Home

କରୋନା ସନ୍ଦିଗ୍ଧଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୯ା୩(ପି.ଟି.): ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସନ୍ଦିଗ୍ଧ ବୁଧବାର ଏହାର ସପ୍ତମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବିମାନବନ୍ଦର କର୍ତ୍ତୃପକ୍ଷ ତାଙ୍କୁ ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଇବାର କିଛି ସମୟ ପରେ ସେ ଏଭଳି ପଦକ୍ଷେପ…

ଗବେଷଣାଗାର ନୁହେଁ, ପ୍ରକୃତି ଦେଇଛି କରୋନା: ଗବେଷକଙ୍କ ମତ

ଲସ୍‌ ଏଞ୍ଜେଲ୍ସ,୧୯ା୩ : କୋଭିଡ-୧୯ ମହାମାରୀ ସୃଷ୍ଟି କରିଥିବା କରୋନା ଭୂତାଣୁ କୌଣସି ଗବେଷଣାଗାରରେ ସୃଷ୍ଟି ହୋଇନାହିଁ, ଏହା ପ୍ରାକୃତିକ ବିବର୍ତ୍ତନର ଫଳ ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ଲାବ୍‌ରେ ଏହି ଭୂତାଣୁ ସୃଷ୍ଟି ହୋଇଥିବା ନେଇ ଗୁଜବ ଓ କଳ୍ପନାଜଳ୍ପନା…

କୋଭିଡ୍‌-୧୯ ମାନବ ଜାତିର ଶତ୍ରୁ: ଡବ୍ଲ୍ୟୁଏଚ୍‌ଓ

ଜେନେଭା/ବର୍ଲିନ,୧୯ା୩ (ଏଏଫ୍‌ପି): କାରୋନା ଭୂତାଣୁ ସାରା ମାନବ ଜାତିର ଶତ୍ରୁ ବୋଲି କହିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମୁଖ୍ୟ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ୍‌। ତେଣୁ ଏହା ବିରୋଧରେ ଲଢ଼େଇ ଲାଗି ସମସ୍ତେ ଏକାଠି ହେବାର ସମୟ ଆସିଛି। ବୁଧବାର ଏକ…

କରୋନା ଆତଙ୍କ: ମାସ୍କ ତିଆରି କରୁଛନ୍ତି ଏସ୍‌ଏଚ୍‌ଜି ମହିଳା

ଜୟପୁର, ୧୯।୩ (ନି.ପ୍ର.): ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହାଠାରୁ ବଞ୍ଚିବାକୁ ହେଲେ ସଚେତନ ଓ ସତର୍କତା ଅବଲମ୍ବନ ପାଇଁ ସରକାର ଘୋଷଣା କରିଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏକାଠି ନ ବୁଲିବା, ଲୋକଙ୍କ ସଂସ୍ପର୍ଶରେ ନ ଆସିବାକୁ ସଚେତନ…

୮୦୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା: ଏସିଆଠାରୁ ୟୁରୋପରେ ଅଧିକ

ନୂଆଦିଲ୍ଲୀ/ପ୍ୟାରିସ,୧୯ା୩: ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୁଧବାର ୮୦୦୦ ଅତିକ୍ରମ କରିଛି। ଓ୍ବାଲେର୍‌ଡାମିଟର୍ସ ଡଟ୍‌ ଇନ୍‌ଫୋ ଅନୁଯାୟୀ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୪ ହଜାର ୬୬୯ ହୋଇଥିବାବେଳେ ଏହି ରୋଗରେ ୮,୨୭୦ ଜଣ ପ୍ରାଣ ହରାଇଲେଣି।…

ମାସ୍କ, ଗ୍ଲୋଭ୍‌ ଆବଶ୍ୟକ ନାହିଁ: ବିଶେଷଜ୍ଞ

ପ୍ୟାରିସ,୧୯ା୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ମାସ୍କ ଓ ଗ୍ଲୋଭ୍‌ର କୌଣସି ଆବଶ୍ୟକତା ନାହିଁ। ବହୁସଂଖ୍ୟାରେ ଲୋକେ ମାସ୍କ ପିନ୍ଧିବା ଅନାବଶ୍ୟକ। ସଂକ୍ରମଣ ରୋକିବାରେ ଏହାର କିଛି ପ୍ରଭାବ ନାହିଁ। ବରଂ ଏହା ସଂକ୍ରମଣକୁ ଦ୍ରୁତତର କରାଇପାରେ ବୋଲି…

ଦେଶରେ ୧୫୧, ବିଦେଶରେ ୨୭୬ ଭାରତୀୟଙ୍କୁ କରୋନା

ନୂଆଦିଲ୍ଲୀ, ୧୯।୩ : ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ସନ୍ଧ୍ୟା ସୁଦ୍ଧା ୧୫୧କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏମାନଙ୍କ ସଂସ୍ପଶର୍ର୍ରେ ଆସିଥିବା ୫,୭୦୦ ବ୍ୟକ୍ତିଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ଦିଲ୍ଲୀରେ ଅଦ୍ୟାବଧି ଜଣେ ବିଦେଶୀଙ୍କୁ ମିଶାଇ…

ଦିଗ୍‌ବିଜୟଙ୍କ ପିଟିଶନ ଖାରଜ

ବେଙ୍ଗାଲୁରୁ,୧୯ା୩: ବେଙ୍ଗାଲୁରୁରେ ଥିବା ମଧ୍ୟପ୍ରଦେଶର ବିଦ୍ରୋହୀ କଂଗ୍ରେସ ବିଧାୟକମାନଙ୍କୁ ଭେଟିବା ଲାଗି ଅନୁମତି ଦେବାକୁ ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ଆବେଦନକୁ କର୍ନାଟକ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଇସ୍ତଫା ଦେଇଥିବା ୨୨ ବିଧାୟକ ବେଙ୍ଗାଲୁରୁର ଏକ ରିସର୍ଟରେ ରହିଥିବାବେଳେ ସେମାନଙ୍କୁ ଭେଟିବା…

‘ବିଦ୍ରୋହୀ ବିଧାୟକଙ୍କୁ ଅଟକ ରଖାଯାଇପାରିବନି’

ନୂଆଦିଲ୍ଲୀ,୧୯ା୩(ପି.ଟି.): ମଧ୍ୟପ୍ରଦେଶରେ ରାଜନୈତିକ ଅଚଳାବସ୍ଥା ଲାଗି ରହିଥିବାବେଳେ ବିଦ୍ରୋହୀ ୧୬ ବିଧାୟକଙ୍କୁ ଚାମ୍ବରରେ ହାଜର ପାଇ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଇସ୍ତଫା ଦେଇଥିବା ବିଧାୟକମାନେ ବିଧାନସଭାରେ ଯୋଗ ଦିଅନ୍ତୁ କି ନ ଦିଅନ୍ତୁ, ସେମାନଙ୍କୁ ଆବଦ୍ଧ କରି ରଖାଯାଇ ପାରିବ ନାହିଁ…

ଗ୍ରାମାଞ୍ଚଳରେ ସଚେତନତା ଜୋର୍‌ଦାର କରିବାକୁ ପରାମର୍ଶ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଜୋର୍‌ଦାର ପ୍ରୟାସ ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ସରକାରୀ ଏବଂ ଘରୋଇ ସଂସ୍ଥା ମଧ୍ୟ ବନ୍ଦ କରାଗଲାଣି। ଏଭଳି ସ୍ଥିତିରେ ଜିଲା ଏବଂ ଗ୍ରାମାଞ୍ଚଳରେ ଅଧିକ ସଚେତନତା ଲାଗି ସରକାର…

ଦିନକ ପରେ ନିର୍ଭୟା ଦୋଷୀଙ୍କୁ ଫାଶୀ

ନୂଆଦିଲ୍ଲୀ/ଔରଙ୍ଗାବାଦ,୧୯ା୩: ଦିନକ ପରେ ଅର୍ଥାତ୍‌ ଶୁକ୍ରବାର ସକାଳ ୫ଟା ୩୦ରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଫାଶୀଖୁଣ୍ଟରେ ଝୁଲାଯିବ। ଏଥିପାଇଁ ତିହାର ଜେଲ ଅଫିସରମାନଙ୍କର ଏକ ଟିମ୍‌ ମଙ୍ଗଳବାର ମିରଟ ଯାଇ ଘାତକ ପବନ ଜହ୍ଲାଦଙ୍କୁ ଭେଟିଥିଲେ।…

କ୍ଷମତା ପାଇଁ ରିସର୍ଟ ରାଜନୀତି: କର୍ନାଟକ ପାଲଟିଛି ରାଜନୈତିକ ପର୍ଯ୍ୟଟନସ୍ଥଳୀ

ବେଙ୍ଗାଲୁରୁ,୧୯ା୩: ମଧ୍ୟପ୍ରଦେଶ କଂଗ୍ରେସର ବିଦ୍ରୋହୀ ବିଧାୟକମାନଙ୍କୁ ବେଙ୍ଗାଲୁରୁସ୍ଥିତ ଏକ ରିସର୍ଟରେ ରଖାଯାଇଛି। ବିଧାୟକମାନଙ୍କୁ ବିଭିନ୍ନ ରାଜ୍ୟର ହୋଟେଲଗୁଡ଼ିକରେ ମେଳିକରି ରଖିବା କିଛି ଦଶନ୍ଧି ମଧ୍ୟରେ ଦେଖିବାକୁ ମିଳି ଆସିଛି। ସମ୍ପ୍ରତି ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ସହ ଜଡ଼ିତ ଘଟଣାକ୍ରମ କର୍ନାଟକକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri