Home

‘କୋହଳ ଆଭିମୁଖ୍ୟ ନ ଭାଙ୍ଗୁ କଟକଣା’

ଭୁବନେଶ୍ୱର,୨୦।୪: କରୋନା କଟକଣା ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ମେ’ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ବଢ଼ାଇ ଦିଆଯାଇଛି। ତେବେ ଏଥିଯୋଗୁ ଜୀବନଜୀବିକାଠାରୁ ଆରମ୍ଭ କରି ଅର୍ଥନୀତି ଓ ସାମାଜିକ ସ୍ଥିତି ବିଗିଡି ଯାଉଥିବାରୁ ସରକାର ୨୦ ତାରିଖରୁ କଟକ ଓ ଭୁବନେଶ୍ୱରକୁ ଛାଡ଼ି…

ଘରୋଇ ବସ୍‌ ଉପରେ ଲକ୍‌ଡାଉନ ମାଡ଼: ଆଶଙ୍କାରେ ଦିନ ବିତାଉଛନ୍ତି ମାଲିକ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ରୋକିବାକୁ ଲକ୍‌ଡାଉନ ଘୋଷଣା ଘରୋଇ ବସ୍‌ ମାଲିକଙ୍କ ଉପରେ ଭାରି ପଡ଼ିଛି। ମାର୍ଚ୍ଚ ୨୪ରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ରାଜ୍ୟରେ ୧୪ ହଜାରରୁ ଊର୍ଦ୍ଧ୍ୱ ଘରୋଇ ବସ୍‌ ଚଳାଚଳ କରିଥାଏ। ଲକ୍‌ଡାଉନ ପରଠାରୁ ଗାଡ଼ିଗୁଡ଼ିକ…

ସାବଧାନ ! କରୋନା ପରେ ବି ଆସିପାରେ ଭୟଙ୍କର ସଂକ୍ରମଣ: ଆମିଷଠାରୁ ଦୂରେଇ ରହିବା ହୋଇପାରେ ଆବଶ୍ୟକ

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବହୁ ବିକଶିତ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ନେଇ ମାନବ ସମାଜ…

ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଲିଷ୍ଟ ଜାଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଶନିବାର…

ଭଦ୍ରକ ଜିଲାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା, କଟକଣା ଜାରିକଲା ପ୍ରଶାସନ

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ପୁଣି ଥରେ ଗୋଟିଏ ଦିନରେ ୫ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍‌ କରି ଦିଆଯିବା ସହ ଯାତାୟାତରେ କଟକଣା ଜାରି କରାଯାଇଛି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…

କର୍‌ତାରପୁର ଗୁରୁଦ୍ୱାର ଗମ୍ବୁଜ ଭୁଶୁଡ଼ିଲା

ନୂଆଦିଲ୍ଲୀ/ଇସ୍‌ଲାମାବାଦ: ୨୦ା୪(ଆଇଏଏନ୍‌ଏସ୍‌): ଝଡ଼ବର୍ଷା ଯୋଗୁ କର୍‌ତାରପୁର ଗୁରୁଦ୍ୱାର ଦର୍‌ବାର ସାହିବର ୮ଟି ନବନିର୍ମିତ ଗମ୍ବୁଜ ଭୁଶୁଡ଼ିପଡ଼ିଛି। ଏହି ଘଟଣା ଶିଖ୍‌ମାନଙ୍କୁ ବ୍ୟଥିତ କରିଛି। ଭାରତ ସରକାର ଏ ସମ୍ପର୍କରେ ପାକ୍‌ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ତୁରନ୍ତ ଏହାର ମରାମତି…

ଇ-କମର୍ସରେ ବିକ୍ରି ହେବନି ଅଣ ଅତ୍ୟାବଶ୍ୟକ ସାମଗ୍ରୀ

ନୂଆଦିଲ୍ଲୀ,୨୦ା୪(ପି.ଟି.): ଇ-କମର୍ସ ପ୍ଲାଟ୍‌ଫର୍ମ ଜରିଆରେ ମୋବାଇଲ୍‌ ଫୋନ୍‌, ରେଫ୍ରିଜରେଟର, ରେଡିମେଡ୍‌ ପୋଷାକ ଆଦି ଅଣଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ଲାଗି ସରକାର ଅନୁମତି ଦେବାର ୪ ଦିନ ପରେ ନିଷ୍ପତ୍ତି ବଦଳାଇଛନ୍ତି। ଇ-କମର୍ସ କମ୍ପାନୀଗୁଡ଼ିକ ଏହିସବୁ ସାମଗ୍ରୀ ବିକ୍ରି କରିପାରିବେ ନାହିଁ ବୋଲି…

ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା

ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ ସର୍ତ୍ତରେ ଉକ୍ତ ରାଜ୍ୟ ମଧ୍ୟରେ କାମ ପାଇଁ ବିଭିନ୍ନ ସ୍ଥାନକୁ ଯିବାକୁ ଅନୁମତି ପାଇବେ।…

ଆଜି ଚିହ୍ନଟ ୭ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଭଦ୍ରକର ୫, ବାଲେଶ୍ୱରର ୨

ଭୁବନେଶ୍ୱର,୨୦ା୪(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଚିହ୍ନଟ ହୋଇଥିବା ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ଭଦ୍ରକ ଜିଲାର ହୋଇଥିବା ବେଳେ ୨ ଜଣ ବାଲେଶ୍ୱର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ…

ଆସୁଛି ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ଧାର୍ଯ୍ୟ ସମୟରେ ବସ୍ତ୍ର ଯୋଗାଣକୁ ନେଇ ଚିନ୍ତା

ଖୋର୍ଦ୍ଧା ଅଫିସ,୨୦ା୪: ଲୀଳାମୟ ଠାକୁର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାରମାସରେ ତେର ଯାତ୍ରା ଅନୁଷ୍ଠିତ ହୋଇଥାଏ। ସେଥିମଧ୍ୟରୁ ଶ୍ରେଷ୍ଠ ହେଉଛି ରଥଯାତ୍ରା। କାଳିଆ ସାଆନ୍ତ, ବଡଠାକୁରଙ୍କ ସହ ଭଉଣୀ ଦେବୀ ସୁଭଦ୍ରା ରତ୍ନ ସିଂହାସନରୁ ଓହ୍ଲାଇ ଆସି ନବଦିନାତ୍ମକ ଘୋଷଯାତ୍ରାରେ ବାହାରିଥାନ୍ତି। ମହାପ୍ରଭୁଙ୍କ…

ଡ୍ରୋନ୍‌ରେ ବିଶୋଧନ ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ବିଏମ୍‌ସି ସହରର ଗଳିକନ୍ଦିରେ ବିଶୋଧନ ପ୍ରକ୍ରିୟା ଜାରି ରିଖିଛି। ଦିନରେ ହ୍ୟାଣ୍ଡ୍‌ ସ୍ପ୍ରେ ଏବଂ ଦମକଳ ବାହିନୀ ଗାଡ଼ି ମାଧ୍ୟମରେ ଜଳରେ ସୋଡିୟମ୍‌ ହାଇପୋକ୍ଲୋରାଇଡ୍‌ ମିଶ୍ରଣ ସିଞ୍ଚନ ହେଉଥିବାବେଳେ ରାତିରେ ଡ୍ରୋନ୍‌ ସହାୟତାରେ ବିଶୋଧନ କରାଯାଉଛିି।…

ପାସ୍‌ଧାରୀଙ୍କ ଚାଲାଣ କାଟୁଛି ପୋଲିସ: ମାଲଗୋଦାମ ବ୍ୟବସାୟୀ ହଇରାଣ

କଟକ ଅଫିସ,୨୦ା୪: ପାସ୍‌ ଦେଇଛି କମିଶନରେଟ ପୋଲିସ। ହେଲେ ପାସ୍‌ ଦେଖାଇଲେ ସୁଦ୍ଧା ପୋଲିସ ଛାଡ଼ୁନି। ଗାଡ଼ି ଅଟକାଉଛି, ଏପରି କି ଜରିମାନା ମଧ୍ୟ ଲଦୁଛି। ମାଲଗୋଦାମର ଜଣେ ବ୍ୟବସାୟୀ ପ୍ରୀତମ କୁମାର ସାହୁ ମଧୁପାଟଣା ଥାନାରେ ରବିବାର ସନ୍ଧ୍ୟାରେ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri