Home

ରାତି ୭ଟା ୪୫ରେ ଶ୍ରୀମନ୍ଦିର ବନ୍ଦ

ପୁରୀ ଅଫିସ,୧୯।୩: କରୋନା କଟକଣାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପରିଲକ୍ଷିତ ହେଉଛି। ବେଳାଭୂମିର ଉଠା ବ୍ୟବସାୟୀ ହୁଅନ୍ତୁ ଅବା ପର୍ଯ୍ୟଟକଙ୍କ ଉପରେ ନିର୍ଭର କରୁଥିବା ସହରର ବିଭିନ୍ନ କ୍ଷୁଦ୍ର ବ୍ୟବସାୟୀ ସମସ୍ତେ ଏକପ୍ରକାର ହାତ ବାନ୍ଧି ବସିଛନ୍ତି। ତେବେ କରୋନା କଟକଣାର…

ଭାଇରାଲ ହେଉଛି କରୋନା ଗୀତ: ଏକାଧିକ ହିନ୍ଦୀ ଫିଲ୍ମ ନିର୍ମାଣ ଯୋଜନାକୁ ସମାଲୋଚନା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି ମହାମାରୀ କରୋନା। ସବୁଠି ଘାରିଛି ଏହି ଭୂତାଣୁ ସଂକ୍ରମଣର ଭୟ। ବୁଧବାର ସୁଦ୍ଧା ବିଶ୍ୱର ୧୬୭ ଦେଶକୁ ବ୍ୟାପିଥିବା ଏହି ଭୂତାଣୁ ବିରୋଧରେ ଜାରି ରହିଛି ଲଢେଇ। ଏପରିସ୍ଥଳେ କିଏ କରୋନାକୁ ମହିଳାଙ୍କ…

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୯ା୩: କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା…

ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନାର ସଫଳ ମୁକାବିଲା ପାଇଁ ପରସ୍ପରଠାରୁ ଦୂରତା ବଜାୟ ରଖିବା ଅତ୍ୟନ୍ତ ଜରୁରୀ। ଏହି ପରିପ୍ରେକ୍ଷୀରେ ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ ରଖିବା ପାଇଁ ବୁଧବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। କରୋନା…

ହୋଟେଲରେ ହେବ ଆଇସୋଲେଶନ୍‌ ୱାର୍ଡ

କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍‌କୁଗୁଡ଼ିକୁ ଆଇସୋଲେଶନ୍‌ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା ବ୍ୟକ୍ତିବିଶେଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସନ୍ଦେହ କରାଗଲେ ତାଙ୍କୁ ବାହାରକୁ ନିଆଯିବା ଅପେକ୍ଷା…

ପ୍ରେମ ନିବେଦନ କରି ବନ ବିଭାଗ କର୍ମଚାରୀ ଗିରଫ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆସ୍ଥିତ ବନ ବିଭାଗରେ ଟ୍ରେନିଂ ନେଉଥିବା ସହକର୍ମୀ ଯୁବତୀଙ୍କୁ ଏକତରଫା ପ୍ରେମ ନିବେଦନ କରି ହଇରାଣ କରୁଥିବା ଯୁବକଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ସମ୍ବଲପୁର ସଦର ଥାନା ଅଞ୍ଚଳର ବିଶ୍ୱଜିତ୍‌…

ବଢ଼ୁନି ଏସ୍କାଲେଶନ ଫି’: ଅଡୁଆରେ ଠିକା ସଂସ୍ଥା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ୨୦୧୩-୧୪ରେ ସଫେଇ କର୍ମଚାରୀଙ୍କ ମଜୁରି ୧୫୦ ଟଙ୍କା ଧାର୍ଯ୍ୟ କରିଥିଲା। ଇତିମଧ୍ୟରେ ୬ବର୍ଷ ବିତିଥିଲେ ମଧ୍ୟ ତାହା ଏବେ ବି ବଳବତ୍ତର ରହିଛି। ବିଏମ୍‌ସି ଏସ୍କାଲେଶନ ଫି’ ବୃଦ୍ଧି କରୁ ନ ଥିବାରୁ…

କରୋନା ସଚେତନତା ନେଇ ଭିଡିଓ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଭାଇରସ ପାଇଁ ସମଗ୍ର ବିଶ୍ୱ ଥରଥର। ଏହି ମାରାତ୍ମକ ରୋଗ ପାଇଁ କୌଣସି ଔଷଧ ନାହିଁ। ସଚେତନତା ହିଁ ଏକମାତ୍ର ପନ୍ଥା। ଏହି ରୋଗର ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି…

ପକ୍ଷାଘାତରେ ଚାନ୍ଦି ମେଢ଼ର ଅନନ୍ୟ ବିନ୍ଧାଣି

କଟକ ଅଫିସ,୧୯।୩: ତାରକସୀ କାର୍ଯ୍ୟ ପାଇଁ ସାରା ଦେଶରେ କଟକ ସହରର ସ୍ବତନ୍ତ୍ର ପରିଚୟ ରହିଛି। ହେଲେ ଏହାକୁ ନିର୍ମାଣ କରୁଥିବା ବିନ୍ଧାଣୀଙ୍କୁ କ୍ୱଚିତ ଜାଣିଥାନ୍ତି। ଜଣେ ଚାନ୍ଦିମେଢ ଲାଗି ପ୍ରଥମେ ଡିଜାଇନ ପ୍ରସ୍ତୁତ କରିଥାନ୍ତି। ଆଉ ସେହି ଡିଜାଇନ ମୁତାବକ…

ଦଙ୍ଗା, ଦାବାବଟି ଓ ମରଣାନ୍ତକ ଆକ୍ରମଣ ଘଟଣା: ଏନ୍‌ଏସ୍‌ଏରେ ବୁକ୍‌ ହେଲେ ପ୍ରଭାତ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ମାରଣାସ୍ତ୍ର ଦେଖାଇ ୫ ଲକ୍ଷ ଦାଦାବଟି ମାଗି ବିଚାରବିଭାଗୀୟ ହାଜତକୁ ଯାଇଥିବା ପ୍ରଭାତ କୁମାର ସେଠୀଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏ(ଜାତୀୟ ନିରାପତ୍ତା ଆଇନ)ରେ ବୁଧବାର ବୁକ୍‌ କରିଛି। ସର୍ବସାଧାରଣରେ ଦଙ୍ଗା କରିବା, ଜନଗହଳିପୂର୍ଣ୍ଣ ସ୍ଥାନରେ…

୧ମଣ୍ଡପ, ୫ ଗେଷ୍ଟ ହାଉସ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ବିଏମ୍‌ସି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନେବାସହ କଟକଣା ଲାଗୁକରିଛି। । ହୋଲ୍ଡିଂ ଟ୍ୟାକ୍ସ ନ ଦେବା ସହ ବିନା ଟ୍ରେଡ୍‌ ଲାଇସେନ୍ସ ଏବଂ ଏସ୍‌ଓପିକୁ ମାନି ନ ଥିବା ୧ମଣ୍ଡପ,…

ମଦ ଦୋକାନରେ ଭିଡ଼, କଟକଣାକୁ ବେଖାତିର

ପୁରୁଣା ଭୁବନେଶ୍ୱର, ୧୯।୩ (ଡି.ଏନ.ଏ.): କରୋନା ଭୂତାଣୁ କବଳରୁ ମୁକ୍ତ ନେଇ ନିଜକୁ ନିଜେ ସୁରକ୍ଷିତ ରଖିବାକୁ ପଦକ୍ଷେପ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରାଜ୍ୟ ସରକାର ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜନଗହଳି ଉପରେ କଟକଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri