ରାଧାନଗରରେ ଡକାୟତି: ୪୦ ଭରି ସୁନାଗହଣା, ଦେଢ଼ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୧୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳରେ କିଛିଦିନ ହେଲା ଘନଘନ ଚୋରି ଡକାୟତି ଘଟଣା ଲୋକଙ୍କ ନିଦ ହଜାଇ ଦେଇଛି। ଶନିବାର ବିଳମ୍ବିତ ରାତିରେ ଦିଗପହଣ୍ଡି ଥାନା ମଳାଭଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ ଜେ. ସରୋଜ କୁମାର…
କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ
ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ୍ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଅନେକ ବଦାନ୍ୟ ବ୍ୟକ୍ତି…
ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା
ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଲକ୍ଡାଉନର କଟକଣା ଉକ୍ତ ଅଞ୍ଚଳରେ ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ…
ଜାରି ହେଲା ଗାଇଡ୍ଲାଇନ୍: ସୋମବାରଠାରୁ ଅଫିସ ଆସିବେ ସମସ୍ତ ଗ୍ରୁପ୍ ‘ଏ’ ଅଧିକାରୀ, ୯ ଜିଲାରେ ରୋଷ୍ଟର ଭିତ୍ତିରେ କାମ କରିବେ ୩୩% କର୍ମଚାରୀ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ସୋମବାରଠାରୁ ଅଫିସ ଆସିବେ ସମସ୍ତ ଗ୍ରୁପ୍ ‘ଏ’ ଅଧିଚାରୀ। ଜିଲାପାଳ, ଉପଜିଲାପାଳ, ଆରଡିସି, ତହସିଲ, ଆର୍ଆଇ ଅଫିସ ସମସ୍ତ କର୍ମଚାରୀ ଆସିବେ। କେବଳ ୯ଟି ଜିଲାରେ ଗ୍ରୁପ୍ ‘ବି’, ‘ସି’, ‘ଡି’ରେ ୩୩% କର୍ମଚାରୀ ରୋଷ୍ଟର ଭିତ୍ତିରେ କାର୍ଯ୍ୟ କରିବେ।…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ…
ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଆୟୁର୍ବେଦ ଜୟପୁର ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି, ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ବିଭିନ୍ନ ଫଳ, ପନିପରିବା ଏବଂ ମସଲା ଜାତୀୟ ସାମଗ୍ରୀ ବେଶ୍ ଲାଭଦାୟକ। ଜାଣନ୍ତୁ ଏ ସମ୍ପର୍କରେ… ଭିଟାମିନ ସି’ ଯୁକ୍ତ…
ସୁସ୍ଥ ହେଲେ ଅହମଦାବାଦର ପ୍ରଥମ କରୋନା ସଂକ୍ରମିତ
ଅହମଦାବାଦ,୧୯।୪: ଗୁଜରାଟ ଅହମଦାବାଦର ନିଓମି ଶାହା ହେଉଛନ୍ତି ସେଠାକାର ପ୍ରଥମ କରୋନା ସଂକ୍ରମିତ। ହେଲେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ରବିବାର ଡିସଚାର୍ଜ ହୋଇଛନ୍ତି। ମାର୍ଚ୍ଚ ୧୭ରେ ନିଓମି କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଦୁଇଥର…
ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନ୍ମେଣ୍ଟ କଟକଣା: ବାଲେଶ୍ୱରର ୩ ଅଞ୍ଚଳ ସିଲ୍ କଲା ପ୍ରଶାସନ
ବାଲେଶ୍ୱର ଅଫିସ,୧୯।୪: ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ ବାଲେଶ୍ୱରର। ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ପକ୍ଷରୁ ମ୍ୟୁନିସିପାଲିଟି ଅଧୀନ ୨୭ ଏବଂ ୨୮ ନଂ ଓ୍ବାର୍ଡ ସହ ୨୯ନଂ ଓ୍ବାର୍ଡର ଆଶିଂକ ଅଞ୍ଚଳକୁ ୭ ଦିନ ପାଇଁ…
ସାମାଜିକ ଦୂରତା ନିୟମ ମାନୁନାହାନ୍ତି ଲୋକେ: ମାଛ ମାର୍କେଟରେ ଅସମ୍ଭବ ଭିଡ଼
ବନ୍ତ,୧୯ା୪(ଡି.ଏନ୍.ଏ.): କରୋନା ମହାମାରୀ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାଶ୍ୟକୀୟ ସାମଗ୍ରୀ କିଣିବା ସମୟରେ ପ୍ରବଳ ଗହଳି ଲାଗି ରହୁଥିବା ଦେଖିବାକୁ ମିଳୁଛି। ଭଦ୍ରକ ଜିଲା…
ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୯।୪: ଗୋଟିଏ ପଟେ କରୋନା ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍ଡାଉନର ଅବଧି ସରି ସରି ଆସୁଥିବା ବେଳେ ଅନ୍ୟପଟେ କିନ୍ତୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। ରବିବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି…
ଚାଷୀଙ୍କ ଉପରେ କରୋନା ଚଡ଼କ: ଜମିରେ ସଢୁଛି ପନିପରିବା
ଛତ୍ରପୁର,୧୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଚଡ଼କ ଚାଷୀ, ମୂଲିଆ ଓ କୃଷି ଶ୍ରମିକଙ୍କ ଉପରେ ଅଧିକ ପଡ଼ିଥିବା ଜଣାପଡ଼ିଛି। ଲକ୍ଡାଉନ୍ ଓ ପ୍ରତ୍ୟହ ୧୯ଘଣ୍ଟିଆ ସଟ୍ଡାଉନ ଯୋଗୁ ଗମନାଗମନରେ କଟକଣା ଲାଗିଛି। ଫଳରେ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ପନିପରିବା ବାହାରକୁ ରପ୍ତାନୀ…
ଆଶା ଦେଖାଇଛି ଅକ୍ସଫୋର୍ଡ ଟିକା
ନୂଆଦିଲ୍ଲୀ,୧୯।୪: କରୋନା ଭାଇରସ୍ରେ ସାରା ବିଶ୍ୱରେ ସାଢ଼େ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହୋଇଥିବାବେଳେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଏହି ମହାମାରୀଠାରୁ କିଭଳି ଜୀବନ ରକ୍ଷା କରାଯିବ ତାହାର ଉପଚାର ଖୋଜିବାରେ ବିଶ୍ୱର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ଏଭଳିସ୍ଥଳେ…
ଲକ୍ଡାଉନ ପରେ ଅନିଶ୍ଚିତତା
ନୂଆଦିଲ୍ଲୀ,୧୯।୪: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବା ପରେ ଏହାର ସଂକ୍ରମଣ ରୋକିବା ପାଇଁ ଗୋଟିଏ ପରେ ଗୋଟିଏ ଦେଶ କଠୋର ପଦକ୍ଷେପମାନ ଗ୍ରହଣ କରିଛନ୍ତି। ଏଥିସହିତ କୋଭିଡ୍-୧୯ ଚିକିତ୍ସା ଲାଗି ସ୍ବତନ୍ତ୍ର ହସ୍ପିଟାଲ ପ୍ରସ୍ତୁତ କରାଯାଇଛି। ଲକ୍ଡାଉନ ଭଳି…
Archives


