Home

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍‌ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି ନୁର୍‌…

ଆମେରିକାକୁ ସୁରକ୍ଷିତ ମଣିଲେ ସନି

ମୁମ୍ବାଇ: ସାରା ବିଶ୍ୱ ବର୍ତ୍ତମାନ କରୋନା ଭାଇରସ୍‌ କବଳିତ। ଏହି ମହାମାରୀକୁ ନେଇ ସଙ୍କଟରେ ମନୁଷ୍ୟ ଜାତି। ବିଶ୍ୱର ଅନେକ ବିକଶିତ ଦେଶ କରୋନା ଦାଉରେ ହଇରାଣ ହେଉଥିବା ବେଳେ ଆମେରିକାର ସ୍ଥିତି ଅତ୍ୟନ୍ତ ଗମ୍ଭୀର। ଏପଟେ ଭାରତରେ ମଧ୍ୟ କରୋନା…

ଧାନ ରୋଇଲେ ଏସ୍‌ପି

ଚିତ୍ତୋର(ଆନ୍ଧ୍ରପ୍ରଦେଶ): କରୋନା ସମୟରେ ଅନେକ ଘଟଣା ସାମ୍ନାକୁ ଆସୁଛି, ଯାହା ଅନେକଙ୍କୁ ପ୍ରେରିତ କରୁଛି। ଏହି ସଙ୍କଟ ସମୟରେ ରାଜନେତାଙ୍କଠାରୁ ଅଧିକ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଆଗଧାଡ଼ିର ଯୋଦ୍ଧାଭାବେ ସାଧାରଣ ଲୋକଙ୍କ ସହ ଯୋଡ଼ିହୋଇ ରିୟଲ ହିରୋର ପରିଚୟ ଦେଇଛନ୍ତି।…

ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦାବାଟି…

କରୋନା ରିପୋର୍ଟକୁ ଅପେକ୍ଷା: ହସ୍ପିଟାଲରେ ଏପ୍ରିଲ୍‌ ୨୬ଠାରୁ ପଡ଼ି ରହିଛି ମୃତଦେହ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ଏବେ ଯେକୌଣସି କାରଣରୁ ମୃତ୍ୟୁ ଘଟିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ କରୋନା ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। କରୋନା ସଂକ୍ରମଣ ହୋଇଛି କି ନାହିଁ ତାହା ଜଣାପଡ଼ିଲା…

କୁଶଭଦ୍ରାରେ ଚାପ ଖେଳିଲେ ରାଧାମାଧବ

ବାଲିଅନ୍ତା,୧୪ା୫(ଡି.ଏନ୍‌.ଏ.): ଲକଡାଉନ ସତ୍ତ୍ୱେ ସାମାଜିକ ଦୂରତ୍ୱକୁ ମାନି ବାଲିଅନ୍ତାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ବୁଧବାର ଦ୍ୱିତୀୟ ଦିବସ ଥିବାବେଳେ କରୋନା କଟକଣା ପାଇଁ ହଂସପାଳ ଗ୍ରାମର ଆରାଧ୍ୟ ଠାକୁର ରାଧାମାଧବଙ୍କ ଚଳନ୍ତି ପ୍ରତିମାକୁ ସ୍ଥାନୀୟ କୁଶଭଦ୍ରା ନଦୀଜଳରେ ଚାପ କ୍ରୀଡ଼ା…

ଖାଇବା କମାଇଦେଲେଣି ଗ୍ରାମାଞ୍ଚଳର ୫୦% ପରିବାର

ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ ଗ୍ରାମାଞ୍ଚଳ ଜନସାଧାରଣ ଖାଇବା କମାଇଦେଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଲକ୍‌ଡାଉନ ସମୟରେ ୧୨ଟି ରାଜ୍ୟରୁ ୫୦୦୦ରୁ ଊର୍ଦ୍ଧ୍ୱ ଗ୍ରାମୀଣ ପରିବାର ଉପରେ ଏକ ସର୍ଭେ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଅଧା ପରିବାର ଲକ୍‌ଡାଉନ…

ଥାଣେ, କୋଏମ୍ବାଟୁରରୁ ଫେରିଲେ ୭୬୩ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ମହାରାଷ୍ଟ୍ରର ଥାଣେ ଏବଂ ତାମିଲନାଡୁର କୋଏମ୍ବାଟୁରରୁ ୨ଟି ଟ୍ରେନରେ ବୁଧବାର ୭୬୩ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ଷ୍ଟେଶନ ପରିସରରେ ସେମାନଙ୍କ ସ୍କ୍ରିନିଂ ସହ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ପଞ୍ଜୀକରଣ କରାଯିବା ପରେ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ଜିଲାକୁ…

ଆରୋଗ୍ୟ ସେତୁ: ଇଚ୍ଛାଧୀନରୁ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଗତ ଏପ୍ରିଲ୍‌ ୨ତାରିଖରେ କେନ୍ଦ୍ର ସରକାର ଆରୋଗ୍ୟ ସେତୁ ଆପ୍‌ ଆରମ୍ଭ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ ଇନ୍‌ଫରମେଶନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାଶନାଲ ଇନ୍‌ଫରମେଟିକ୍ସ ସେଣ୍ଟର(ଏନ୍‌ଆଇସି) ଏହାକୁ ବିକଶିତ କରିଛି।…

ଭଦ୍ରକରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସୂଚନା ମୁତାବକ ନୂଆ ଚିହ୍ନଟ ହୋଇଥିବା…

୧୯ରୁ ଉଡ଼ିବ ଏୟାର ଇଣ୍ଡିଆ ବିମାନ

ଚେନ୍ନାଇ,୧୪ା୫: କୋଭିଡ୍‌-୧୯ ପାଇଁ ଦୀର୍ଘଦିନ ହେଲା ଦେଶରେ ବିମାନ ଚଳାଚଳ ବନ୍ଦ ରହିଥିବାବେଳେ ସରକାର ଏୟାରଲାଇନ୍ସ ଏୟାର ଇଣ୍ଡିଆ ଆସନ୍ତା ୧୯ରୁ ଜୁନ୍‌ ୨ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସହରକୁ ସ୍ବତନ୍ତ୍ର ବିମାନ ସେବା ଯୋଗାଇଦେବାକୁ ନିଷ୍ପତ୍ତି ନେଇଛି। ଫଳରେ ବିଭିନ୍ନ…

୨୦୦୦ କେନ୍ଦ୍ରୀୟ ପୋଲିସ ମଗାଇଲା ମହାରାଷ୍ଟ୍ର

ମୁମ୍ବାଇ,୧୪ା୫: ମହାରାଷ୍ଟ୍ର ସରକାର ୨୦ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ (ସିଏପିଏଫ୍‌)ଯୋଗାଇଦେବା ଲାଗି କେନ୍ଦ୍ରକୁ ଅନୁରୋଧ କରିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ କହିଛନ୍ତି, କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୨ରୁ ରାଜ୍ୟରେ ଲକ୍‌ଡାଉନ କାର୍ଯ୍ୟକାରୀ ହୋଇଥିଲା। ଆଗକୁ ଇଦ୍‌ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?