ପିଲାଙ୍କୁ ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ
ପୁରୀ ଅଫିସ,୧୭ା୪: କରୋନା ମୁକାବିଲା ପାଇଁ ଲକ୍ଡାଉନ ଅବଧିକୁ ପ୍ରଧାନମନ୍ତ୍ରୀ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଜୁନ୍ ୧୭ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ପିଲାମାନେ ଘରେ ରହିବେ, ପଢିବେ…
ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ: ହିନ୍ଦୁ, ମୁସ୍ଲିମ ରୋଗୀଙ୍କ ପାଇଁ ଅଲଗା ଓ୍ବାର୍ଡ
ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ୍ ରୋଗୀଙ୍କୁ ଚିକିତ୍ସା କରାଯାଉଥିବା ଗୁଜରାଟର ଏକ ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ ଦେଖିବାକୁ ମିଳିଛି। ଏହି ବୈଷମ୍ୟପୂର୍ଣ୍ଣ ବିଷୟ ସାମ୍ନାକୁ ଆସିବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାଜପା ଶାସିତ ରାଜ୍ୟ ଗୁଜରାଟର…
୨୦ ଯାଏ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅଧିକାଂଶ ସ୍ଥାନରେ ପାରଦ ୩୯ରୁ ୪୧ ଡିଗ୍ରୀ ସେଲସିୟସ୍କୁ ଟପିଯାଇଛି। କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗୀରର ସର୍ବୋଚ୍ଚ ତାପମାତ୍ରା…
୨୦୨୨ ଯାଏ ଜାରି ରହିପାରେ ସାମାଜିକ ଦୂରତ୍ୱ
ଓ୍ବାଶିଂଟନ,୧୭ା୪: କରୋନା ଭାଇରସ୍ ସଂକ୍ରମଣ ରୋକିବା ପାଇଁ ଅଦ୍ୟାବଧି ବିଶ୍ୱର କୌଣସି ରାଷ୍ଟ୍ର ଭାକ୍ସିନ ପ୍ରସ୍ତୁତ କରିପାରି ନାହାନ୍ତି। ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସିଂ ହିଁ ଏହି ଘାତକ ମହାମାରୀରୁ ମୁକ୍ତି ପାଇଁ ଏକମାତ୍ର ଔଷଧ ବୋଲି ବିବେଚନା କରାଯାଉଛି।…
ଉପଭୋକ୍ତାଙ୍କୁ ସେସୁର ୪% ରିହାତି: ମାର୍ଚ୍ଚ, ଏପ୍ରିଲ୍ର ବିଲ୍ରେ ଅତିରିକ୍ତ ଭାବେ ମିଳିବ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ମାର୍ଚ୍ଚ ୨୫ ତାରିଖରୁ ସମଗ୍ର ଦେଶରେ ଲକ୍ଡାଉନ ଜାରି ରହିଛି। ବନ୍ଦ ଯୋଗୁ ଜନସାଧାରଣ ସେମାନଙ୍କର ବିଦ୍ୟୁତ୍ ବିଲ୍ ନିର୍ଦ୍ଧାରିତ ସମୟରେ ପଇଠ କରିନାହାନ୍ତି। ଲକ୍ଡାଉନକୁ ଦେଖି ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିିଲିଟି(ସେସୁ) ଉପଭୋକ୍ତାଙ୍କ ପାଇଁ ମାର୍ଚ୍ଚ ଏବଂ ଏପ୍ରିଲ…
ଦିନକୁ ଘଣ୍ଟାଏ ଖୋଲିବ କୋର୍ଟ
କଟକ ଅଫିସ୍,୧୭ା୪: ଆସନ୍ତା ୨୦ ତାରିଖରୁ ସକାଳୁଆ କୋର୍ଟ ଚାଲିବ। କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ତରଫରୁ ନିମ୍ନ ଅଦାଲତଗୁଡ଼ିକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଯେଉଁ କୋର୍ଟଗୁଡ଼ିକ ସକାଳୁଆ ଚାଲିବ, ସେଗୁଡ଼ିକ ଘଣ୍ଟାଏ ଲେଖାଏଁ, ଅର୍ଥାତ ସକାଳ ୯ଟାରୁ ୧୦ଟା…
କରୋନା ମୁକାବିଲା ପାଇଁ କେନ୍ଦ୍ରକୁ ରାଜ୍ୟର ପ୍ରସ୍ତାବ: ଏନ୍ଡିଆର୍ଏଫ୍ ଭଳି ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ କେନ୍ଦ୍ର ଖୋଲାଯାଉ
ଭୁବନେଶ୍ୱର,୧୭ା୪(ବ୍ୟୁରୋ): କୋଭିଡ୍-୧୯ ମୁକାବିଲା କରିବା ପାଇଁ ରାଜ୍ୟରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ(ଏନ୍ଡିଆର୍ଏଫ୍) ଭଳି ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ସ୍ଥାପନ କରାଯାଉ, ଯଦ୍ଦ୍ବାରା ସ୍ବାସ୍ଥ୍ୟ ବିପର୍ଯ୍ୟୟ ସମୟରେ ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫଙ୍କୁ ଉଚିତ୍ ତାଲିମ ଦିଆଯାଇପାରିବ। ଗୁରୁବାର…
୧୬୦ ନମୁନାରୁ ନେଗେଟିଭ ଆସିଛି ୧୯
ସୁନାବେଡ଼ା,୧୬ା୪: କୋରାପୁଟ ଜିଲାରୁ ଏଯାବତ୍ ଜଣେ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି। ଏହାସତ୍ତ୍ୱେ ଜିଲା ପ୍ରଶାସନ କୋଭିଡ୍-୧୯ ମୁକାବିଲା ପାଇଁ ସଜାଗ ରହିଛି। ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ ଏପର୍ଯ୍ୟନ୍ତ ପରୀକ୍ଷା ପାଇଁ ପଠାଯାଇଥିବା ୧୬୦ଟି ରକ୍ତ ନମୁନାରୁ…
ଲକ୍ଡାଉନରେ ଲୋକଙ୍କ ଘର ବାରଣ୍ଡା ସାଜିଛି ସେଲୁନ
ସେମିଳିଗୁଡ଼ା,୧୬ା୪(ସ୍ବ.ପ୍ର.): କୌଳିକ ବୃତ୍ତିରେ ଗୁଜୁରାଣ ଚଳାଉଥିବା ଅନେକ ଲୋକଙ୍କ ଜୀବିକାରେ ଲାତ ମାରିଛି କରୋନା ଭାଇରସ। ସଂକ୍ରମଣ ଭୟରେ ସବୁଠି ଲକ୍ଡାଉନ। ଦୋକାନ ବଜାର ବନ୍ଦ। ଏଥିରେ କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନ ଦୁର୍ବିସହ ହୋଇପଡ଼ିଛି। ଅନେକ ବ୍ୟବସାୟୀଙ୍କ ପାଇଁ ଦୋକାନ ଖୋଲିବା…
ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ
ଜୁନାଗଡ଼,୧୬।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ୨୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଲୋକମାନେ ଉଲ୍ଲଂଘନ କରିଥିବା ଦେଖିବାକୁ ମିଳିଥିଲା। ସାମାଜିକ ଦୂରତା ଉପରେ ସଚେତନ ଥିବା ପୋଲିସ…
ଏଲ୍ଆଇ ପଏଣ୍ଟରେ ପାଣି ଉଠାଇ ବିକ୍ରି ଅଭିଯୋଗ
ଜୁନାଗଡ,୧୬।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ମସିଗଁା ଗ୍ରାମରେ ଥିବା ବାଗଡିସର ନାଳର ପାଣିକୁ କେତେକ ମୁଷ୍ଟିମେୟ ଲୋକ ଏଲ୍ଆଇ ପଏଣ୍ଟ ସାହାଯ୍ୟରେ ପାଣି ଉଠାଇ ଧାନ ଚାଷ ପାଇଁ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ…
କର୍ତ୍ତବ୍ୟରେ ଅବହେଳା: ନିମାପଡା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର/ନିମାପଡା, ୧୬ା୪(ବ୍ୟୁରୋ/ଡି.ଏନ୍.ଏ.): କର୍ତ୍ତବ୍ୟରେ ଅବହେଳା ଏବଂ ସରକାରୀ ନିର୍ଦ୍ଦେଶାନାମାକୁ ପାଳନ ନ କରିବା ଯୋଗୁ ନିମାପଡା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) କାର୍ଯ୍ୟନିର୍ବାହୀ ଅଧିକାରୀ ମୋହନଚରଣ ଜେନାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଏ ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ…
Archives


