Home

ଚିନ୍ତାରେ ଡାକ୍ତର: ସୁସ୍ଥ ହେବା ପରେ ବି ପୁଣିଥରେ କରୋନାରେ ଆକ୍ରାନ୍ତ ହେଉଛନ୍ତି ଲୋକେ !

ରୋମ,୧୯।୩: ଚାଇନା ପରେ ଏବେ ଇଟାଲିରେ କରୋନା ସଂକ୍ରମଣରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩୫୭୧୩। ସେହିପରି ଇଟାଲିରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ପାର କରିଗଲାଣି। ଏହାକୁ ଦେଖି ଏବେ…

ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ ପଟ୍ଟନାୟକ। ଚିତ୍ରଟିର ଟାଇଟଲ ରହିଛି ‘ଶହୀଦ ରଘୁ ସର୍ଦ୍ଦାର। ଏପରି ଏକ ଐତିହାସିକ…

ଆମେରିକାର ୨ ସାଂସଦ କରୋନା ଭାଇରସରେ ପୀଡ଼ିତ

ଓ୍ବାଶିଂଟନ,୧୯।୩: ଆମେରିକା କଂଗ୍ରେସର ମାରିଓ ଡିଆଜ ବାଲାର୍ଟ ଓ ବେନ୍‌ ମ୍ୟାକଆଦମ୍ସ ନାମକୁ ୨ଜଣ ସାଂସଦ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ସେମାନେ କରୋନା ପଜିଟିଭ। ଗତ ଶନିବାର ସେମାନେ କରୋନାର ଲକ୍ଷଣ ଜାଣିପାରିବା ପରେ ଏହାର ଟେଷ୍ଟ କରାଇଥିଲେ।…

ଆମେରିକାରେ କରୋନା ମୁକାବିଲା: ୮୫% ବ୍ୟବହାର କରୁଛନ୍ତି ସାନିଟାଇଜର; ୫୦%ଙ୍କର ପ୍ରାର୍ଥନା ଉପରେ ବିଶ୍ୱାସ !

ଓ୍ବାଶିଂଟନ,୧୯।୩: କରୋନା ସଂକ୍ରମଣ ଆତଙ୍କରେ ଆମେରିକା ଲୋକେ ଭୟଭୀତ ହେବାରେ ଲାଗିଛନ୍ତି। ତେବେ ବି ସରକାରଙ୍କ ସହିତ ଲୋକେ ମିଳିତ ଭାବେ ଏହାର ମୁକାବିଲା ଲାଗି ଅଣ୍ଟା ଭିଡ଼ିଛନ୍ତି। ତେବେ ଏଠାରେ କେବଳ ୭ ପ୍ରତିଶତ ଲୋକ ମାସ୍କ୍‌ ବ୍ୟବହାର କରୁଥିବା…

୧୦ ହଜାର କଏଦୀଙ୍କ ଦଣ୍ଡ କୋହଳ କରିବ ଇରାନ

ତେହେରାନ,୧୯।୩: କରୋନା ଭାଇରସରେ ସର୍ବାଧିକ ଆକ୍ରାନ୍ତ ଦେଶମାନଙ୍କ ମଧ୍ୟରେ ଇରାନର ସ୍ଥାନ ଆସୁଛି ତୃତୀୟରେ। ଏଠାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୭୩୬୧ ହୋଇଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୨ଶହ ନୂଆ…

କୁକୁରର ମସ୍ତି: ଭିଡିଓ ଭାଇରାଲ, ଦେଖିଲେ ମିଳୁଛି ମାନସିକ ଶାନ୍ତି

ବର୍ତ୍ତମାନ ପତ୍ରଝଡ଼ା ଋତୁ ଚାଲିଥିବାରୁ ପତ୍ର ଝଡ଼ି ସ୍ଥାନେ ସ୍ଥାନେ ପାହାଡ଼ ପରି ଜମା ହୋଇଥିବା ଦେଖିବାକୁ ମିଳିଛି। ଏହି ପତ୍ରଗଦାରେ ଏକ କୁକୁର ଖୁବ୍‌ ମସ୍ତି କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟିକୁ ୟୁଜର ଖୁବ୍‌ ପସନ୍ଦ…

ଫାଶୀ ଦେଲେ ସମାଜ କେବେ ବି ହେବନି ଅପରାଧ ମୁକ୍ତ: ପୂର୍ବତନ ବିଚାରପତି କୁରିଏନ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫାଶୀଦଣ୍ଡ ନେଇ ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି କୁରିଏନ ଯୋଶେଫ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କୁରିଏନ କହିଛନ୍ତି ଯେ, ଅପରାଧୀଙ୍କୁ ଫାଶୀଦଣ୍ଡ ଦେଲେ ସମାଜ କେବେ ବି ଅପରାଧ…

ଅପେରା ହାଲଚାଲ ରାତିତମାମ କାନ୍ଦିଥିଲେ ମୁନ୍ନା

ଅପେରା ଜଗତର ଆଗଧାଡିର ଅନ୍ୟତମ ନାୟକ ମୁନା। ଦୀର୍ଘ ୧୪ବର୍ଷ ଧରି ସେ ଅଭିନୟ ଜାରି ରଖିଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ନମିତାଙ୍କ ସହ ସେ ଏବେ ଧଉଳି ଗଣନାଟ୍ୟରେ ନିଜର ଆକ୍ଟିଂ କ୍ୟରିୟର ଜାରି ରଖିଛନ୍ତି। ଅଭିନୟ ଜୀବନର ଏକ…

ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍‌ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮ କୋଟି…

ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା ମୋ ପରିବାର’: ପଞ୍ଜାବରୁ ଫେରିଲେ ଫସି ରହିଥିବା ୬୯ ଓଡ଼ିଆ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପଞ୍ଜାବର ଭଟିଣ୍ଡାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଫସି ରହିଥିବା ଓଡ଼ିଆ ଛାତ୍ରୀଛାତ୍ରମାନେ ‘ଓଡ଼ିଶା ମୋ ପରିବାର’ ସହାୟତାରେ ଓଡ଼ିଶା ଫେରିଛନ୍ତି। ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ତାଙ୍କ ନିର୍ବାଚନମଣ୍ଡଳୀର ୫ଜଣ…

କରୋନା ପାଇଁ ବୋନସ୍‌

ନ୍ୟୁୟର୍କ: କରୋନାରୁ ରକ୍ଷାପାଇବା ପାଇଁ ଘରେ କାମ କଲେ ମିଳିବ ବୋନସ୍‌ । ବିଭିନ୍ନ ଦେଶରେ ଏବେ କେତେକ କମ୍ପାନୀ ଏପରି ଅଫର ଦେଉଛନ୍ତି। ଏବେ ଏମିତି ଏକ ଅଫର ଦେଇଛି ଫେସ୍‌ବୁକ୍‌ । ଘରେ କାମ କରିବାରେ ଯେଉଁ କର୍ମଚାରୀମାନେ…

କରୋନା ସଂକ୍ରମଣ ପ୍ରତିହତ ଲାଗି ଡବେରୀରେ ଗାଡ଼ିମୋଟର ଯାଞ୍ଚ

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ମିଳିତ ଭାବେ ଡବେରୀଠାରେ ବ୍ଲକିଂ କରି କଡ଼ାକଡ଼ି ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଉଛି। ରାଜ୍ୟ ବାହାରୁ ବିଶେଷକରି ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଥିବା ବେଳେ ଏବେ ତାହା ବନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri