Home

କ୍ୱାରାଣ୍ଟାଇନ୍‌କୁ ନମାନି ଜରିମାନା ଦେଲେ ୫୦ ହଜାରରୁ ଅଧିକ ଲୋକ

ରୋମ୍‌,୨୨।୩: ଇଟାଲିରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଫଳରେ ସରକାରୀ ଆଇନକୁ ମାନି ସାଢ଼େ ୬ କୋଟି ଲୋକ ବାଧ୍ୟ ହୋଇ ଘରେ ରହିଛନ୍ତି। ତେବେ ୫୦ ହଜାର ୮୯୨ଲୋକ କ୍ୱାରାଣ୍ଟାଇନ୍‌କୁ ନମାନି ଜରିମାନା ଦେଇଛନ୍ତି। ପ୍ରତିଲୋକଙ୍କୁ ୧୬ ହଜାର…

କରୋନାକୁ ଡରିଲେ ‘ବାହୁବଳୀ’: ଆଇସୋଲେଶନରେ ୧୪ ଦିନ

ମୁମ୍ବାଇ: କରୋନା ଭୟ ଏବେ ସମସ୍ତଙ୍କୁ। ସାରା ବିଶ୍ୱରେ ଏହା କାୟା ବିସ୍ତାର କରି ସାରିଥିବା ବେଳେ ଭାରତରେ ବି କରୋନା ତା’ର ଉପସ୍ଥିତି ଜାହିର କରି ସାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜନତା କର୍ଫ୍ୟୁ ଘୋଷଣା କରିଥିବା ବେଳେ…

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଇଣ୍ଡିଆନ୍‌ ରେଲଓ୍ବେ ବଡ ପଦକ୍ଷେପ ନେଇଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନକୁ ବାତିଲ କରାଯାଇଥିବା ସୂଚନା ଦିଆଯାଇଛି। ଯେଉଁ ଟ୍ରେନ୍‌ ଗୁଡିକର ଯାତ୍ରା ଶେଷ ହୋଇଛି ସେଗୁଡିକୁ ଅଟକାଇ ରଖାଯାଇଛି। ଏବେସୁଦ୍ଧା…

ଛାତ୍ରୀଛାତ୍ରଙ୍କୁ ଏକାଥରକେ ମିଳିବ ୩ ମାସର ମଧ୍ୟାହ୍ନଭୋଜନ ସାମଗ୍ରୀ: ଗଶଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଏକାଥରକେ ୩ ମାସର ମଧ୍ୟାହ୍ନଭୋଜନ ସାମଗ୍ରୀ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ମାର୍ଚ୍ଚରୁ ଜୁନ୍‌ ୧୩ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ସାମଗ୍ରୀ ଦିଆଯିବ। ପ୍ରଥମରୁ ୮ମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏହା ଦିଆଯିବ। ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଏହାକୁ ସଂଗ୍ରହ କରିବେ। ପ୍ରଧାନଶିକ୍ଷକ…

କଟକ ରେଳ ଷ୍ଟେଶନ ଖାଁ ଖାଁ

କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ ଯାତ୍ରୀମାନେ ଆସି ନ ଥିବାରୁ ଷ୍ଟେଶନ ପରିସର ଖାଁ ଖାଁ ହୋଇପଡ଼ିଛି। ତେବେ କଟକ…

କରୋନା ହେଲେ ବେଲଗାମ: ୩ ମାସରେ ଆମେରିକାରେ ୯୪ ଲକ୍ଷ ଲୋକ ହେବେ ସଂକ୍ରମିତ !

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଆମେରିକାରେ ଧୀରେଧୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାର କରୋନା ନିୟନ୍ତ୍ରଣ ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏକ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି ଯେ, ଆମେରିକାରେ…

ଜନଶୂନ୍ୟ ଆରଡ଼ି : ପୀଠରେ କାଉକୋଇଲିଲ ଶବ୍ଦ ନାହିଁ

ଆରଡ଼ି,୨୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆରଡ଼ି, ନାନ୍ଦପୁର, ଓଳଗ, ସୁନ୍ଦରପୁର, ପାଳସାହି, ରଇପୁର, ଶ୍ୟାମସୁନ୍ଦରପୁର ଆଦି ପଞ୍ଚାୟତର ଲୋକମାନେ ସ୍ବତଃ ପ୍ରବୃତ୍ତ ଭାବେ ଘରୁ ବାହାରି…

ଜଳିଗଲା ଦୋକାନ ସହ ୩ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ

ଭଦ୍ରକ ଅଫିସ,୨୨।୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଓଲଙ୍ଗ ପଞ୍ଚାୟତର ସାରତୋଳା ଗାଁରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଘର ଓ ଦୋକାନ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ ହୋଇଯାଇଛି। ସୂଚନାଯୋଗ୍ୟ, ସାରତୋଳା ଗାଁର ଧନେଶ୍ୱର ବେହେରାଙ୍କ…

ଓଡ଼ିଶାରେ ‘ଜନତା କର୍ଫ୍ୟୁ’ର ପୂର୍ଣ୍ଣ ପ୍ରଭାବ: ସତର୍କତା, ସଚେତନତା ପଥରେ ଲୋକେ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଘାତକ କରୋନା ଭୂତାଣୁର ପ୍ରକୋପ ସମଗ୍ର ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ଏହାର କୌଣସି ପ୍ରତିକାର ନ ଥିବାରୁ କେବଳ ସତର୍କତା ଓ ସଚେତନତା ହିଁ ଏହି ରୋଗକୁ ପ୍ରତିହତ କରିପାରିବ। ତେଣୁ ଏହି ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି…

କଶ୍ମୀରଠାରୁ କନ୍ୟା କୁମାରୀ ସବୁଠି ‘ଜନତା କର୍ଫ୍ୟୁ’: ଏପଟେ ସଂକ୍ରମିତଙ୍କ ସଂଖ୍ୟା ୩୪୧

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଭାରତରେ ବି ତା’ର ଉପସ୍ଥିତିକୁ ସୁଦୃଢ କରିବାରେ ଲାଗିଛି। ଏହାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ପାଳନ କରାଯାଉଛି ‘ଜନତା କର୍ଫ୍ୟୁ’। ଫଳରେ କଶ୍ମୀରଠାରୁ ଆରମ୍ଭ କରି କନ୍ୟା କୁମାରୀ ପର୍ଯ୍ୟନ୍ତ…

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪କୁ ବୃଦ୍ଧି

ମୁମ୍ବାଇ,୨୨।୩: ଡରାଇଲାଣି କରୋନା। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଲୋକେ ଭୟଭୀତ ହୋଇ ଯାଇଛନ୍ତି। ରବିବାର ସାରା ଦେଶରେ ‘ଜନତା କର୍ଫ୍ୟୁ’ ଲାଗୁ କରାଯାଇଥିବା ବେଳେ ସବୁଠି ଖାଁ ଖାଁ ପରିବେଶ ଦେଖିବାକୁ ମିଳିଛି। ଏପଟେ ମହାରାଷ୍ଟ୍ରରେ…

ଗଞ୍ଜାମ ଜିଲା ଲକ୍‌ଡାଉନ୍‌: ବିଦେଶ ଫେରନ୍ତା ପଞ୍ଜିକରଣ ନ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର, ୨୨।୩(ଡି.ଏନ୍‌.ଏ.)- ମୁଖମନ୍ତ୍ରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରବିବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏଥିସହ ଜନତା କର୍ଫ୍ୟୁ ମଧ୍ୟକୁ ଲୋକେ ମାନି ଘରୁ ବାହାରୁ ନ ଥିବା ବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଏହାର ପ୍ରଭାବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri