Home

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଅଁଳା ରସ

ହର୍ବାଲ୍‌ ଔଷଧ ମଧ୍ୟରେ ଅଁଳା ଅନ୍ୟତମ। ଏହାର ବ୍ୟବହାର ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ କରାଯାଇଆସୁଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ।…

ଜ୍ୟୋତିରାଦିତ୍ୟଙ୍କ ବାଟ ଓଗାଳିବାକୁ ପ୍ରିୟଙ୍କାଙ୍କୁ ରାଜ୍ୟ ସଭା ପଠାଇବାକୁ ଚାହୁଁଛନ୍ତି କମଳନାଥ!

ଭୋପାଳ,୧୮।୨: ମଧ୍ୟପ୍ରଦେଶର କଂଗ୍ରେସ ସରକାରରେ ଥିବା ଦୁଇ ନେତାଙ୍କ ମଧ୍ୟରେ ତୁତୁ ମେମେ ଥମିବାର ନାଁ ନେଉନି। ମୁଖ୍ୟମନ୍ତ୍ରୀ କମଳନାଥ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ମତଭେଦ ଏବେ ନୂଆ ମୋଡ ନେଇଥିବା ଆଲୋଚନା ହେଉଛି। ଶୁଣିବାକୁ ମିଳୁଛି…

୨ ମାସ ମଧ୍ୟରେ ଦ୍ୱିତୀୟଥର ଦ୍ୱିଶତକ ହାସଲ କଲେ ଏହି ମହାନ କ୍ରିକେଟରଙ୍କ ପୁଅ, ବୋଲିଂରେ ବି କଲେ କମାଲ

ଭାରତୀୟ କ୍ରିକେଟର ଦ ୱାଲ ଭାବେ ପ୍ରସିଦ୍ଧି ହାସଲ କରିଥିବା ରାହୁଲ ଦ୍ରାବିଡଙ୍କ ପୁଅ ସମିତ ମଧ୍ୟ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ବାପା ରାହୁଲଙ୍କ ପରି ସେ କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ହାସଲ କରିଚାଲିଛନ୍ତି।…

ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ଲାଗିଲା ଝଟ୍‌କା

ମୁମ୍ବାଇ,୧୮।୨: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ଲାଗିଛି ବଡ ଝଟ୍‌କା। ଫେବୃୟାରୀ ୨୧ରେ ମୁମ୍ବାଇର ଆଜାଦ ମଇଦାନରେ ସିଏଏ, ଏନ୍‌ପିଆର୍‌, ଏନ୍‌ଆର୍‌ସି ବିରୋଧରେ ରାଲି କରିବାକୁ ଅନୁମତି ମାଗିଥିଲେ। ହେଲେ ମୁମ୍ବାଇ ପୋଲିସ ଆଇନ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଆଜାଦଙ୍କୁ…

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ…

ନେହାଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ହିମାଂଶ: ସମସ୍ତଙ୍କ ନଜରରେ ଖଳନାୟକ ହୋଇଯାଇଥିଲେ

ବଲିଉଡ୍‌ ସିଙ୍ଗର ନେହା କକ୍କର ଏବଂ ହିମାଂଶ କୋହଲିଙ୍କ ବ୍ରେକ୍‌ଅପ୍‌କୁ ଇତି ମଧ୍ୟରେ ଅନେକ ଦିନ ହୋଇସାରିଛି। ଉକ୍ତ ସମୟରେ ଉଭୟଙ୍କ ବ୍ରେକ୍‌ଅପ୍‌କୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା। ଏଥିରେ ନେହା ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ପଡ଼ିଥିଲେ। ସୋସିଆଲ ମିଡିଆରେ ନେହା…

୧୪ ଦିନିଆ ବିଚାର ବିଭାଗୀୟ ରିମାଣ୍ଡରେ ଶରଜିଲ୍‌

ନୂଆଦିଲ୍ଲୀ,୧୮।୨: ଉତ୍ତେଜନା ମୂଳକ ଭାଷଣ ଦେଉଥିବା ଅଭିଯୋଗରେ ଗିରଫ ହୋଇଥିବା ଶରଜିଲ୍‌ ଇମାମ୍‌ଙ୍କୁ ୧୪ ଦିନିଆର ବିଚାର ବିଭାଗୀୟ ରିମାଣ୍ଡରେ ରଖିବାକୁ ଦିଲ୍ଲୀ କୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଜାମିଆ ମାମଲାରେ ତାଙ୍କୁ ଅଧିକ ପଚରା ଉଚରା କରାଯିବ। ଏହାପୂର୍ବରୁ ତାଙ୍କୁ…

ଡିଇଓଙ୍କ କସ୍ତୁରବା ଆବାସିକ ବିଦ୍ୟାଳୟ ପରିଦର୍ଶନ

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନୂତନ ଭାବେ ଯୋଗ ଦେଇଥିବା ଡିଇଓ ସୁଶାନ୍ତ ଚୋପଦାର ଅଚାନକ ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଦାଦପୁର ଦଧିବାମନ ନୋଡାଲ ସ୍କୁଲ, କର୍ଲାପଡା ବିମ୍ବାଧର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତ। ସେ ବିଦ୍ୟାଳୟରେ ସଂଯୁକ୍ତ ହୋଇଥିବା…

ଭାରତ-ବ୍ରିଟେନ ମିଳିତ ସମରାଭ୍ୟାସ: ଅଜେୟ ଓ୍ବାରିଅର-୨୦୨୦

ଲଣ୍ଡନ,୧୮।୨: ଭାରତ ଏବଂ ବ୍ରିଟେନ ମଧ୍ୟରେ ୫ମ ଥର ପାଇଁ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ମିଳିତ ସମରାଭ୍ୟାସ ଅଜେୟ ଓ୍ବାରଅର-୨୦୨୦ ବ୍ରିଟେନର ସାଲିସବୁରୀ ସମତଳ ଅଞ୍ଚଳରେ ଜାରି ରହିଛି। ଦୁଇ ଦେଶର ଯବାନ ଆତଙ୍କବାଦ ବିରୋଧରେ କିଭଳି ଅପରେଶନ କରାଯିବ…

ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା ନାହିଁ। ଜଣେ ସରକାରୀ କଲେଜ ଅଧ୍ୟାପକ ଅବସର ବେଳକୁ ୧୫ ଲକ୍ଷ ଟଙ୍କା…

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର ପରିବେଶରେ ଆମକୁ ରହିବାକୁ ପଡ଼ୁଛି। ଆମେ ବିପିଏଲ୍‌ କାଟାଗୋରି ବିଧାୟକ। ଆପଣ ଏପିଏଲ୍‌ କାଟାଗୋରି।…

ହାତରେ ଖାଇଲେ ବଢ଼େ ଖାଦ୍ୟର ସ୍ବାଦ

ବର୍ତ୍ତମାନର ଆଧୁନିକ ଯୁଗରେ ଅଧିକାଶ ଲୋକେ ହାତ ପରିବର୍ତ୍ତେ ଚାମଚରେ ଖାଇବାକୁ ପସନ୍ଦ କରୁଛନ୍ତି। ମାତ୍ର ଚାମଚରେ ନ ଖାଇ ହାତରେ ଖାଇବା ଦ୍ୱାରା ଖାଦ୍ୟର ସ୍ବାଦ ବଢ଼ିଥାଏ। ନିକଟରେ ନ୍ୟୁୟର୍କର ଷ୍ଟେଭେନ୍‌ସ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri