Home

ବଜ୍ରପାତରେ ଭାଙ୍ଗିଲା ବିଷ୍ଣୁ ମନ୍ଦିର ଚୂଡ଼ା

ପାତ୍ରପୁର,୨୦ା୩ (ଡି.ଏନ୍‌.ଏ.) – ପାତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବୃଷ୍ଟି ହୋଇଛି। ବଣଶୋଳା ଗ୍ରାମ ବଡ଼ସାହିରେ ଥିବା ପାଣ୍ଡୁରଙ୍ଗା ବିଷ୍ଣୁ ମନ୍ଦିର ଉପରେ ବଜ୍ରପାତ ହେବାରୁ ମନ୍ଦିର ଚୂଡ଼ା ଭାଙ୍ଗି ତଳକୁ…

‘ନିର୍ଭୟା’ଙ୍କୁ ମିଳିଲା ନ୍ୟାୟ: ଫାଶୀଖୁଣ୍ଟରେ ଝୁଲିଲେ ୪ ଦୋଷୀ

ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂହଙ୍କୁ ତିହାର ଜେଲ୍‌ରେ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଖୁଣ୍ଟରେ…

ବସ୍‌ରେ ପାଣି, ହ୍ୟାଣ୍ଡୱାଶ୍‌ ବ୍ୟବସ୍ଥା ଉପରେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୩ – କରୋନା ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଘରୋଇ, ସରକାରୀ, ସିଟି ବସ୍‌ କର୍ତ୍ତୃପକ୍ଷ । କରୋନା ସଂକ୍ରମଣକୁ ରୋକିବାକୁ ନେଇ ରହିଥିବା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବସ୍‌ଗୁଡିକରେ ସଚେତନତାମୂଳକ ପଦକ୍ଷେପ ନେବା ଆରମ୍ଭ ହୋଇଛି…

ଫୁଲଚାଷ କରି ସ୍ବାବଲମ୍ବୀ ହେଉଛନ୍ତି ଗଞ୍ଜାମ ମହିଳା

ସନ୍ତୋଷ ପାଢୀ ଛତ୍ରପୁର,୨୦ା୩(ଡି.ଏନ୍‌.ଏ.) – ମହିଳା ସବୁ କ୍ଷେତ୍ରରେ ଆଗକୁ ଯାଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ଲାଗିଛନ୍ତି।  ଏପରିକି ପୁରୁଷଙ୍କୁ ମଧ୍ୟ କେତେକ କ୍ଷେତ୍ରରେ ପଛରେ ପକାଇ ଚର୍ଚ୍ଚାକୁ ଆସୁଛନ୍ତି। ଗଁ।ରେ ଥିବା ମହିଳାମାନେ ସଂଘ କରି ଏବେ…

ଏନ୍‌ଏଚ୍‌ରେ ଜଳୁନି ହାଇମାଷ୍ଟ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ୨୦ନମ୍ବର ଜାତୀୟରାଜପଥର ବିଭିନ୍ନ ସ୍ଥାନରେ ଥିବା ଓଭର ବ୍ରିଜ ଉପରେ ଓ ଜନଗହଳିପୂର୍ଣ୍ଣ ଛକ ରାସ୍ତା ଗୁଡ଼ିକରେ ଲୋକ ତଥା ଯାତାୟାତ କରୁଥିବା ଗାଡିଚାଳକଙ୍କ ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟରେ ଉଜ୍ଜ୍ୱଳ ଆଲୋକ (ହାଇମାଷ୍ଟ)…

କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିବେଦନ: ରବିବାର ଜନତା କର୍ଫ୍ୟୁ

ନୂଆଦିଲ୍ଲୀ,୨୦ା୩(ପି.ଟି.): ମହାମାରୀ କରୋନା ଭୂତାଣୁ ନେଇ ସୃଷ୍ଟ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୨ ତାରିଖ (ରବିବାର) ଦେଶରେ ଜନତା କର୍ଫ୍ୟୁ ପାଳନ କରିବା ଲାଗି ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଜନତା କର୍ଫ୍ୟୁ…

‘ପଖାଳ’ ପ୍ରତିଟି ଓଡ଼ିଆଙ୍କ ପସନ୍ଦ

ବାରିପଦା ଅଫିସ,୨୦ା୩ (ରଞ୍ଜନ କୁମାର ପଧାନ)- ରୋଷେଇ ଘରର ୪ କାନ୍ଥରେ ଅଟକି ଯାଇନି ପଖାଳ ଭାତ। ଓଡ଼ିଆ ଲୋକଙ୍କ ଅତି ଆପଣାର ପ୍ରିୟ ଖାଦ୍ୟ ପଖାଳ ବର୍ତ୍ତମାନ ବିଶ୍ୱ ଦରବାରରେ ପହଞ୍ଚି ସାରିଲାଣି। ବିଶ୍ୱର ବିଭିନ୍ନ ବଡ଼ ବଡ଼ ହୋଟେଲର…

ବିମାନ ଯାତ୍ରା ସମୟରେ ଏସବୁ ଖାଦ୍ୟପଦାର୍ଥ ପ୍ରତି ରହିଛି ପ୍ରତିବନ୍ଧକ

ସାଧାରଣତଃ ଲୋକେ ବସ୍‌, ଟ୍ରେନ୍‌ କିମ୍ବା ବିମାନରେ ଯାତ୍ରା କରିବା ସମୟରେ ସାଙ୍ଗରେ କିଛି ଖାଦ୍ୟପଦାର୍ଥ ନେଇଥାନ୍ତି। କାରଣ ଯାତ୍ରା ଯେପରି ବୋରିଂ ନ ହେବ। ମାତ୍ର ବିମାନରେ ଯାତ୍ରା କରିବା ସମୟରେ କିଛି ଖାଦ୍ୟ ପଦାର୍ଥ ସାଙ୍ଗରେ ନେବା ପାଇଁ…

ଡିଙ୍ଗିରି ଛତୁ ଦେଇଛି ଭିନ୍ନ ପରିଚୟ

ରୂପ୍‌ସା, ୨୦।୩ (ବାଞ୍ଛାନିଧି ଦେ)-ଆରମ୍ଭରୁ ଚାକିରି କରିବାକୁ ଇଚ୍ଛା ନ ଥିଲା। ନିଜେ କିଛି ବ୍ୟବସାୟ କରି ଅନ୍ୟଙ୍କୁ ରୋଜଗାର ଯୋଗାଇ ଦେବାର ଆଗ୍ରହ ଆଜି ସଫଳତାର ବାଟ ଦେଖାଇଛ। ଏଥିରେ ତାଙ୍କ ସ୍ତ୍ରୀଙ୍କ ଭୂମିକା ମଧ୍ୟ କମ୍‌ ଗୁରୁତ୍ୱପୂର୍ଣ୍ଣ ନୁହେଁ…

ଲାଗିଲା କଟକଣା, ପର୍ଯ୍ୟଟନସ୍ଥଳୀ ଶୂନଶାନ୍‌

ଭୋଗରାଇ, ୨୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ, ମନ୍ଦିର ଓ ହାଟବଜାର ଉପରେ କଟକଣା ଲାଗୁ କରିଛନ୍ତି। ଓଡ଼ିଶାର ଅନ୍ୟତମ ଶୈବପୀଠ ଚନ୍ଦନେଶ୍ୱର, ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୂଷଣ୍ଡେଶ୍ୱର,…

କାଉଣ୍ଟି ଖେଳିବେ ହନୁମା

ନୂଆଦିଲ୍ଲୀ, ୧୮।୩ (ପି.ଟି.)- ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମାରାତ୍ମକ କରୋନା ଭାଇରସ୍‌ ଲାଗି ପ୍ରାୟ ସମସ୍ତ ଖେଳ ବାତିଲ ହୋଇସାରିଛି। ଏହି ଅବସରରେ ଖେଳାଳିମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଭାରତୀୟ କ୍ରିକେଟର୍‌ ହନୁମା ବିହାରୀ ଆଗାମୀ ଗ୍ରୀଷ୍ମ…

ଭକ୍ତଙ୍କୁ ମନ୍ଦିର, ମସ୍‌ଜିଦ୍‌, ଗୀର୍ଜା ମନା: ଯଥାବିଧି ଚାଲିବ ନୀତିକାନ୍ତି

ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ମୁକାବିଳା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ, ଗୀର୍ଜା, ଗୁରୁଦ୍ୱାରକୁ ଭକ୍ତଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଏପ୍ରିଲ ୧ ତାରିଖ ଯାଏ ସବୁ ଧାର୍ମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri