Home

୧୦ ଲକ୍ଷ ପ୍ରବାସୀ ଘରକୁ ଗଲେଣି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ, ୧୪।୫: ବର୍ତ୍ତମାନ ପର୍ଯ୍ୟନ୍ତ ୧୦ ଲକ୍ଷ ପ୍ରବାସୀ ଟ୍ରେନ୍‌ ଯୋଗେ ନିଜ ନିଜ ଘରକୁ ଫେରିଛନ୍ତି। ଏଯାବତ୍‌ ରେଲଓ୍ବେ ୮୦୬ଟି ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇଲାଣି। ୟୁପିକୁ ସର୍ବାଧିକ ୩୮୭ଟି ଶ୍ରମିକ ସ୍ପେଶାଲ ଟ୍ରେନ ଯାଇଥିବା ବେଳେ ବିହାରକୁ ୨୦୪…

ପ୍ରବାସୀ ଶ୍ରମିକଙ୍କୁ ମିଳିବ ୨ ମାସ ମାଗଣା ଖାଦ୍ୟ, ଭଡ଼ା ଘର ଯୋଜନା

ନୂଆଦିଲ୍ଲୀ, ୧୪।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଦେଶର ପ୍ରବାସୀ ଶ୍ରମିକ, ରାସ୍ତାକଡ଼ ଦୋକାନୀ, କ୍ଷୁଦ୍ର ବ୍ୟବସାୟୀ, ଛୋଟ କୃଷକମାନଙ୍କ ପାଇଁ ବିଭିନ୍ନ ସହାୟତା ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୮ କୋଟି ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ସୁରକ୍ଷା…

‘ଇଂଲଣ୍ଡ ଗସ୍ତ ପାଇଁ ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କୁ ବାଧ୍ୟ କରାଯିବନି’

ଲଣ୍ଡନ,୧୪।୫(ଏଏଫ୍‌ପି): ଇଂଲଣ୍ଡ ଗସ୍ତ କରିବାକୁ ଯଦି ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ କୁଣ୍ଠିତ ହୁଅନ୍ତି, ତା’ହେଲେ ସେମାନଙ୍କୁ ବାଧ୍ୟ କରାଯିବ ନାହିଁ ବୋଲି ଦେଶର ମୁଖ୍ୟ କାର୍ଯ୍ୟନିର୍ବାହୀ ଜନୀ ଗ୍ରେଭ୍‌ କହିଛନ୍ତି। ଏକ ୩ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଓ୍ବେଷ୍ଟଇଣ୍ଡିଜ ଇଂଲଣ୍ଡ ଗସ୍ତ…

ଟି୨୦ ବିଶ୍ୱକପ୍‌: ଖେଳାଳିଙ୍କୁ ୨ ସପ୍ତାହ ଆସୋଲେଶନ ପାଇଁ ଡୁପ୍ଲେସିଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୪।୫ (ପି.ଟି.):ଦକ୍ଷିଣ ଆଫ୍ରିକାର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଫାଫ୍‌ ଡୁପ୍ଲେସି ଅଷ୍ଟ୍ରେଲିଆରେ ଆଗକୁ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଏକ ବହୁମୂଲ୍ୟ ପରାମର୍ଶ ଦେଇଛନ୍ତି। ବିଶ୍ୱକପ୍‌ ପୂର୍ବରୁ ଓ ପରେ ଖେଳାଳିମାନଙ୍କୁ ୨ ସପ୍ତାହ ଆଇସୋଲେଶନରେ ରଖିବାକୁ ସେ ମତ…

କୋଭିଡ୍‌-୧୯: ଟୁର୍‌ ଅଫ୍‌ ବ୍ରିଟେନ ବାତିଲ

ଲଣ୍ଡନ,୧୪।୫(ଏଏଫ୍‌ପି): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ବାତିଲ କରାଯାଇଛି। ବ୍ରିଟେନର ବହୁ ପର୍ଯ୍ୟାୟ ବିଶିଷ୍ଟ ସାଇକ୍ଲିଂ ରେସ୍‌ ‘ଟୁର୍‌ ଅଫ୍‌ ବ୍ରିଟେନ’ କରୋନା ଭାଇରସ ସଂକ୍ରମଣ କାରଣରୁ ବାତିଲ କରାଯାଇଛି। ସାରା ବିଶ୍ୱରେ ଦେଖା ଦେଇଥିବା ସ୍ବାସ୍ଥ୍ୟ…

ଖେଳରତ୍ନ, ଦ୍ରୋଣାଚାର୍ଯ୍ୟ ପାଇଁ ଅଞ୍ଜୁମ, ଜଶପାଲଙ୍କ ନାମ ସୁପାରିସ

ନୂଆଦିଲ୍ଲୀ,୧୪।୫(ପି.ଟି.): ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆର୍‌ଏଆଇ) ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ମହିଳା ଶୁଟର ଅଞ୍ଜୁମ ମୋଦ୍‌ଗିଲ୍‌ଙ୍କ ନାମ ସୁପାରିସ କରିଛି। ସେହିପରି ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ କ୍ରମାଗତ ଦ୍ୱିତୀୟ ବର୍ଷ ଲାଗି…

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଟଙ୍କାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି।…

ବାଲିଆପାଳ ବିଡିଓଙ୍କ ପରେ ପ୍ରବାସୀ ଶ୍ରମିକଙ୍କୁ ଛେଣ୍ଡିପଦା ବିଡିଓଙ୍କ ଅଶାଳୀନ ବ୍ୟବହାର: ଅଡିଓ ଭାଇରାଲ

ଛେଣ୍ଡିପଦା,୧୪ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବିଡିଓଙ୍କ ମହିଳା ଶ୍ରମିକମାନଙ୍କୁ ଅଶାଳୀନ ବ୍ୟବହାର ନେଇ ଗୁରୁବାର ଅଡିଓ ଭାଇରାଲ ହୋଇଛି। ଘଟଣାରୁ ପ୍ରକାଶ, ବୁଧବାର ଭୁବେନେଶ୍ବରରୁ କିଛି ମହିଳା ଶ୍ରମିକଙ୍କୁ ଅନୁଗୋଳ ଅଣାଯାଇଥିଲା। ଉକ୍ତ ଶ୍ରମିକମାନେ ବଅଁରପାଳ ଓ ତାଲଚେର ଅଞ୍ଚଳର…

ଆମ୍ବୁଲାନ୍ସରେ ପ୍ରସବ କଲେ କ୍ୱାରାଣ୍ଟାଇନ୍‌ ସେଣ୍ଟରର ପ୍ରବାସୀ ମହିଳା

ବ୍ରହ୍ମପୁର ଅଫିସ,୧୪ା୫: ଗଞ୍ଜାମରେ ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟର କୋଣ ଅନୁକୋଣରେ ଏବେ ପ୍ରବାସୀମାନେ ପ୍ରବଳ ସମସ୍ୟାରେ ଥିବା ବେଳେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କୋଦଳା କ୍ୱାରାଣ୍ଟାଇନ୍‌…

ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ ପୁରାତନ ଛାତ୍ରସଂଘର ବିରୋଧ

ଦିଗପହଣ୍ଡି,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ କଲେଜର ପୁରାତନ ଛାତ୍ରସଂଘ ସମେତ ସହରର ସଚେତନ ଜନସାଧାରଣ ବିରୋଧ କରିଛନ୍ତି। ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଡିଗ୍ରୀ କଲେଜ ଭାବେ ସୁନାମ ଅର୍ଜନ କରିଥିବା ଖେମୁଣ୍ଡି…

ସ୍ପେଶାଲ୍‌ ଟ୍ରେନ୍‌ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ଗ୍ରହଣ…

ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା: ମନ୍ତ୍ରୀ କହିଲେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବିଡିଓ ପ୍ରବାସୀ ଶ୍ରମିକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ଗୁରୁବାର ଏହାକୁ ନିନ୍ଦା କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା। ସେ କହିଛନ୍ତି, ବାଲିଆପାଳ ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?