Home

ବିଜେଡିର ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୫୦ ୟୁନିଟ ରକ୍ତ ସଂଗ୍ରହ

ପାଟଣାଗଡ, ୧୯ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ରାମସାଗର ଠାରେ ବିଜୁ ଜନତା ଦଳ ତରଫରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଧାୟକ ସରୋଜ ମେହେରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ୫୦…

ଜଙ୍ଗଲ ଭିତର ଜୁଆଆଡ୍ଡାରେ ଚଢ଼ାଉ, ୫ ଗିରଫ

ବଲାଙ୍ଗୀର ଅଫିସ,୧୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ଜଙ୍ଗଲ ଭିତରେ ଚାଲିଥିବା ଜୁଆଖେଳ ଉପରେ ଟାଉନ୍‌ ଥାନା ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୩୩ ହଜାର ୧ ଶହ ଟଙ୍କା, ୧୩ଟି ବାଇକ୍‌, ୫ଟି ମୋବାଇଲ ଫୋନ୍‌ ଓ…

୪୩୦ କି.ମି.ଚାଲି ପାଇକମାଳରେ ପହଞ୍ଚିଲେ ୨୦ ଶ୍ରମିକଙ୍କ ପରିବାର

ପାଇକମାଲ, ୧୯।୪ (ଡି.ଏନ.ଏ.)-ଗଞ୍ଜାମ ଜିଲା ଆସିକାର ଏକ ଇଟାଭାଟିରେ କାମ କରୁଥିବା ୨୦ ଦାଦନ ଶ୍ରମିକଙ୍କ ପରିବାରର ମୋଟ ୨୮ ସଦସ୍ୟ ଶନିବାର ପାଇକମାଲ ବ୍ଲକ କାଂସଡା ପଞ୍ଚାୟତରେ ପହଞ୍ଚିଛନ୍ତି । ଲକ୍‌ ଡାଉନ କଟକଣା ସତ୍ତ୍ବେ ସେମାନେ ୪୩୦ କିମି…

କଣ୍ଡରାପାଟ ପୀଠରେ ଛତରଯାତ୍ରା ବନ୍ଦ

ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ସହର ଉପକଣ୍ଠ ଝାଙ୍କରପାଲି କଣ୍ଡରାପାଟ ପୀଠରେ ହେବାକୁ ଥିବା ଛତରଯାତ୍ରା ତଥା ଅକ୍ଷୟତୃତୀୟା ପର୍ବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଫଳରେ କରେନା କଟକଣା ପ୍ରାୟ ୭ ଶହ ବର୍ଷର ପରମ୍ପରା ଭାଙ୍ଗି ଦେଇଛି। କେବଳ ପୂଜକଙ୍କ…

ଛତିଶଗଡରୁ ସାଇକେଲରେ ଫେରୁଛନ୍ତି ୪ ଓଡିଆ ଶ୍ରମିକ

ସୋନପୁର,୧୯।୪(ନି.ପ୍ର.): କରୋନା ଭୂତାଣୁ ସଂକମ୍ରଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ରେ ରହିଛି ସାରା ଦେଶ। ଏହାର ପ୍ରଭାବ ସବୁ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଗରିବ, ଦିନ ମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକ କର୍ମସଂସ୍ଥାନ ହରାଇ ବହୁ ଦୁଃଖରେ ଅଛନ୍ତି। ଶ୍ରମିକଙ୍କ ନିକଟରେ…

ଆଦିବାସୀଙ୍କୁ ମିଳିନି ସହାୟତା, ପତ୍ରରେ ତିଆରି ମାସ୍କ ସାହାରା

ଛତ୍ରପୁର,୧୯ା୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ଆଦିବାସୀମାନେ ଜଙ୍ଗଲ ଜମି ଅଧିକାରଠାରୁ ଆରମ୍ଭ କରି ପାଣି, ବିଭିନ୍ନ ସରକାରୀ ସହାୟତା ଆଦି ପାଇବାରୁ ବଞ୍ଚିତ ଥିବାବେଳେ ବର୍ତ୍ତମାନର ଲକ୍‌ଡାଉନ ସମସ୍ୟା ଦ୍ୱିଗୁଣିତ କରିଛି। ଏମାନେ କାମ ପାଇଁ ଘରୁ ବାହାରକୁ ବାହାରି ପାରୁନାହାନ୍ତି। ମହାମାରୀ କରୋନା…

କରୋନା ଦେଖେନି ଧର୍ମ-ବର୍ଣ୍ଣ-ଜାତି: ଏକଜୁଟ ହୋଇ ଆମେ ଲଢ଼ିବା ଭାରତବାସୀ; କହିଲେ ମୋଦି

ନୂଆଦିଲ୍ଲୀ,୧୯।୪: କରୋନା ସଂକ୍ରମଣ ଧର୍ମ, ବର୍ଣ୍ଣ, ଜାତି ଦେଖେନି। ଏହା ଯେ କୌଣସି ଲୋକଙ୍କୁ ମଧ୍ୟ ସଂକ୍ରମିତ ହୋଇପାରେ। ଏହା ବିରୋଧରେ ଆମେ ଭାରତବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। କରୋନା ଲଢ଼େଇ ପାଇଁ ଆମ ମଧ୍ୟରେ ଭାଇଚାରା ଏବଂ…

ଆମେରିକାରେ ଛୋଟ ସହର ସହିତ ଗ୍ରାମାଞ୍ଚଳରେ ବ୍ୟାପିଲା କରୋନା: ସେପ୍ଟେମ୍ବର ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୨ ଲକ୍ଷ ଛୁଇଁବା ଆଶଙ୍କା

ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏବେ ଏହି ମହାମାରୀ ଏଠାରେ ଗୋଷ୍ଠୀ ସଂକ୍ରମଣର ରୂପ ନେଇଛି। ଧୀରେଧୀରେ କରୋନା ସଂକ୍ରମଣ ଛୋଟ ସହର ସହିତ ଗ୍ରାମାଞ୍ଚଳରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ରୋକିବାରେ ସରକାରଙ୍କ…

ଏମ୍‌ଏସ୍‌ପିରେ ଲାଗିଲା ସାନିଟାଇଜର ଟନେଲ

କେନ୍ଦୁଝର, ୧୯।୪(ସ୍ବ.ପ୍ର.)-ସ୍ଥାନୀୟ ସଦର ବ୍ଳକ ହଳଦିଗୁଣା ଗ୍ରାମରେ ଥିବା ଏମ୍‌ଏସ୍‌ପି ସ୍ପଞ୍ଜ କାରଖାନାରେ କରୋନା ସଂକ୍ରମଣ ରୋକିବା ପାଇଁ ସାନିଟାଇଜର ଟନେଲ ପ୍ରତିଷ୍ଠା କରାଯାଇଛି। ବାହାରୁ ଆସୁଥିବା ସମସ୍ତ କର୍ମଚାରୀ, ଟ୍ରକ ଚାଳକ, ଶ୍ରମିକ ଏହି ଟନେଲ ଦେଇ କାରଖାନା ଭିତରକୁ…

ମାଛ ମାର୍କେଟରେ ସାମାଜିକ ଦୂରତା ରଖୁନାହାନ୍ତି ଲୋକେ

ବନ୍ତ,୧୯।୪(ଡି.ଏନ୍‌.ଏ.)-କରୋନା ମହାମାରୀକୁ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକ ମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟରେ ସେହିଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଦେଖାଯାଉଛି। ଭଦ୍ରକ ଜିଲା ବନ୍ତ…

ସୁରକ୍ଷାକର୍ମୀଙ୍କୁ ଛୁରାମାଡ଼ କରି ଲୁଟ୍‌, ୨ ଗିରଫ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଏସାର ପେଟ୍ରୋଲ ପମ୍ପ ସମୁଖରେ ଥିବା ମହିନ୍ଦ୍ରା ଓାର୍କସପ୍‌ ଠାରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ଜଣେ ଘରୋଇ ସୁରକ୍ଷା କର୍ମୀଙ୍କୁ ଛୁରି ମାଡ କରି ଲୁଟ୍‌ କରିବା ଅଭିଯୋଗରେ ଯୋଡା…

ଦିଲ୍ଲୀରେ ସଙ୍କଟ: ନୂଆ ୧୮୬ କରୋନା ସଂକ୍ରମିତଙ୍କଠାରେ ନ ଥିଲା ପୂର୍ବରୁ କୌଣସି ଲକ୍ଷଣ

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହାରରେ କେତେକ ରାଜ୍ୟରେ ହ୍ରାସ ପରିଲକ୍ଷିତ ହେବାରେ ଲାଗିଛି। ତେବେ ଇତିମଧ୍ୟରେ ଦିଲ୍ଲୀରେ ନୂଆ ସଙ୍କଟ ଦେଖାଦେଇଛି। ଏଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri