୪: ବଲାଙ୍ଗୀର ସହର ମଧ୍ୟରେ ଚାଲୁଥିବା ଅଟୋ ଓ ଟ୍ୟାକ୍ସି ଚାଳକମାନେ ମାସେ ହେଲା ଘରେ ବସିଛନ୍ତି। ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର ଏମାନଙ୍କ ପାଇଁ ନିଜ ବିଧାୟକ ପାଣ୍ଠିରୁ ଶୁଖିଲା ଖାଦ୍ୟ ବ୍ୟବସ୍ଥା କରିଛନ୍ତି ା ପୌର ପରିଷଦ…
ଉର୍ବଶୀ ମନେପକାଇଲେ ପୁରୂଣାଦିନର ସ୍ମୃତି
ନୂଆଦିଲ୍ଲୀ: ନିଜର ସୁନ୍ଦରତାକୁ ନେଇ ବହୁ ଦର୍ଶକଙ୍କ ହୃଦୟରେ ରାଜ କରୁଥିବା ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ବୋଲ୍ଡ ଅନ୍ଦାଜକୁ ନେଇ ସବୁବେଳେ ଚର୍ଚ୍ଚାରେ। ଏହି ଲକ୍ଡାଉନ୍ରେ ମଧ୍ୟ ସେ ତାଙ୍କ ଫ୍ୟାନମାନଙ୍କ ମନକୁ ଜମା ନିରାଶ କରୁ ନାହାନ୍ତି। କିଛି…
Archives


