Home

୧୦ ଗୁଜବକାରୀ ଗିରଫ

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସୋସିଆଲ ମିଡିଆରେ ଅନେକ ବ୍ୟକ୍ତି ଗୁଜବ କରୁଛନ୍ତି। ମିଥ୍ୟା ତଥ୍ୟ ଦେଇ ଲୋକଙ୍କୁ ଆତଙ୍କିତ କରୁଛନ୍ତି। ତେଣୁ ଏଭଳି ଗୁଜବକାରୀଙ୍କ ଉପରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାଜ୍ୟର ବିଭିନ୍ନ ଜିଲାରୁ ୧୦ ଜଣଙ୍କୁ…

‘ସଚେତନ ହେବା, ସୁରକ୍ଷିତ ରହିବା’

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଜରୁରୀ ସେବାରେ ନିୟୋଜିତ ଥିବା ଡାକ୍ତର, ନର୍ସ, ସ୍ବାସ୍ଥ୍ୟ ଏବଂ ସଫେଇ କର୍ମଚାରୀ, ପରିବହନ କାର୍ଯ୍ୟରେ ନିୟୋଜିତ ଥିବା ବ୍ୟକ୍ତି, ପୋଲିସ, ଗଣମାଧ୍ୟମ ପ୍ରତିନିଧି ଏବଂ ଅତ୍ୟାବଶ୍ୟକ ଜିନିଷ ଯୋଗାଉଥିବା ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

କରୋନା ବୀରଙ୍କୁ ଧନ୍ୟବାଦ ଜଣାଇଲେ ନେତା, ଅଫିସର

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ସବୁଆଡେ ସଚେତନତା ଦେଖିବାକୁ ମିଳିଛି। ସରକାରଙ୍କ ନିର୍ଦ୍ଦେଶକୁ ସାଧାରଣ ଲୋକମାନଙ୍କ ସମ୍ପୂର୍ଣ୍ଣ ସମର୍ଥନ ମିଳୁଛି। କରୋନା ବିପକ୍ଷରେ ଲଢୁଥିବା ବୀରମାନେ ଅର୍ଥାତ୍‌ ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିମାନଙ୍କୁ ମଧ୍ୟ ପୂରା…

ଲକ୍‌ଡାଉନ୍‌ରେ ଥିଲେ ଠାକୁର: ବାଗ୍‌ଚୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ)କରୋନା ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ୫ଟି ଜିଲା ସହିତ ୮ଟି ସହରରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଏହି ଲକ୍‌ଡାଉନ କ’ଣ, ତାକୁ ଅତ୍ୟନ୍ତ ସରଳ ଭାଷାରେ ବୁଝାଇଛନ୍ତି କରୋନା ଭୂତାଣୁ…

କରୋନା ମୁକାବିଲା: ନୀରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସବୁସ୍ତରରେ ଉଦ୍ୟମ ଜାରି ରଖିଛନ୍ତି। ଏହି ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ଶକ୍ତି ବିଭାଗ ପକ୍ଷରୁ କୁହାଯାଇଛି। ଶକ୍ତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…

ସେବାୟତଙ୍କର ଥର୍ମାଲ ସ୍କ୍ରିନିଂ

ପୁରୀ ଅଫିସ,୨୩।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ଧର୍ମପୀଠରେ କଟକଣା ଲଗାଇଛନ୍ତି। ଦେବଦେବୀଙ୍କ ସେବାପୂଜା ସ୍ବାଭାବିକ ରହିଥିବାବେଳେ ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି। ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। କେବଳ ସେବାୟତ…

କରୋନା ମୁକାବିଲା ଚିନ୍ତା: ୩୬୫ ନୂଆ ଡାକ୍ତରଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ନେଉଥିବା କରୋନା ଭାଇରସ୍‌ ସଂକ୍ରମଣର ମୁକାବିଲା ଲାଗି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ତ୍ୱରିତ ପଦକ୍ଷେପ ସହ ଆବଶ୍ୟକ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି।…

ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ: ୩ ବିଦେଶ ଫେରନ୍ତାଙ୍କ ନାଁରେ ମାମଲା

କଟକ ଅଫିସ/ଭୁବନେଶ୍ୱର,୨୩।୩(ବ୍ୟୁରୋ): ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରି ବଜାରରେ ବୁଲୁଥିଲେ ଜଣେ ବିଦେଶ ଫେରନ୍ତା। ଏ ନେଇ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ପୋଲିସ ଏକ ମାମଲା(ନଂ.୬୫/୨୦) ରୁଜୁ କରିଛି। ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ବ୍ୟକ୍ତି ଜଣକ…

କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟ ବାହାର ଫେରନ୍ତାଙ୍କ ସୂଚନା ପାଉନି ସ୍ବାସ୍ଥ୍ୟ ବିଭାଗ

କଟକ ସଦର,୨୩।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ କଟକ ସଦର ବ୍ଲକ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ବ୍ଲକ ଅଧୀନ ୨୩ଟି ପଞ୍ଚାୟତର ପ୍ରମୁଖ ବିଦ୍ୟାଳୟରେ ଅସ୍ଥାୟୀ ଭାବେ ସ୍ବାସ୍ଥ୍ୟକ୍ୟାମ୍ପ ଖୋଲିବା ବ୍ୟବସ୍ଥା…

ରକ୍ତ ପରୀକ୍ଷା ସୂଚାଇବ କରୋନା ସଂକ୍ରମଣର ଭୟାବହତା

ନ୍ୟୁୟର୍କ,୨୨।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। ତେବେ ନ୍ୟୁୟର୍କ ସିଟିରେ ଥିବା ଇସାହନ୍‌ ସ୍କୁଲ୍‌ ଅଫ୍‌ ମେଡ଼ିସିନ୍‌ର ଗବେଷକଙ୍କ…

ଅଲିମ୍ପିକ୍ସ ସ୍ଥଗିତ ପାଇଁ ଗ୍ଲୋବାଲ ଆଥ୍‌ଲେଟ ଗ୍ରୁପ୍‌ର ଆହ୍ବାନ

ଟୋକିଓ, ୨୨ା୩ (ଏପି)- ମହାମାରୀ କରୋନା ଭାଇରସ୍‌ ଯେପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନ ଆସିଛି, ସେ ପର୍ଯ୍ୟନ୍ତ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବା ଲାଗି ଗ୍ଲୋବାଲ୍‌ ଆଥ୍‌ଲେଟ୍ସ ଗ୍ରୁପ୍‌ ଆହ୍ବାନ କରିଛି। କୋଭିଡ୍‌-୧୯ର ପ୍ରସାରକୁ ରୋକିବା ଲାଗି ସମଗ୍ର ବିଶ୍ୱ ଏବେ…

ସେଲ୍ଫ-କ୍ୱାରାଣ୍ଟାଇନ୍‌ରେ ସାଙ୍ଗାକରା

କଲମ୍ବୋ, ୨୨।୩- ଘାତକ କରୋନା ଭାଇରସ୍‌ର ପ୍ରକୋପକୁ ନଜରରେ ରଖି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର୍‌ ତଥା ଅଧିନାୟକ କୁମାର ସାଙ୍ଗାକରା ସେଲ୍ଫ-କ୍ୱାରାଣ୍ଟାଇନରେ ରହିଛନ୍ତି। ଶ୍ରୀଲଙ୍କା ସରକାରଙ୍କ ଗାଇଡ୍‌ଲାଇନ ମୁତାବକ ନିଜ ଆଡ଼ୁ ସେଲ୍ଫ-କ୍ୱାରାଣ୍ଟାଇନରେ ରହିଥିବା ସାଙ୍ଗାକରା ସୂଚନା ଦେଇଛନ୍ତି। ୟୁରୋପ ମହାଦେଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri