Home

ଯୁକ୍ତ ୨ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆସନ୍ତା ୨୩ ତାରିଖରୁ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ…

ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ

ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ୨୦ତାରିଖ ପର୍ଯ୍ୟନ୍ତ ରହିଥିବାବେଳେ ଏବେ ତାହାକୁ ୨୭ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଛାତ୍ରୀଛାତ୍ରମାନେ ୨୭…

ଦେଶର ସମସ୍ତ ଝିଅଙ୍କୁ ମିଳିଛି ନ୍ୟାୟ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୦।୩: ‘ନିର୍ଭୟା’ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ଦୋଷୀଙ୍କୁ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଦିଆଯିବା ପରେ ନିର୍ଭୟାଙ୍କ ମା’ ଆଶା ଦେବୀ ନ୍ୟାୟପାଳିକା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ବିଳମ୍ବରେ ହେଉ ପଛେ ତାଙ୍କୁ ଏବଂ…

ଓଡ଼ିଶାରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)କୁ ୧୪ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ ଗୋଟିଏ କୋଭିଡ-୧୯ ପଜିଟିଭ ଥିବା ଜଣାପଡିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର…

ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍‌ଇ) ଓ ଦ୍ୱାଦଶ (ଆଇଏସ୍‌ସି) ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ…

ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ…

ବଜ୍ରପାତରେ ଭାଙ୍ଗିଲା ବିଷ୍ଣୁ ମନ୍ଦିର ଚୂଡ଼ା

ପାତ୍ରପୁର,୨୦ା୩ (ଡି.ଏନ୍‌.ଏ.) – ପାତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବୃଷ୍ଟି ହୋଇଛି। ବଣଶୋଳା ଗ୍ରାମ ବଡ଼ସାହିରେ ଥିବା ପାଣ୍ଡୁରଙ୍ଗା ବିଷ୍ଣୁ ମନ୍ଦିର ଉପରେ ବଜ୍ରପାତ ହେବାରୁ ମନ୍ଦିର ଚୂଡ଼ା ଭାଙ୍ଗି ତଳକୁ…

‘ନିର୍ଭୟା’ଙ୍କୁ ମିଳିଲା ନ୍ୟାୟ: ଫାଶୀଖୁଣ୍ଟରେ ଝୁଲିଲେ ୪ ଦୋଷୀ

ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂହଙ୍କୁ ତିହାର ଜେଲ୍‌ରେ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଖୁଣ୍ଟରେ…

ବସ୍‌ରେ ପାଣି, ହ୍ୟାଣ୍ଡୱାଶ୍‌ ବ୍ୟବସ୍ଥା ଉପରେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୩ – କରୋନା ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଘରୋଇ, ସରକାରୀ, ସିଟି ବସ୍‌ କର୍ତ୍ତୃପକ୍ଷ । କରୋନା ସଂକ୍ରମଣକୁ ରୋକିବାକୁ ନେଇ ରହିଥିବା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବସ୍‌ଗୁଡିକରେ ସଚେତନତାମୂଳକ ପଦକ୍ଷେପ ନେବା ଆରମ୍ଭ ହୋଇଛି…

ଫୁଲଚାଷ କରି ସ୍ବାବଲମ୍ବୀ ହେଉଛନ୍ତି ଗଞ୍ଜାମ ମହିଳା

ସନ୍ତୋଷ ପାଢୀ ଛତ୍ରପୁର,୨୦ା୩(ଡି.ଏନ୍‌.ଏ.) – ମହିଳା ସବୁ କ୍ଷେତ୍ରରେ ଆଗକୁ ଯାଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ଲାଗିଛନ୍ତି।  ଏପରିକି ପୁରୁଷଙ୍କୁ ମଧ୍ୟ କେତେକ କ୍ଷେତ୍ରରେ ପଛରେ ପକାଇ ଚର୍ଚ୍ଚାକୁ ଆସୁଛନ୍ତି। ଗଁ।ରେ ଥିବା ମହିଳାମାନେ ସଂଘ କରି ଏବେ…

ଏନ୍‌ଏଚ୍‌ରେ ଜଳୁନି ହାଇମାଷ୍ଟ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ୨୦ନମ୍ବର ଜାତୀୟରାଜପଥର ବିଭିନ୍ନ ସ୍ଥାନରେ ଥିବା ଓଭର ବ୍ରିଜ ଉପରେ ଓ ଜନଗହଳିପୂର୍ଣ୍ଣ ଛକ ରାସ୍ତା ଗୁଡ଼ିକରେ ଲୋକ ତଥା ଯାତାୟାତ କରୁଥିବା ଗାଡିଚାଳକଙ୍କ ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟରେ ଉଜ୍ଜ୍ୱଳ ଆଲୋକ (ହାଇମାଷ୍ଟ)…

କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିବେଦନ: ରବିବାର ଜନତା କର୍ଫ୍ୟୁ

ନୂଆଦିଲ୍ଲୀ,୨୦ା୩(ପି.ଟି.): ମହାମାରୀ କରୋନା ଭୂତାଣୁ ନେଇ ସୃଷ୍ଟ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୨ ତାରିଖ (ରବିବାର) ଦେଶରେ ଜନତା କର୍ଫ୍ୟୁ ପାଳନ କରିବା ଲାଗି ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଜନତା କର୍ଫ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri