Home

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ ମୃତ୍ୟୁ ଘଟିଛି। ସେ ଏକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଲ୍ୟାବ ସହାୟକ ଭାବରେ…

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ମୃତ୍ୟୁ ଖବର ଜାଣିବା ପରେ ଅଞ୍ଚଳରେ ଏବଂ ଇକୋ ରିଟ୍ରିଟ ରେ ଶୋକର…

ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସ୍ବାଗତ ସମାରୋହ ଏବଂ ଉଚ୍ଚସ୍ତରୀୟ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାମ କାନରେ ଦେଖାଯାଇଥିବା…

ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ

ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି ପ୍ରମୁଖ ଖବରକାଗଜ, ପ୍ରଥମ ଆଲୋ ଏବଂ ଦି ଡେଲି ଷ୍ଟାରର କାର୍ଯ୍ୟାଳୟରେ ନିଆଁ ଲଗାଇ…

ପାକିସ୍ତାନକୁ ଧନ୍ୟବାଦ ଦେଲା ଆମରିକା, ଖୁସିରେ ଗଦଗଦ ହେଲେ ଶେହବାଜ

ଇସଲାମାବାଦ,୨୦।୧୨: ଗାଜାରେ ଯୁଦ୍ଧ ପରବର୍ତ୍ତୀ ସୁରକ୍ଷା ପ୍ରତିଷ୍ଠା ପାଇଁ ଆମେରିକାର ପ୍ରୟାସ ମଧ୍ୟରେ, ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ପ୍ରକାଶ ପାଇଛି। ପ୍ରସ୍ତାବିତ ଗାଜା ପାଇଁ ଅନ୍ତର୍ଜାତୀୟ ସ୍ଥିରୀକରଣ ବଳରେ ଯୋଗଦେବା ପାଇଁ ଆମେରିକା ପାକିସ୍ତାନକୁ ପ୍ରଶଂସା କରିଛି। ଆମେରିକାର…

ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଛୋଟ ଅଳେଇଚ, ଶରୀରରେ ହେବ…

ଅଳେଇଚ ରୋଷେଇ ଘରେ ବ୍ୟବହୃତ ଏକ ବିଶେଷ ମସଲା। ଯାହା କେବଳ ଖାଦ୍ୟର ସ୍ୱାଦ ବୃଦ୍ଧି କରେ ନାହିଁ ବରଂ ଅନେକ ସ୍ୱାସ୍ଥ୍ୟ ଲାଭ ମଧ୍ୟ ପ୍ରଦାନ କରେ। ଆୟୁର୍ବେଦରେ ଏହାକୁ ଔଷଧୀୟ ଗୁଣରେ ଭରପୂର ବୋଲି ବିବେଚନା କରାଯାଏ। ବିଶେଷକରି…

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର ଓଲଟି ପଡି ୫୦ରୁ ଉର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ହେଇଛନ୍ତି l ଖବର ପାଇ କୋଟପାଡ଼…

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି। ହେଲେ ଯାଜପୁର ଜିଲାର ଅନ୍ୟତମ ପର୍ଯ୍ୟଟନ କେନ୍ଦ୍ର ତଥା ବୌଦ୍ଧକୀର୍ତ୍ତିର ମୁଖଶାଳା ଉଦୟଗିରି, ରତ୍ନଗିରି,…

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ ପାଇଁ ତାଙ୍କ ସ୍ବାମୀଙ୍କୁ ଛାଡ଼ି ୨ ଲକ୍ଷ ଟଙ୍କା ନଗଦ ଏବଂ ସମସ୍ତ ଅଳଙ୍କାର…

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି ପଡିବାରୁ ଧାନ ପୁଞ୍ଜି (ଗଦା) ଜଳିଯାଇଛି । ୪ ଜଣ ଚାଷୀଙ୍କର ୩ ଲକ୍ଷ…

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ୬୯ ବର୍ଷ ବୟସରେ କୋଚିରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ସେ କୁନୁରର…

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ ୫୭୫ ରନରେ ସେମାନଙ୍କର ପ୍ରଥମ ଇନିଂସ ଘୋଷଣା କରିଛି। ଡେଭନ କନୱେ ଏବଂ ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?