Home

କରୋନାଭାଇରସ୍‌ ଭୟ: ଚାଇନାରୁ ଫେରିଥିବା ଅଧିକାରୀଙ୍କୁ ହତ୍ୟା

ପୋଙ୍ଗୟାଙ୍ଗ,୧୪।୨: ଉତ୍ତର କୋରିଆର ଶାସକ କିମ୍‌ ଜଙ୍ଗ ଉନ୍‌ଙ୍କ ଏକଛତ୍ରବାଦ ଶାସନ କଥା କିଏ ବା ନ ଜାଣେ। ଏଠାରେ ସାମାନ୍ୟ ଭୂଲ ପାଇଁ ମିଳିଥାଏ ମୃତ୍ୟୁଦଣ୍ଡ। ଗୋଟିଏ ପଟେ କରୋନାଭାଇରସ୍‌କୁ ନେଇ ସାରା ବିଶ୍ୱ ଏହାର ଚିକିତ୍ସା ଖୋଜିବାରେ ଲାଗିପଡ଼ିଛି…

କରୋନାଭାଇରସ ସଂକ୍ରମଣରେ ୬ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ, ୧୭୧୬ ଆକ୍ରାନ୍ତ

ବେଜିଂ,୧୪।୨: କରୋନାଭଇରସ। ଏହି ନାଁ ଏବେ ବିଶ୍ୱ ବ୍ୟାପୀ ବେଶ୍‌ ପରିଚିତ। ଚାଇନାରୁ ପ୍ରଥମେ ଏହି ନାଁ ଶୁଣିବାକୁ ମିଳିଥିବା ବେଳେ ଏବେ ବିଶ୍ୱବାସୀ ଏହାସହ ବେଶ୍‌ ଭଲଭାବେ ପରିଚିତ ହୋଇ ସାରିଲେଣି। କେବଳ ପରିଚିତ ହୋଇନାହାନ୍ତି, ଯିଏ କରୋନାଭାଇରସ ନାଁ…

ପୁଣି ସ୍କୁଲ ବ୍ୟାଗ୍‌ ତାଗିଦ: ଜିଲାପାଳଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ଓଜନ କମ୍‌ ପ୍ରସଙ୍ଗରେ ପୁଣି ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଶୁକ୍ରବାର ଚିଠି ଲେଖି ଗଣଶିକ୍ଷା ସଚିବ ତାଗିଦ କରିଛନ୍ତି। ମାନବ ସମ୍ବଳ ମନ୍ତ୍ରାଳୟ ପକ୍ଷରୁ ଜାରି ଗାଇଡଲାଇନ ପାଳନ ପାଇଁ…

ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ପକ୍ଷୀଙ୍କୁ ଖାଦ୍ୟ-ପାନୀୟ ଦେଉଛନ୍ତି ଛାତ୍ରୀଛାତ୍ର

ବେଙ୍ଗାଲୁରୁ,୧୪।୨: ଦକ୍ଷିଣ କନ୍ନଡରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନେ ସ୍କୁଲ ନିକଟରେ ଥିବା ଗଛରେ ନଡିଆ ଷଢ଼େଇ ଟାଙ୍କି ପକ୍ଷୀମାନଙ୍କୁ ଖାଦ୍ୟ ପାନୀୟ ଦେଉଥିବା ଲକ୍ଷ୍ୟ କରାଯାଇଛି। ନଡିଆ ଷଢ଼େଇରେ ପାଣି ଓ ଖାଦ୍ୟ ରଖିବା ଫଳରେ ବିଭିନ୍ନ ପ୍ରକାରର…

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ କ୍ରିକେଟ ଟ୍ରେନିଂ ଦେଉଛନ୍ତି ବୀରେନ୍ଦ୍ର ସେହ୍ବାଗ, ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣକୁ ବର୍ଷେ ପୂରିଛି। ଏହି ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ। ସେ ଟୁଇଟ ଯୋଗେ ବୀର ଯବାନଙ୍କୁ ମନେ ପକାଇଛନ୍ତି।…

ପ୍ରେମରୁ ମିଳିଲା ଦୃଷ୍ଟିଶକ୍ତି, ପରେ ଜିତିଲେ ଦୁନିଆ

ଔରଙ୍ଗାବାଦ୍‌: ଆଜି ଅର୍ଥାତ୍‌ ଫେବୃୟାରୀ ୧୪ରେ ସମଗ୍ର ଦେଶରେ ପ୍ରେମୀଯୁଗଳ ପାଳନ କରୁଛନ୍ତି ଭାଲେଣ୍ଟାଇନ୍‌ସ ଡେ’ ବା ପ୍ରେମ ଦିବସ। ଏହି ଖାସ୍‌ ଦିନରେ ଜାଣନ୍ତୁ ଜଣେ ଦିବ୍ୟାଙ୍ଗଙ୍କ ପ୍ରେମ କାହାଣୀ ସମ୍ପର୍କରେ… ମହାରାଷ୍ଟ୍ରର ଔରଙ୍ଗାବାଦ୍‌ର ରହୁଥିବା ୩୮ ବର୍ଷୀୟ ଜଣେ…

ଜାହାଜରେ ଫସିଲେ ସୋନାଲୀ: ଭାରତ ସରକାରଙ୍କୁ ସାହାଯ୍ୟ ଲୋଡିଲେ

ଟୋକିଓ,୧୪।୨: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନାଭାଇରସ୍‌ ଏବେ ପୂରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହି ଭୂତାଣୁରେ ସଂକ୍ରମିତ ହୋଇ ଏଯାଏଁ ଚାଇନାରେ ୧୪୮୦ ଜଣଙ୍କ ଜୀବନ ଯାଇଥିବା ବେଳେ ୪୮୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ଅଛନ୍ତି। ଇତିମଧ୍ୟରେ ଜାପାନର ୟୋକାହାମା ପୋର୍ଟରେ…

ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ ସଦସ୍ୟ, ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ରାଷ୍ଟ୍ରପତି ଅଭିଭାଷଣ ରଖି କହିଛନ୍ତି,…

୬୦୦ କିଲୋମିଟର ସାଇକେଲ ଚଳାଇ ସଲମାନ୍‌ଙ୍କୁ ଭେଟିଲେ ପ୍ରଶଂସକ

ଗୁଆହାଟି, ୧୪।୨: ଚଳିତବର୍ଷ ଫିଲ୍ମ ଫେୟାର ମୁମ୍ବାଇରେ ନ ହୋଇ ଆସାମର ରାଜଧାନୀ ଗୁଆହାଟିଠାରେ ଅନୁଷ୍ଠିତ ହେବ। ଫେବୃୟାରୀ ୧୫ ଏବଂ ୧୬ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପୂର୍ବରୁ ବିଜେତାଙ୍କ ନାମ ଘୋଷଣା ହୋଇସାରିଛି। ଏହି କାର୍ଯ୍ୟକ୍ରମରେ ବଲିଉଡ୍‌ର ଅନ୍ୟ…

ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ ଟୁଇଟ୍‌କୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି…

ଉଚ୍ଛେଦ ପ୍ରତିବାଦରେ ଧାରଣା

ଆସିକା,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ସହରାଞ୍ଚଳରୁ ଜବରଦଖଲ ଉଚ୍ଛେଦ ହୋଇଥିଲା। ଆସିକା କଳିଙ୍ଗାରୋଡ୍‌ ପାର୍ଶ୍ୱସ୍ଥ ଟେଲିଫାନ୍‌ ଭବନ ସମ୍ମୁଖରେ ଥିବା କେତେକ ବେଆଇନ ନିର୍ମାଣକୁ ମଧ୍ୟ ଉଚ୍ଛେଦ କରାଯାଇଥିଲା। ତେବେ ଏହି ଉଚ୍ଛେଦ ପ୍ରତିବାଦରେ ସଂପୃକ୍ତ ସ୍ଥାନରେ…

୩ ଟ୍ରେନ୍‌ ଲୁଟେରା ଗିରଫ

ବାଲେଶ୍ୱର ଅଫିସ,୧୪।୨: ବାଲେଶ୍ୱର ଜଳେଶ୍ୱରରୁ ଖଡ଼ଗପୁର ଆର୍‌ପିଏଫ୍‌ ୍‌ଏସ୍‌ଟିଏଫ୍‌ ଦ୍ୱାରା ଶୁକ୍ରବାର ୩ ଟ୍ରେନ୍‌ ଲୁଟେରା ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ୬ଟି ମୋବାଇଲ, ଛୁରି, ଖୁର, ୨ ହଜାର ଟଙ୍କା ସହ ରୁପା ଅଳଙ୍କାର ଜବତ ହୋଇଛି। ସମସ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri