Home

କରୋନା ଭାଇରସ୍‌କୁ ନଷ୍ଟ କରିବ ନୂଆ ମାସ୍କ

ନୂଆଦିଲ୍ଲୀ, ୧୮ା୪: କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ତା’ର କାୟା ମେଲାଇଛି। ଏହି ରୋଗ ନିୟନ୍ତ୍ରଣ ପାଇଁ ଔଷଧ ବାହାର କରିବାକୁ ସବୁ ଦେଶର ବିଶେଷଜ୍ଞମାନେ ଉଦ୍ୟମ ଜାରି ରଖିଛନ୍ତି। ତେବେ ଏ କ୍ଷେତ୍ରରେ ଏକ ସଫଳତା ହାସଲ କରିଛନ୍ତି…

ଏସଆଇଙ୍କ ମଣିଷପଣିଆ: ବୃଦ୍ଧାଙ୍କୁ ବୁଝାଇସୁଝାଇ ଖୁଆଇଲେ

ମଣିଷପଣିଆ ଦେଖାଇବାକୁ ଟଙ୍କା, ପଇସା ଦରକାର ନାହିଁ । ଏହାକୁ ବିନା ମୂଲ୍ୟରେ ବି ଖର୍ଚ୍ଚ କରାଯାଇ ପାରେ । ଆଉ ଯିଏ ନିଜର ମଣିଷପଣିଆକୁ ଖୁସିରେ ଖର୍ଚ୍ଚ କରି ଶିଖିଛି, ସେ ହେଉଛି ପ୍ରକୃତ ମଣିଷ । ଅନ୍ୟକୁ ଟିକେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଲା କଳାହାଣ୍ଡି ଶିକ୍ଷା ବିଭାଗ

ଭବାନୀପାଟଣା,୧୮।୪ (ସ୍ବ.ପ୍ର.): କୋଭିଡ-୧୯ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଛି କଳାହାଣ୍ଡି ଜିଲା ଶିକ୍ଷା ବିଭାଗ। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ଜିଲା ଶିକ୍ଷାଧିକାରୀ ସୁଶାନ୍ତ ଚୋପଦାର ସମୁଦାୟ ୭୭ ଲକ୍ଷ ୪୧ ହଜାର ୫୮ ଟଙ୍କାର…

ବରଗଡ଼ସ୍ଥିତ କୋଭିଡ-୧୯ ହସ୍ପିଟାଲ ପରିଦର୍ଶନ କଲେ ୫ଟି ସଚିବ

ବରଗଡ଼ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କୋଭିଡ-୧୯ ହସପିଟାଲ ସ୍ଥାପନ କରାଯାଇଛି। ଏହି କ୍ରମରେ ବରଗଡ଼ ସହର ଉପକଣ୍ଠ ଖେଦାପାଲି (ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଏକ କୋଭିଡ-୧୯ ହସ୍ପିଟାଲ ସ୍ଥାପିତ ହୋଇଛି। ଏହା…

ମାସ୍କ ବାଣ୍ଟିଲା ଜାବ

ବରଗଡ଼ ଅଫିସ,୧୮।୪: କରୋନା (କୋଭିଡ-୧୯) ଭୂତାଣୁ ପ୍ରତିହତ କରିବା ପାଇଁ ମୁହଁରେ ମାସ୍କ, ରୁମାଲ କିମ୍ବା ଗାମୁଛା ବାନ୍ଧିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏପରିକି ଘରୁ ବାହାରି ସମୟରେ ମାସ୍କ ପିନ୍ଧି ନ ଥିଲେ ଜରିିମାନା ମଧ୍ୟ…

କରୋନା ସଂକ୍ରମଣ: ରାସ୍ତାରେ ପଡ଼ିଥିବା ୫୦୦ ଟଙ୍କିଆ ନୋଟ୍‌କୁ ବି ଛୁଇଁଲେନି ଲୋକେ !

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲୋକେ ରାସ୍ତାଘାଟରେ ପଡ଼ିଥିବା କୌଣସି ସନ୍ଦିଗ୍ଧ ବସ୍ତୁକୁ ଛୁଇଁବାକୁ ମଧ୍ୟ ଚାହୁଁ ନାହାଁନ୍ତି। ଦିଲ୍ଲୀର ସେଣ୍ଟ୍‌ ଲରେନ୍ସ୍‌ ରୋଡ୍‌ରେ ରାସ୍ତା କଡ଼ରେ ବହୁ ଗୁଡ଼ିଏ ୫୦୦ ଟଙ୍କିଆ ନୋଟ୍‌ ପଡ଼ିଥିଲା।…

ବେଆଇନ ଚୋରା ବାଲି ଚାଲାଣ ବେଳେ ୨ ଟ୍ରାକ୍ଟର ଜବତ

ପାଟଣା,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ରାଜନଗର ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ବୈତରଣୀ ନଦୀର ରାଇକଳା ବାଲି ଘାଟରୁ ୨ଟି ଟ୍ରାକ୍ଟର ଜବତ ହୋଇଛି। ବେଆଇନ ଚୋରା ଚାଲାଣ ହେଉଥିବା ବେଳେ ଶନିବାର ତୁରୁମୁଙ୍ଗା ପୋଲିସ ୨ଟି ବାଲି ବୋଝେଇ ଟ୍ରାକ୍ଟରକୁ…

ଭାରତୀୟ ନୌସେନାର ୨୧ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସ ସବୁଠି ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତୀୟ ନୌସେନା ବି ଏଥିରୁ ବର୍ତ୍ତି ପାରିନାହିଁ। ସୂଚନା ଅନୁଯାୟୀ, ଭାରତୀୟ ନୌସେନାର ୨୫ଜଣଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୨୧ଜଣ ପଜିଟିଭ ଥିବା…

ଓଡ଼ିଶା ପାଇଁ ଆଶ୍ୱସ୍ତି: ୩ଦିନ ଧରି ପରୀକ୍ଷା ହୋଇଥିବା ସବୁ ନମୁନା ନେଗେଟିଭ୍‌

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ନେଇ ରାଜ୍ୟବାସୀଙ୍କ ପାଇଁ ଏକ ଖୁସି ଖବର। ସାରା ବିଶ୍ୱରେ ତଥା ଦେଶରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଓଡ଼ିଶାରେ ଏଥିରୁ ଆଶ୍ୱସ୍ତି ମିଳିଛି। ଗତ ୩ଦିନରେ ରାଜ୍ୟରେ ଜଣେ ବି କରୋନା…

ସନ୍ଧ୍ୟାରେ ଟିଫିନ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବାଣ୍ଟୁଛି ରୋଟାରୀ ମିଡ୍‌ଟାଉନ

ଭଦ୍ରକ ଅଫିସ,୧୮।୪: ଭଦ୍ରକରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଳା ରୋଟାରୀ ମିଡ୍‌ଟାଉନ। ଅସହାୟ ଲୋକଙ୍କ ପାଇଁ ରୋଟାରୀ ମିଡ୍‌ଟାଉନ ପକ୍ଷରୁ ସନ୍ଧ୍ୟାରେ ବିଭିନ୍ନ ପ୍ରକାରର ଟିଫିନ ଓ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି। ମିଡ୍‌ଟାଉନ ସଭାପତି ତଥା ଆଇନଜୀବୀ…

ଭାରତରେ କରୋନା ସଂକ୍ରମଣ ତାଲିକା: ମହାରାଷ୍ଟ୍ର ପଛକୁ ଦିଲ୍ଲୀ

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୪, ୩୭୮ରେ ପହଞ୍ଚିଛି। ସଂକ୍ରମିତଙ୍କ ତାଲିକାରେ ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର ଆଗରେ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୩ ,୦୦୦…

ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍‌ସ୍ପଟ୍‌ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୩ଟି ଜୋନ୍‌ରେ ୧୩ଟି ଟିମ୍‌ ଗଠନ ହୋଇଛି। ପ୍ରତ୍ୟେକ ଟିମ୍‌ରେ ଡାକ୍ତର, ଶିକ୍ଷକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri