ଲକ୍ଡାଉନ୍ରେ ଚୋରା ମଦ ବେପାରର ପର୍ଦ୍ଦଫାଶ
ଲକ୍ଡାଉନ୍ରେ ଚୋରା ମଦ ବେପାରର ପର୍ଦ୍ଦଫାଶ ବଲାଙ୍ଗୀର ଅଫିସ, ୧୬ା୪- କରୋନା ଲକ୍ଡାଉନ୍ ନିୟମ ଲାଗୁ ହେବା ପରେ ମଦ ବେପାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଛି। ବଲାଙ୍ଗୀର ସହର ଓ ଜିଲାର ବିଭିନ୍ନ ସ୍ଥାନରେ ଚୋର ଦେଶୀ ଓ ବିଦେଶୀ ମଦ…
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ
ପୁରୁଣାକଟକ, ୧୬୪(ଡି.ଏନ୍.ଏ.): ବୌଦ୍ଧ ଜିଲା ବିଜେଡି ଉପସଭାପତି ତଥା ହରଭଙ୍ଗା ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବୋଧ କୁମାର ପ୍ରଧାନ ଗୁରୁବାର କୋଭିଡ-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେ ଏକ ଚେକ ଜିଲାପାଳ…
ଚାଲାଣବେଳେ ଟ୍ରାକ୍ଟର ସହ କାଠ ଜବତ: ଡ୍ରାଇଭର ଫେରାର
ଅମରପାଲି, ୧୬।୪(ଡି.ଏନ୍.ଏ.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରାମହାରାଜପୁର ରେଞ୍ଜ ବୁଟୁଖମନ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି ବେଳେ ଏକ ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଛି ବନବିଭାଗ। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରୁ କାଠ ବୋଝେଇକରି ଏକ…
କରୋନା ମୁକାବିଲା: ଆଗାମୀ ୮ରୁ ୧୦ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର, ୧୬।୪(ବ୍ୟୁରୋ): ମହାମାରୀ କରୋନା ସମଗ୍ର ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ପ୍ରକୋପ ଓଡ଼ିଶା ଉପରେ ପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ପ୍ରଭାବରେ ଓଡ଼ିଶାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୯ଜଣ ଅସୁସ୍ଥ ଅଛନ୍ତି। ୧୯ଜଣ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି।…
କରୋନା କଟକଣାକୁ ବେଖାତିର: ସାକ୍ଷୀଗୋପାଳରେ ମନ୍ଦିର ଠାରୁ ମାଛ ମାର୍କେଟ ସବୁଠି ଲୋକଙ୍କ ଭିଡ଼
ସାକ୍ଷୀଗୋପାଳ, ୧୫।୪(ଡି.ଏନ୍. ଏ.): ବିଶ୍ବ ମହାମରୀ କରୋନାର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ଲାଗି ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ସଂକ୍ରମଣରୁ ରକ୍ଷା ପିଇବା ନିମନ୍ତେ ସାମାଜିକ ଦୂରତାକୁ ବିଶେଷଭାବେ…
କୋଭିଡ-୧୯ ପଜିଟିଭ୍ଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ଦିଆଯାଉଛି ଟ୍ରେନିଂ, ଚିକିତ୍ସା କରିବା ପୂର୍ବରୁ କରାଯାଉଛି ମକ୍ଡ୍ରିଲ୍
ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ ରୋଗ। ଏଣୁ ଏଥିରେ ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମଚାରୀଙ୍କ ପ୍ରତି ବିପଦ ରହିଛି। କାରଣ ସେମାନେ ମଧ୍ୟ ଏଥିରେ ସଂକ୍ରମିତ ହୋଇପାରନ୍ତି। ଏଣୁ ରାଜ୍ୟରେ ଚିହ୍ନଟ ହୋଇଥିବା ପଜିଟିଭ୍ମାନଙ୍କ ଚିକିତ୍ସା କରୁଥିବା…
୨ ଶିଶୁକନ୍ୟାଙ୍କୁ ଧରି ଲୁହ ଢାଳୁଛନ୍ତି ଯୁବତୀ
ଲୋଇସିଂହା, ୧୬।୪ (ଡି.ଏନ.ଏ.): ପ୍ରେମ ବିବାହ କରିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଗର୍ଭବତୀ ସ୍ତ୍ରୀ, ୭ ବର୍ଷର ଶିଶୁକନ୍ୟାକୁ ଛାଡି ସଂପୃକ୍ତ ଯୁବକ ଗତ ଜାନୁୟାରୀରୁ ଫେରାର ହୋଇଯାଇଛନ୍ତି। ଏପରି ଘଡିସନ୍ଧି ସମୟରେ ଗତ ୬…
ହଜାରେ ଟଙ୍କା ପାଇଁ ରାତି ଅନିଦ୍ରା
ସମ୍ବଲପୁର, ୧୬।୪ (ବ୍ୟୁରୋ)- କରୋନା କଟକଣା ଲକ୍ ଡାଉନ ପରେ ଏହାର ପ୍ରଭାବ ସିଧାସଳଖ ଖଟିଖିଆ, ଦିନ ମଜୁରିଆ ଓ ଗରିବ ଶ୍ରେଣୀ ଲୋକଙ୍କ ଉପରେ ପଡିଛି। ରୋଜଗାର ନ ଥିବାରୁ ସେମାନୁ ରାଜ୍ୟ ଓ କେନ୍ଦ୍ର ସରକାର ପର୍ଯ୍ୟାୟ କ୍ରମେ…
କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର
ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ଆବଶ୍ୟକ। ଇତିମଧ୍ୟରେ ୬୦ ପଜିଟିଭ୍ ମାମଲା ସାମ୍ନାକୁ ଆସିଛି। ବର୍ତ୍ତମାନ ପରୀକ୍ଷଣ ସୁବିଧା ବୃଦ୍ଧି…
ଭୟ ଭିତରେ ବି ଲୋକଙ୍କୁ ସଚେତନ କରୁଛନ୍ତି ଅଙ୍ଗନଓ୍ବାଡି କର୍ମୀ
ଲାଞ୍ଜିଗଡ,୧୬।୪(ଡି.ଏନ୍.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡଛି। ଏଥିରୁ ବାଦ ପଡି ନାହାନ୍ତି ଦୁର୍ଗମ ଅଞ୍ଚଳରେ ଥିବା ଅଙ୍ଗନବାଡି କର୍ମୀ। ସେମାନେ ଗ୍ରାମାଞ୍ଚର ଦୁର୍ଗମ ଅଞ୍ଚଳକୁ…
କୋଭିଡ୍-୧୯ ଲକ୍ଡାଉନ୍: ଅନ୍ଲାଇନ୍ କୋଚିଂ ପାଇଁ ହାତ ମିଳାଇଲେ ସାଇ- ଏଆଇଏଫ୍ଏଫ୍
ନୂଆଦିଲ୍ଲୀ,୧୬।୪(ପି.ଟି.): କରୋନା ଭାଇରସ ମହାମାରୀ ରୂପ ନେଇଥିବା ବେଳେ ସାରା ଦେଶରେ ଲକ୍ଡାଉନ୍ ଜାରି ରହିଛି। ଫଳରେ ଅନ୍ଲାଇନ କୋଚିଂ ପାଇଁ ଅଣ୍ଟା ଭିଡିଛନ୍ତି ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍ଏଫ୍) ଓ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ)। ଆସନ୍ତା…
ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ
ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ ପ୍ରମୁଖ ମାଧ୍ୟମ ବୋଲି ସରକାର ଘୋଷଣା କରି ପାଳନ କରିବାକୁ ସମସ୍ତଙ୍କୁ କଡା ନିର୍ଦ୍ଦେଶ…
Archives


