ରେଷ୍ଟୁରାଣ୍ଟ ବ୍ୟବସାୟକୁ କରୋନା ମାଡ଼
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନା ଏବେ ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବାବେଳେ ଓଡ଼ିଶାରେ ମଧ୍ୟ ଏହାର ଗୁରୁତର ପ୍ରଭାବ ପଡ଼ିଛି। କରୋନା ପାଇଁ ଶିଳ୍ପ ଓ ବ୍ୟବସାୟ ପ୍ରତିଷ୍ଠାନ କ୍ଷତିଗ୍ରସ୍ତ ହୋଇଛି। ରେଷ୍ଟୁରାଣ୍ଟରୁ ଆରମ୍ଭକରି ଜିମ୍ ପର୍ଯ୍ୟନ୍ତ ସବୁକିଛି ଏବେ ଫାଙ୍କା…
ଗହଳି କମାଇବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଲା ବିଏମ୍ସି
ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରେନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନିଜ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ଘରୋଇ ବ୍ୟାଙ୍କ ପାଇଁ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବ୍ୟାଙ୍କରେ ଗହଳି କମାଇବା, ପ୍ରବେଶ…
ମାସେ ପର୍ଯ୍ୟନ୍ତ ଜନଆନ୍ଦୋଳନ କରିବନି ଭାଜପା
ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଲାଗି ବିଧାନସଭା ବନ୍ଦ ହେବାକୁ ବିରୋଧ କରୁଥିବା ଭାଜପା ଏବେ ଏହି ମହାମାରୀ ରୋଗକୁ ଦୃଷ୍ଟିରେ ରଖି ଦଳର ସବୁ କାର୍ଯ୍ୟକ୍ରମ ଆସନ୍ତା ଏକ ମାସ ପର୍ଯ୍ୟନ୍ତ ବନ୍ଦ କରିବାକୁ ଘୋଷଣା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଭଡ଼ାଟିଆଙ୍କୁ ବିଦା କରିପାରିବେନି ଘର ମାଲିକ
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଭୁବନେଶ୍ୱରରୁ ଓଡ଼ିଶାର ପ୍ରଥମ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା ପରଠାରୁ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ଏଥିସହ ସରକାରୀ ସ୍ତରରେ କଟକଣା ଓ ସଚେତନତାକୁ ତ୍ୱରାନ୍ବିତ କରାଯାଇଛି। କେତେକ ଶିକ୍ଷାନୁଷ୍ଠାନ ହଷ୍ଟେଲକୁ ମଧ୍ୟ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…
କରୋନା ଭୟରେ ପୋଷା ଜନ୍ତୁଙ୍କୁ ପରିତ୍ୟାଗ ନ କରିବାକୁ ପରାମର୍ଶ
ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ଭୟରେ ରାଜ୍ୟରେ କିଛି ଲୋକ ନିଜ ପୋଷା ତଥା ଗୃହପାଳିତ ଜୀବଜନ୍ତୁଙ୍କୁ ଘରୁ ବାହାର କରିଦେଉଛନ୍ତି। ଏହି ନିରୀହ ପଶୁମାନେ ଖାଦ୍ୟ, ପାନୀୟ ଓ ଆଶ୍ରୟ ଠିକ୍ ଭାବରେ ପାଉନାହାନ୍ତି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ…
ହୋମ୍ କ୍ୱାରାଣ୍ଟାଇନ୍ ସହ ମହାପ୍ରଭୁଙ୍କ ଅଣସରକୁ ତୁଳନା କଲେ ବାଗ୍ଚୀ
ଭୁବନେଶ୍ୱର, ୧୯।୩ (ବ୍ୟୁରୋ): ଯେଉଁମାନେ ବିଦେଶରୁ ଆସିଛନ୍ତି ସେମାନେ ୧୪ ଦିନ କ୍ୱାରାଣ୍ଟାଇନରେ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଏବେ ଅନେକ ବିଦେଶ ଫେରନ୍ତାଙ୍କ ଚିନ୍ତା ବଢ଼ଛି। ଭାରତରେ ବିଭିନ୍ନ ସହରରେ ଦେଖାଯାଇଛି ଯେ, କ୍ୱାରାଣ୍ଟାଇନରେ ଥିବା ସନ୍ଦିଗ୍ଧ…
ସୋସିଆଲ୍ ମିଡ଼ିଆରେ ଛାତ୍ରୀଛାତ୍ରଙ୍କୁ ଦିଆଯିବ ହୋମ୍ ଓ୍ବାର୍କ
ଅହମଦାବାଦ୍, ୧୯।୩: ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେବେ ଗୁଜରାଟରେ ଶିକ୍ଷା ବିଭାଗ ସରକାରୀ ସ୍କୁଲ ଶିକ୍ଷକଙ୍କୁ ପିଲାଙ୍କ ଘର…
ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ କରିବାକୁ ଓଏଫ୍ଡିସିର ନିର୍ଦ୍ଦେଶ
ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ସିନେମା ହଲ୍ଗୁଡିକୁ ବନ୍ଦ କରି ଦିଆଯାଇଛି। ଏହାସହିତ ଫିଲ୍ମ ଶୁଟିଂକୁ ମଧ୍ୟ ବାରଣ କରାଯାଇଛି। ପୂର୍ବରୁ ଇଣ୍ଡିଆନ୍ ମୋଶନ ପିକ୍ଚର ପ୍ରଡ୍ୟୁସର୍ସ ଆସୋସିଏସନ୍(ଆଇଏମ୍ପିପିଏ) ବୈଠକରେ ୧୯ ତାରିଖରୁ…
ଜିମ୍ ବନ୍ଦ ହେବାରୁ ରାସ୍ତା ଉପରେ ବ୍ୟାୟାମ କଲେ ଲୋକେ
ମୁମ୍ବାଇ,୧୯।୩: ସବୁଆଡେ କରୋନା ଭାଇରସ ଭୟ। ଦିନକୁ ଦିନ ଏହା ବଢି ଚାଲି ଥିବାରୁ ଏହାକୁ ରୋକିବାକୁ ଯାଇ ସରକାର ବିଭିନ୍ନ ପ୍ରକାର କଟକଣା ଜାରି କରିଛନ୍ତି। ଦେଶର ଅଧିକାଂଶ ରାଜ୍ୟରେ ଶିକ୍ଷାନୁଷ୍ଠାନ, ଜିମ୍, ସିନେମା ହଲ୍, ମଲ୍ ଆଦି ବନ୍ଦ…
କରୋନା ଗୀତକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ପ୍ରାଣଘାତୀ କରୋନା ଭୂତାଣୁକୁ ନେଇ ଲୋକ ଆତଙ୍କିତ ଅବସ୍ଥାରେ ଥିବାବେଳେ ଏକ ମ୍ୟୁଜିକ କମ୍ପାନୀ କରୋନା ଭାଇରସକୁ ଝିଅ ସହ ତୁଳନା କରି ଗୀତ ପ୍ରସ୍ତୁତ କରି ଏହାକୁ ମନୋରଞ୍ଜନ ଭାବେ ବ୍ୟବହାର କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି…
ତନୁଶ୍ରୀ ଦତ୍ତଙ୍କୁ ପୂରିଲା ୩୬: ଇମରାନ୍ ହାସମୀଙ୍କ ସହିତ ଲିପ୍ଲକ୍ ନେଇ ବଲିଉଡ୍ରେ ହୋଇଥିଲା ଚର୍ଚ୍ଚା…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଗୁରୁବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମାର୍ଚ୍ଚ ୧୯ରେ ଜାମ୍ସେଦ୍ପୁରଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନେତା ଇମରାନ୍ ହାସମୀଙ୍କ ସହିତ ଫିଲ୍ମ ‘ଆସିକି ବନାୟା ଆପନେ’ରେ ଲିପ୍ଲକ୍ ସହିତ ଅନ୍ତରଙ୍ଗ ସିନ୍ ଦେଇ…
ଭେସେଲ୍ରେ ଯିବେ ଏକ ତୃତୀୟାଂଶ ଯାତ୍ରୀ
ପୁରୀ ଅଫିସ,୧୯।୩: ଦିନକୁ ଦିନ ଆମ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଓଡ଼ିଶାରେ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏହି ପ୍ରାଣଘାତୀ ଭାଇରସ୍ ପାଇଁ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ…
Archives


