Home

ଆଜିଠାରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ଶ୍ରେଣୀ ଖାତାଦେଖା

ନୂଆଦିଲ୍ଲୀ,୧୦।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଖାତାଦେଖା ରବିବାରଠାରୁ ଆରମ୍ଭ ହେଉଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏଥିପାଇଁ ଦେଇଥିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନୁମୋଦନ କରିଛି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ…

ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ବିଜେଡି ନେତା ସୁବାସ ଚୌହ୍ବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବହୁ ରାଜନେତା ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ…

ମା’ ପାଇଁ ଦିନଟିଏ

ପ୍ରତିବର୍ଷ ମେ’ ମାସ ଦ୍ୱିତୀୟ ରବିବାରରେ ମଦର୍ସ ଡେ’ ବା ବିଶ୍ୱ ମାତୃ ଦିବସ ପାଳନ କରାଯାଇଥାଏ। ଏହି ଦିବସ କାହିଁକି ପାଳନ କରାଯାଏ ଜାଣନ୍ତୁ ଏ ସମ୍ପର୍କରେ… ମାତୃ ଦିବସକୁ ଲୋକପ୍ରିୟ କରିବା ଏବଂ ପାଳନ କରିବାର ପରମ୍ପରା ପ୍ରଥମେ…

ଭିମ୍‌ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା

ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍‌ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ କରି ପାରିବେ ନାହିଁ। ଦର ଧାର୍ଯ୍ୟ ପରେ ଆମ୍ବୁଲାନ୍ସ ରୋଗୀ କିମ୍ବା ମୃତଦେହ ନେବ।…

ଶ୍ରମିକଙ୍କ ପାଇଁ ପୁଣି ଡ୍ରାଇଭର ସାଜିଲେ ମନ୍ତ୍ରୀ ସୁଶାନ୍ତ ସିଂ

ସୋହେଲା,୯ା୫(ଡି.ଏନ.ଏ.): କିଛି ଦିନ ତଳେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶ୍ରମିକମାନଙ୍କ ପାଇଁ ନିଜେ ଡ୍ରାଇଭର ସାଜି ରାତିରେ ସୋନପୁର ନେଇ ଛାଡିଥିଲେ। ଶନିବାର ସାରେ ପୁଣି ଥରେ ସେ ପିକ୍‌ଅପ୍‌ ଭ୍ୟାନ ଚଳାଇ ଶ୍ରମିକମାନଙ୍କୁ…

ବିଲରେ ପଡି ଯୁବକଙ୍କ ପ୍ରାଣଗଲା, ଅଂଶୁଘାତ ସନ୍ଦେହ

ବାଲିଆପାଳ/ଲଙ୍ଗଳେଶ୍ୱର, ୯।୫(ସ୍ବ.ପ୍ର/ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଲଙ୍ଗଳେଶ୍ୱର ଗ୍ରାମର ନରୋତ୍ତମ ସାହୁ ନାମକ ଯୁବକ ଶନିବାର ମଧ୍ୟାହ୍ନ ସମୟରେ ବିଲରେ ପଡି ପ୍ରାଣ ହରାଇଛନ୍ତି। ସେ ଧାନ କାଟୁଥିବା ବେଳେ ହଠାତ୍‌ ତଳେ ପଡିଯାଇଥିଲେ। ଅନ୍ୟ ବିଲରେ କାର୍ଯ୍ୟ କରୁଥିବା କେତେଜଣ…

ପ୍ରବାସୀ ଶ୍ରମିକଙ୍କ ଦୁଃଖ: ଗଛ ତଳେ ଆଶ୍ରୟ ନେଲେ

ବରଗଡ଼ ଅଫିସ୍‌,୯।୫: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ପ୍ରାୟ ଦେଢ଼ମାସ ହେଲା ଲକ୍‌ଡାଉନ କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଏଥିରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି। ଶନିବାର ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ୧୩ ଜଣ…

ଛଟେଇ ଆରମ୍ଭ କଲେଣି ଠିକା ସଂସ୍ଥା

ଝାରସୁଗୁଡା ଅଫିସ,୯ା୫: ଝାରସୁଗୁଡାରେ ଏବେ ଠିକା ସଂସ୍ଥାଗୁଡିକ ଛଟେଇ ଆରମ୍ଭ କଲେଣି। ଫଳରେ ବାହାର ଅଞ୍ଚଳରୁ ଆସୁଥିବା ଶ୍ରମିକ ଏବେ ଘର ମୁହାଁ ହେଲେଣି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶନିବାର ଛଟେଇ ହୋଇଥିବା ଶ୍ରମିକ ଘରକୁ ଯିବା ପାଇଁ ବସ୍‌…

ଅସ୍ଥାୟୀ ଆଶ୍ରୟଗୃହରେ ଶ୍ରମିକଙ୍କ ଜୀବନ ଗଲା

ସୋନପୁର/ବିନିକା,୯।୫(ନି.ପ୍ର./ଡି.ଏନ୍‌.ଏ.):ଲକ୍‌ଡାଉନ୍‌ରେ ଫସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସିଂଘିଯୁବା ୟୁପି ସ୍କୁଲ(ଅସ୍ଥାୟୀ ଆଶ୍ରୟ ସ୍ଥଳ)ରେ ରହୁଥିବା ପଶ୍ଚିମବଙ୍ଗର ଜଣେ ଶ୍ରମିକଙ୍କର ଶନିବାର ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ନାମ ବକୁଲ ସେଖ୍‌(୨୨)। ତାଙ୍କ ଘର ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲା ଲିମଟିଟା…

କାଳବୈଶାଖୀରେ ୭୪୪ ଘର ଭାଙ୍ଗିଛି

ମନମୁଣ୍ଡା,୯।୫ (ଡି.ଏନ.ଏ.)-ନିକଟରେ ହୋଇଥିବା କାଳବୈଶାଖୀରେ ବୌଦ୍ଧ ଜିଲାର ବିଭିନ୍ନ ଅଞ୍ଚଳରେ ୭୪୪ ଜଣଙ୍କ ଘର ଭାଙ୍ଗି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ବିପନ୍ନ ଲୋକେ ଖୋଲା ଆକାଶ ତଳେ ପଡି ରହି ଅତି ଦୟନୀୟ ଭାବେ ଦିନ କାଟୁଛନ୍ତି। କଣ୍ଟାମାଳ…

ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ…

ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର

ନାକଟିଦେଉଳ,୯।୫(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅନ୍ତର୍ଗତ ଜାମୁଯୋରୀ ପଞ୍ଚାୟତର ଏକ ଗାଁରେ ଜଣେ ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର ହୋଇଛନ୍ତି। ଏ ନେଇ ନାକଟିଦେଉଳ ଥାନାରେ ଶନିବାର ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ବୈରାଗୀ ମାଝି ଓରଫ ବାବୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?