ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…
ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ ଭାବରେ ପାଳନ କରିବା ସମାନ। ଏହାଦ୍ୱାରା ଘରେ ପ୍ରେମ, ଆନନ୍ଦ ଓ ସକାରାତ୍ମକ ଶକ୍ତି…
ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ
କେପଟାଉନ୍,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍ଭିନ୍ ଚଳାଇଛି। ଆକ୍ରମଣକାରୀ କିଏ ଓ କାରଣ କ’ଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପୋଲିସ…
ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ ସାମିଲ ନଥିଲା। ଏହା ନିଶ୍ଚିତ ହୋଇଛି ଯେ ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ…
ନିଜ ଜାଲରେ କେମିତି ପଡ଼ିଲା ପାକିସ୍ତାନ? ଆମେରିକା ସହ ବନ୍ଧୁତା ପରେ ଫସିଗଲା ପାକ୍!
ଇସଲାମାବାଦ,୨୧।୧୨: ପାକିସ୍ତାନ ବର୍ତ୍ତମାନ ଆମେରିକା ସହିତ ତା’ର ବନ୍ଧୁତାକୁ ମଜବୁତ କରିବାକୁ ଚେଷ୍ଟା କରୁଛି। ଏହି ସମୟରେ, ଆମେରିକା ଗାଜାକୁ ଶାନ୍ତିସେନା ପଠାଇବା ପାଇଁ ପାକିସ୍ତାନ ଉପରେ ଚାପ ପକାଉଛି, ଯାହା ଅସୀମ ମୁନିରଙ୍କୁ ସମସ୍ୟାରେ ପକାଇବା ପରି ମନେ ହେଉଛି।…
ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ
ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ ଖେଳାଯିବ। ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଏହି ମାସବ୍ୟାପୀ ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବେ।…
ଜେଫ୍ରି ଏପ୍ଷ୍ଟିନ୍ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ
ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍ଷ୍ଟିନ୍ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍ଷ୍ଟିନ୍ ମାମଲା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ଦଲିଲ ହଠାତ ହଟାଇ ଦିଆଯାଇଛି। ଏହି ଘଟଣା କେବଳ…
ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ ନେତା…
‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…
ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ ବଢ଼ାନ୍ତୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହାଦିଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ୟୁନୁସ କହିଛନ୍ତି…
ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ
ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶନିବାର ଲକ୍ଷ୍ମୀପୁର…
ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ବର୍ତ୍ତମାନ ଦାୟିତ୍ୱ ତୁଲାଉଥିବା ୧୯୯୦ ବ୍ୟାଚ୍ ଆଇଏଏସ୍ ଅଫିସର ମନୋଜ…
ପିକନିକ ବସ ଓଲଟି ୩୫ ଛାତ୍ର ଆହତ
ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ ଘରୋଇ ସ୍କୁଲ ବସ ନିୟନ୍ତ୍ରଣ ହରାଇ ଡିଭାଇଡରରେ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି…
ଟ୍ରେନ୍ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍ର ୫ ବଗି ଲାଇନଚ୍ୟୁତ
ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି। ହାତୀପଲ ଖାଦ୍ୟ ଓ ଜଳ ଅନ୍ୱେଷଣରେ ଯାଉଥିବାବେଳେ ଦ୍ରୁତ ଧାବମାନ ଟ୍ରେନ୍ ଧକ୍କାରେ ପ୍ରାଣ…

