ଜଗନ୍ନାଥପ୍ରସାଦରେ ଜନତା କର୍ଫ୍ୟୁ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ
ଜଗନ୍ନାଥପ୍ରସାଦ,୨୨।୩(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ମୁଖ୍ୟ ବଜାର ଜଗନ୍ନାଥ ପ୍ରସାଦ, ପଞ୍ଚଭୂତି, ବିଡିପୁର, ଗଣ୍ଡାଧର, ଚିକିଲି, କମସର, କାଦୁଆ, ଛାମୁଣ୍ଡା ଆଦି ସ୍ଥାନରେ ସମସ୍ତ…
ଗୋଟିଏ ସପ୍ତାହ ପୂର୍ବରୁ ଲାଗୁ କରିବାର ଥିଲା ‘ଜନତା କର୍ଫ୍ୟୁ’: ସଞ୍ଜୟ ରାଉତ
ମୁମ୍ବାଇ,୨୨।୩: କରୋନା ଭାଇରସର ସଂକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ଆହ୍ବାନ ଦେଇଥିଲେ ‘ଜନତା କର୍ଫ୍ୟୁ’ ତାହା ରବିବାର ସାରା ଦେଶରେ ପାଳନ କରାଯାଉଛି। ଲୋକେ ଶାନ୍ତି ଶୃଙ୍ଖଳାର ସହ ଏହା ପାଳନ କରିଥିବା ବେଳେ ଶିବସେନା ନେତା ସଞ୍ଜୟ…
ଖାଁ ଖାଁ ବାଲିଗୁଡ଼ା: ଗଡୁନି ଯାନବାହନ
ବାଲିଗୁଡ଼ା,୨୨।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ରବିବାର ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ବସଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ରାଜରାସ୍ତା ତଥା ଜନଗହଳିପୂର୍ଣ୍ଣ ସ୍ଥାନ ସବୁ ଖାଁ ଖାଁ ଶୂନ୍ଶାନ୍। କରୋନାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ…
୨୯ ଯାଏ ଲକ୍ଡାଉନ୍: ସରକାରୀ କର୍ମଚାରୀଙ୍କ ପାଇଁ ପୁନଃ ଗାଇଡ୍ଲାଇନ୍; ଜାଣନ୍ତୁ କିଏ ଆସିବେ, କିଏ ଆସିବେନି ଅଫିସ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ଦେଶରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଓଡ଼ିଶାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ରବିବାରଠାରୁ ଆସନ୍ତା ୨୯ ତାରିଖ…
ପୌରାଞ୍ଚଳରେ କରୋନା ମୁକାବିଲା: ରାଜ୍ୟ ସରକାରଙ୍କ ପକ୍ଷରୁ ୨୧ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌରାଞ୍ଚଳରେ କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାର ୨୧ କୋଟି ୧୦ଲକ୍ଷ ଚଙ୍କା ମଞ୍ଜୁର କରିଛନ୍ତି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏ ନେଇ ସହରାଞ୍ଚଳ ଉନ୍ନୟନ ସଂସ୍ଥା(ସୁଡା)କୁ ଅବଗତ କରି ତୁରନ୍ତ ଟଙ୍କା ପ୍ରଦାନ କରିବାକୁ…
ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’
ଡେରାଡୁନ,୨୨।୩: ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’ ଲାଗୁ ହେବ ବୋଲି ରବିବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ। ଏହି ସମୟରେ ଖାଦ୍ୟ ପଦାର୍ଥ, ଔଷଧ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ମିଳିବାରେ କୌଣସି ଅସୁବିଧା ହେବ ନାହିଁ…
ସାନଖେମୁଣ୍ଡିରେ ଜନତା କର୍ଫ୍ୟୁ: ଜରୁରୀ ସେବାକୁ ଛାଡ଼ି ସବୁ ବନ୍ଦ
ପାଟପୁର,୨୨।୩(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରାମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ବାର୍ତ୍ତା ନେଇ ରବିବାର ସାନଖେମୁଣ୍ଡି ଅଞ୍ଚଳ ଖାଁ ଖାଁ ହୋଇପଡ଼ିଛି। ସହରରେ ଥିବା ଦେକାନ ବଜାର ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ଜରୁରିକାଳୀନ ସେବା ଯଥା ଅଗ୍ନିଶମ ବିଭାଗ,…
ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ
ସୁକମା,୨୨।୩: ଛିତଶଗଡ଼ ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୧୪ରୁ ଅଧିକ ଯବାନ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ହେଲିକପ୍ଟରରେ ଅଣାଯାଇ ରାୟପୁରର ରାମକୃଷ୍ଣ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମିନପା…
୩ ବିଦେଶ ଫେରନ୍ତାଙ୍କୁ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
ଭଞ୍ଜନଗର,୨୨।୩(ଡି.ଏନ୍.ଏ.): ଇଂଲଣ୍ଡ ଓ କୁଏତ୍ରୁ ୨ ଜଣ ଭଞ୍ଜନଗର ବାସିନ୍ଦା ଗତ ସପ୍ତାହରେ ଘରକୁ ଫେରିଥିବା ବେଳେ ଶନିବାର ଦୁବାଇରୁ ଆଉ ଜଣେ ଘରକୁ ଫେରିଛନ୍ତି। ସେମାନେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ତଥାପି ଘରେ ଅନ୍ୟମାନଙ୍କ ଠାରୁ ୧୪ ଦିନ…
ସୋମବାର ସକାଳ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ପାଳନ ହେବ ‘ଜନତା କର୍ଫ୍ୟୁ’
ମୁମ୍ବାଇ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଉଛି ‘ଜନତା କର୍ଫ୍ୟୁ’। ଏହି ସମୟରେ ଦେଶବାସୀ ନିଜ ନିଜ ଘରେ ବନ୍ଦ ହୋଇ ରହିଛନ୍ତି। କରୋନାକୁ ସଂକ୍ରମଣରୁ ଅଟକାଇବାକୁ ଏହା ଏକ ବଡ ପଦକ୍ଷେପ ବୋଲି…
୪,୫୦୦ ଟଙ୍କାରେ ଘରୋଇ ଲ୍ୟାବ୍ରେ କରୋନା ଟେଷ୍ଟ୍: କେନ୍ଦ୍ର ସରକାରଙ୍କ ତାଗିଦ୍
ନୂଆଦିଲ୍ଲୀ,୨୨।୩: ଘରୋଇ ଲ୍ୟାବ୍ରେ କରୋନା ଟେଷ୍ଟ୍ କରିବା ପ୍ରକ୍ରିୟା ରବିବାରଠାରୁ ଆରମ୍ଭ ହୋଇଛି। ତେବେ ଏହି ଟେଷ୍ଟ୍ ପାଇଁ ୪,୫୦୦ଟଙ୍କାରୁ ଅଧିକ ନ ନେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏ ସମ୍ପର୍କରେ…
ଜନତା କର୍ଫ୍ୟୁ ଆହ୍ବାନ: ଚାରିଆଡ଼େ ଖାଁ ଖାଁ
ରାଜନଗର,୨୨।୩(ଡି.ଏନ୍.ଏ.): ମହାମାରୀ ରୂପ ଧାରଣ କରିଥିବା କରୋନା ଭୂତାଣୁଠାରୁ ଦୂରରେ ରହିବା ପାଇଁ ପ୍ରଧାନମନ୍ତ୍ରୀ ଜନତା କର୍ଫ୍ୟୁ ଆହ୍ବାନ ଦେଇଛନ୍ତି। ଏହି ଆହ୍ବାନକୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ ସମ୍ପୂର୍ଣ୍ଣ ପାଳନ କରାଯାଇଛି। ସବୁବେଳେ ଜନଗହଳି ଲାଗି ରହୁଥିବା ରାଜନଗର,…
Archives


