Home

ଚିନ୍ତା ବଢାଉଛି କରୋନା: ବ୍ରିଟେନରେ ସରି ଆସୁଛି ପିପିଇ, ସଂକ୍ରମଣରେ ୮୦ ଡାକ୍ତର, ନର୍ସଙ୍କ ମୃତ୍ୟୁ

ଲଣ୍ଡନ,୨୦।୪: ବ୍ରିଟେନରେ କରୋନା ସଂକ୍ରମଣ ଏବେ କମ୍‌ ଥିବା ସୂଚନା ରହିଛି। ହେଲେ ଏବେ ସେଠାରେ ଆଉ ଏକ ସମସ୍ୟା ହେଉଛି ଆଉ ମାତ୍ର ଗୋଟିଏ ଦିନ ପାଇଁ ସେମାନଙ୍କ ପାଖରେ ପର୍ସନାଲ ପ୍ରୋଟେକ୍‌ଟିଭ ଇକ୍ୟୁପମେଣ୍ଟ(ପିପିଇ) ବା ବ୍ୟକ୍ତିଗତ ସୁରକ୍ଷା ଉପକରଣ…

ଦେଶର ୧୧ଟି ସହରରେ କରୋନା ସଂକ୍ରମଣ ଚିନ୍ତା ଜନକ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍‌ ସ୍ପଟ୍‌ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ ମଧ୍ୟ ଆରମ୍ଭ ହୋଇଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭,୪୮୦ରେ ପହଞ୍ଚିଛି। ଦେଶର…

ଭଦ୍ରକର ୫ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ସମସ୍ତ ପ୍ରବେଶ ପଥ ସିଲ୍‌

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ସୋମବାର ଆଉ ୫ କରୋନା ରୋଗୀ ଚି଼ହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକର ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା: ଅଭିଯୋଗ ଆଣିଲେ ଅଞ୍ଚଳବାସୀ

ଲୋଇସିଂହା ,୨୦।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏକ ପୁରୁଣା ଟାଙ୍କିକୁ ମରାମତି କରି ଅର୍ଥ ଆତ୍ମସାତ ପାଇଁ ଉଦ୍ୟମ ଚାଲିଥିବା ସ୍ଥାନୀୟ ଅଞ୍ଚଳବାସୀ ଆଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…

ଭଦ୍ରକ ଜିଲାର କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଲିଙ୍କ୍‌: ସ୍ପଷ୍ଟ କଲେ ଯାଜପୁର ଜିଲାପାଳ

ଯାଜପୁର ଅଫିସ,୨୦।୪: ଭଦ୍ରକ ଜିଲାର ଜଣେ କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଜିଲାର ୬ ଜଣଙ୍କ ଲିଙ୍କ୍‌ ରହିଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରବିବାର ଚିହ୍ନଟ ହୋଇଥିବା ଭଦ୍ରକ ଜିଲାର ଆକ୍ରାନ୍ତ…

ବଢିଲା ଲକ୍‌ଡାଉନ ଅବଧି

ହାଇଦ୍ରାବାଦ,୨୦।୪: ପ୍ରଥମ ରାଜ୍ୟ ଭାବେ ଲକ୍‌ଡାଉନ ଅବଧିକୁ ମେ’୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୮ ଥିବା ବେଳେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ତେଲେଙ୍ଗାନାର ୪ଟି…

ବିଜେପୁର ଏନ୍‌ଏସି ପକ୍ଷରୁ ଚଢ଼ାଉ: ମାସ୍କ ନ ପିନ୍ଧିବାରୁ ୨୮୦୦ ଜରିମାନା ଆଦାୟ

ବିଜେପୁର, ୨୦।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧି ଘରୁ ବାହାରକୁ ବାହାରିବାକୁ ସରକାରଙ୍କ ପକ୍ଷରୁ ପକ୍ଷରୁ ବାରମ୍ବାର ଅନୁରୋଧ କରାଯାଉଛି। ଏହା ସତ୍ତ୍ବେ କିଛି ଅମାନିଆ ଏହାକୁ ମାନୁ ନାହାଁନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର ଏନ୍‌ଏସି…

ବାଲେଶ୍ୱରର ୨ ବର୍ଷର ଶିଶୁକନ୍ୟା, ୩୨ ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଫଳରେ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି। ତେବେ ବାଲେଶ୍ୱର ଜିଲାରେ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ…

ବିତ୍ତଶାଳୀ ଆମେରିକାରେ କରୋନା ତାଣ୍ଡବ: ଅନ୍ତିମ ସଂସ୍କାର ନ କରି ମୃତଦେହକୁ ରାସ୍ତାକଡ଼ରେ ଛାଡିଯାଉଛନ୍ତି ଲୋକେ; ଚିକିତ୍ସା ପାଇଁ ପାଖରେ ନାହିଁ ଅର୍ଥ

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ବିତ୍ତଶାଳୀ ଆମେରିକାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଲକ୍‌ ଡାଉନ୍‌ ଯୋଗୁ ଲୋକଙ୍କ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଖାଦ୍ୟ ସଂଗ୍ରହ ଲାଗି ଲୋକେ ଘଣ୍ଟା ଘଣ୍ଟା ଧାଡ଼ିବାନ୍ଧି ଫୁଡ୍‌ ବ୍ୟାଙ୍କ ସମ୍ମୁଖରେ…

ଆଉଜଣେ ଫୁଡ ଡେଲିଭରି ବୟ କରୋନା ପଜିଟିଭ

ହାଇଦ୍ରାବାଦ,୨୦।୪: ଦିଲ୍ଲୀ ପରେ ଏବେ ଚିନ୍ତାରେ ପଡିଯାଇଛନ୍ତି ହାଇଦ୍ରାବାଦ ବାସିନ୍ଦା। ରବିବାର ଏଠାରେ ଜଣେ ଫୁଡ୍‌ ଡେଲିଭରି ବୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅନ୍‌ଲାଇନ୍‌ ଖାଦ୍ୟ ମଗାଉଥିବା ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି। କମ୍ପାନୀ ପକ୍ଷାରୁ କୁହାଯାଇଛି କି…

ଆମେରିକାରେ ହୃଦୟ ବିଦାରକ ଦୃଶ୍ୟ: କାର୍‌-ଆମ୍ବୁଲାନ୍ସ-ଘର-ରାସ୍ତାକଡ଼ରେ ପଡ଼ି ରହିଛି ମୃତଦେହ

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ନେଇ ଆମେରିକା ଏବେ ହଟ୍‌ସ୍ପଟ୍‌ ପାଲଟିଛି। ଏଠାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରୀ ରିପୋର୍ଟ ପାଇଁ ମୃତକଙ୍କ ସଂଖ୍ୟା ଗଣିବା ଲାଗି ଯାଉଥିବା ଲୋକେ ବାସ୍ତବିକତା ଅନୁଭବ କରିପାରୁଛନ୍ତି। ଦକ୍ଷିଣ ଆମେରିକାର…

ରାଶନକାର୍ଡ ଦାବି: ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ହୋ-ହାଲ୍ଲା

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ଦୀର୍ଘ ମାସର ନୀରବତା ପରେ ପୁଣି ରାଶନ କାର୍ଡ ତାତି ଦେଖିବାକୁ ମିଳିଛି l ଗଞ୍ଜାମ ଜିଲା ଦାମୋଦରପୁର ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା ଆମେ ରାଶନ କାର୍ଡ ପାଇବାକୁ ଯୋଗ୍ୟ, ଆମକୁ ରାଶନ କାର୍ଡ କାହିଁକି ପ୍ରଦାନ କରାଯାଉନି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri