Home

ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକ

ପୁରୁଣା ଭୁବନେଶ୍ୱର, ୧୯।୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ଏକ ପ୍ରଶାସନିକସ୍ତରୀୟ ବୈଠକ ନୂତନ କାର୍ଯ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସିତାଂଶୁ ରାଉତ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପ୍ରମୁଖ ନିଯୋଗଙ୍କ ସେବାୟତଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ…

ପୁରୀ ଛାଡ଼ିଲେ ପର୍ଯ୍ୟଟକ

ପୁରୀ ଅଫିସ,୧୯।୩: ପୁରୀ ସହରରେ କଡ଼ାକଡ଼ି ହୋଇଛି କରୋନା କଟକଣା। ଶ୍ରୀମନ୍ଦିର ହେଉ କି ହୋଟେଲ, ବେଳାଭୂମି ସବୁଠି ଦେଖିବାକୁ ମିଳୁଛି କରୋନା ପ୍ରଭାବ। ସହରରେ ଆଉ ପୂର୍ବପରି ଗହଳି ଚହଳି ଜଣାପଡୁ ନାହିଁ। ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ପାଇଁ ସର୍ବଦା…

ରାଜପଥରେ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଗୁରୁତର

ମାର୍ଶାଘାଇ, ୧୯।୨(ଡି.ଏନ.ଏ.): ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର(କ) ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଦୁର୍ବୃତ୍ତମାନେ କେତେକ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣକରି ଟଙ୍କା ଛଡାଇ ନେଇଛନ୍ତି। ଏହି ଆକ୍ରମଣରେ ଜଣେ ଟ୍ରକ୍‌ ମାଲିକ ଗୁରୁତର ହୋଇଥିବାବେଳେ ଅନ୍ୟମାନେ ଆହତ…

ମେଡିକାଲରେ ଥଣ୍ଡା ରୋଗୀଙ୍କ ଲମ୍ବାଧାଡ଼ି

ଏରସମା, ୧୯।୩ (ସ୍ବ.ପ୍ର.): ଥଣ୍ଡା, କାଶ, ଜ୍ୱର କରୋନା ସଂକ୍ରମଣର ଲକ୍ଷଣ। ଏ ନେଇ ପ୍ରଚାରିତ ହେବା ପରେ ଏରସମା ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଥଣ୍ଡା, ଜ୍ୱର ବା କାଶ ହେଉଥିବା ରୋଗୀମାନେ ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା…

ସ୍ବତନ୍ତ୍ର ବର୍ଥ ନିର୍ମାଣ କରିବ ପାରାଦୀପ ବନ୍ଦର

ପାରାଦୀପ, ୧୯।୩ (ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ପରିଚୟ ପାଇଥିବା ପାରାଦୀପରେ କ୍ୟାପ୍‌ସାଇଜ୍‌ ଜାହାଜ ଲାଗିବା ଭଳି ଏକ ସ୍ବତନ୍ତ୍ର ବର୍ଥ ନିର୍ମାଣ କରାଯିବ। ପ୍ରାୟ ୩ ହଜାର କୋଟି ଟଙ୍କା ବ୍ୟୟରେ ଏହି ଓ୍ବେଷ୍ଟର୍ନ ବର୍ଥ ନିର୍ମାଣ ହେବ…

କରୋନାକୁ ନେଇ ଶଙ୍କା ବଢୁଛି

ଜଗତ୍‌ସିଂହପୁର ଅଫିସ, ୧୯।୩: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣ ଚାରିଆଡେ ଭୟର ବାତାବରଣ ସୃଷ୍ଟି କରିଛି। ଏ ପରିସ୍ଥିତିରେ ପ୍ରତ୍ୟହ ବିଦେଶ ଓ ରାଜ୍ୟ ବାହାରୁ ଲୋକଙ୍କ ଆଗମନ ଚିନ୍ତାର କାରଣ ହେଉଛି। ଏହା ମଧ୍ୟରେ ଜଗତ୍‌ସିଂହପୁର ଜିଲାର ୨୮ ଜଣ…

ସ୍କୁଲ ମିଶ୍ରଣକୁ ଗାଁ ଲୋକଙ୍କ ବିରୋଧ

ଡୁବୁରୀ,୧୯।୩(ଡିଏନଏ): ସିଆରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ନିକଟସ୍ଥ ଡୁବୁରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଛି। ତେବେ ଏହି ମିଶ୍ରଣ ପ୍ରକ୍ରିୟାକୁ ତୀବ୍ର ବିରୋଧ କରିଛନ୍ତି ସିଆରିଆ ଗାଁଲୋକେ। ଏ ନେଇ ବୁଧବାର ଏକ ବଡ଼ ଧରଣର…

ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ

କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ ଊର୍ଦ୍ଧ୍ୱ ଭଙ୍ଗା ଘରେ ବିପଦପୂର୍ଣ୍ଣ ଭାବେ କୁନି ପିଲାଙ୍କୁ ପଢ଼ା ଯାଉଥିବା ଦେଖିବାକୁ ମିଳିଛି।…

୬ ମାସ ବିତିଲା, ଚିହ୍ନଟ ହୋଇପାରିଲାନି ଜମି

ଯାଜପୁର ଅଫିସ,୧୯।୩: ଯାଜପୁର ଜିଲା ରସୁଲପୁର ବ୍ଲକର ଗୋପାଳପୁର ଗ୍ରାମ ହସ୍ତତନ୍ତ ଶିଳ୍ପ ପାଇଁ ବେଶ ପ୍ରସିଦ୍ଧି ଲାଭ କରିଛି। ତେଣୁ ଗୋପାଳପୁର ଗ୍ରାମକୁ ହସ୍ତତନ୍ତ ଶିଳ୍ପ ଗ୍ରାମଭାବେ ପ୍ରତିଷ୍ଠା କରିବାକୁ ସେପ୍ଟେମ୍ବର ୧୩ରେ ନିଷ୍ପତ୍ତି ହୋଇଥିଲା। ଏହି ପ୍ରସ୍ତାବର ୬…

ରାଉତରାପୁର ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ମାମଲା: ଫଳାଫଳ ଘୋଷଣା ୨୦କୁ ସ୍ଥଗିତ

ରସୁଲପୁର,୧୯।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ସରପଞ୍ଚ ରେଣୁ ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ମାମଲା ରୋଚକ ମୋଡ଼ ନେଇଛି। ଫଳାଫଳ ଘୋଷଣା ପାଇଁ ବୁଧବାରକୁ ଧାର୍ଯ୍ୟ କରାଯାଇଥିଲା। ମାତ୍ର ତାହା ସମ୍ଭବପର ହୋଇପାରି ନାହିଁ। ଯାଜପୁର ଜିଲାପାଳଙ୍କ ପୂର୍ବ ନିର୍ଦ୍ଧାରିତ ନିର୍ଦ୍ଦେଶ…

କରୋନା ସନ୍ଦିଗ୍ଧଙ୍କୁ ଠାବ କରିପାରୁନି ପୋଲିସ

କୁଜଙ୍ଗ, ୧୯।୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ଜଣେ ବ୍ୟକ୍ତି ମହାରାଷ୍ଟ୍ରରେ କିଛି ଦିନ ରହି ନିକଟରେ ଘରକୁ ଫେରିବା ପରେ ଥଣ୍ଡା, ଜ୍ୱର ଆକ୍ରାନ୍ତ ହୋଇଥିଲେ। ତେବେ ସେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କୁଜଙ୍ଗସ୍ଥିତ ଏକ ଘରୋଇ କ୍ଲିନିକକୁ ବୁଧବାର ଅପରାହ୍ନରେ…

ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୩(ନି.ପ୍ର): ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri