ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ଜନଗଣନା ସ୍ଥଗିତ ରଖିବାକୁ ନିବେଦନ
ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଏପ୍ରିଲରେ ହେବାକୁ ଥିବା ଜନଗଣନା କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର…
କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ
ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍ ଚିକିତ୍ସା ପଦ୍ଧତି ନ ଥିବାରୁ ଏବେ ଏହା ସାରା ବିଶ୍ୱକୁ ତା’ କବଳକୁ ନେଇ ସାରିଛି। ଚାଇନାରୁ ଆରମ୍ଭ ହୋଇଥିବା…
ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି
ଲକ୍ଷ୍ନୌ,୨୦।୩: ଭାରତରେ ମହାମାରୀ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଏହି ମହାମାରୀ ଦେଶର ୧୯ଟି ରାଜ୍ୟରେ ବ୍ୟାପିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଆଉ ୪ଟି ନୂଆ କରୋନା…
ହସ୍ପିଟାଲକୁ ୫୦,୦୦୦ ମାସ୍କ ଦାନ କଲା ଏକ କମ୍ପାନି
ସ୍ବିଡେନ୍ର ସରକାରୀ ହସ୍ପିଟାଲ (ଗୋଥେନ୍ବର୍ଗସ୍ଥିତ ସାହଲଗ୍ରେନ୍ସ୍କା ବିଶ୍ୱବିଦ୍ୟାଳୟ)କୁ ଏକ ଆସବାବପତ୍ର କମ୍ପାନି ୫୦,୦୦୦ ମାସ୍କ ଦାନ କରିଛି। ବର୍ତ୍ତମାନ ସମୟରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଥିବା ବେଳେ ମାସ୍କ ଦାନ କରିବା ବେଶ୍ ପ୍ରଶଂସାଯୋଗ୍ୟ। ଏହା ଲୋକଙ୍କ ଦରକାରରେ କାମରେ…
୪୬୦ ଦିନରେ ଭାଙ୍ଗିଲା କମଲନାଥଙ୍କ ସରକାର
ଭୋପାଳ,୨୦।୩: ଯାହା ଆଶା କରାଯାଉଥିଲା ତାହାହିଁ ହେଲା। ମାତ୍ର ୧୫ ମାସ ଅର୍ଥାତ୍ ୪୬୦ ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ଭାଙ୍ଗିଗଲା କଂଗ୍ରେସ ଶାସିତ କମଲନାଥ ସରକାର। ଶୁକବାର ଫ୍ଲୋର ଟେଷ୍ଟ ପୂର୍ବରୁ କମଲନାଥ ଇସ୍ତଫା ଦେବେ ବୋଲି ଏକ ଖବରଦାତା ସମ୍ମିଳନୀରେ…
ଆଜି ନ୍ୟାୟ ହୋଇଛି: ମୋଦି
ନୂଆଦିଲ୍ଲୀ,୨୦।୩: ଦୀର୍ଘ ୭ବର୍ଷର ଅପେକ୍ଷାର ଅନ୍ତ ଘଟି ଶେଷରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ଜଣ ଦୋଷୀ ଅକ୍ଷୟ, ପଓ୍ବନ, ବିନୟ ଓ ମୁକେଶଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ଫାଶୀ…
‘ଇଶ୍କ ମୈ ଫିର୍ ମରଜାଓ୍ବା’ ପାଇଁ ୧୦ କେଜିର ଲେହେଙ୍ଗା ପିନ୍ଧି ସମୁଦ୍ରରେ ଶୁଟିଂ କଲେ ହେଲୀ
‘ୟେ ରିସ୍ତା ହୈ ଫ୍ୟାର କେ’ ଏବଂ ‘ଲାଲ ଇଶ୍କ’ପରି ଲୋକପ୍ରିୟ ଧାରାବାହିକରେ ଅଭିନୟ କରି ଘରେ ଘରେ ନିଜର ପରିଚୟ ସୃଷ୍ଟି କରିପାରିଥିବା ଚର୍ଚ୍ଚିତ ଅଭିନେତ୍ରୀ ହେଉଛନ୍ତି ହେଲୀ ଶାହ। ଖୁବ୍ଶୀଘ୍ର ହେଲୀଙ୍କୁ ଧାରାବାହିକ ‘ଇଶ୍କ ମୈ ମରଜାଓ୍ବା’ର ଦ୍ୱିତୀୟ…
ନିର୍ଭୟା ଦୋଷୀଙ୍କୁ ଫାଶୀ ମିଳିବା ପରେ ବଲିଉଡ୍ କଳାକାରଙ୍କ ପ୍ରତିକ୍ରିୟା
ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲରେ ଫାଶୀ ଦିଆଯାଇଛି। ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ଏହି…
୪୮ ଘଣ୍ଟାର ସଂଘର୍ଷ ପରେ ଜୀବନ ହାରିଲା ହାତୀ: ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ
ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଟାଙ୍ଗୀ ବନ ବିଭାଗ ରମ୍ଭାବିଲି ନିକଟ ବଘେଇପୁଟ ମୌଜାରୁ ବୁଧବାର ଅସୁସ୍ଥ ଅବସ୍ଥାରେ ଏକ ମାଈହାତୀକୁ ଉଦ୍ଧାର କରାଯାଇଥିଲା। ପ୍ରାୟ ୪୮ ଘଣ୍ଟାର ସଂଘର୍ଷ ପରେ ଗୁରୁବାର ବିଳମ୍ବିତ ରାତିରେ ତା’ର ମୃତ୍ୟୁ…
ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଛେଣ୍ଡିପଦା,୨୦।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ଗାଁ ଅନନ୍ତା ସାହିର ଏକ ପାଳଗଦା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ ଏଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ…
୩୨୮ ବର୍ଷ ପରେ ଇତିହାସର ପୁନରାବୃତ୍ତି: ଭଗବାନ୍ଙ୍କଠାରୁ ଭକ୍ତ ଅଲଗା
ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତ ଆସିଥାନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ନିଜ ମନର କଥା ଗୁହାରି କରିଥାନ୍ତି।…
ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତାଫା ଦେଇପାରନ୍ତି କମଲନାଥ
ଭୋପାଳ,୨୦।୩: ମଧ୍ୟପ୍ରଦେଶରେ ଚାଲିଥିବା ହାଇଭୋଲଟେଜ୍ ଡ୍ରାମା କେତେବେଳେ କେଉଁ ରୂପରେଖ ନେବ ସେନେଇ ସମସ୍ତଙ୍କ ନଜର ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର ଟେଷ୍ଟ ପାଇଁ କମଲନାଥଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳ ସମସ୍ତଙ୍କ ନଜର କମଲନାଥଙ୍କ ଉପରେ ରହିଛି।…
Archives


