Home

ଅଧିକ ଚାପରେ ଏବର ମଧ୍ୟବୟସ୍କ

ନ୍ୟୁୟର୍କ: ୧୯୯୦ ଅପେକ୍ଷା ବର୍ତ୍ତମାନର ମଧ୍ୟ ବୟସ୍କମାନେ ଅଧିକ ଚାପରେ ରହୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଏପରିକି କୋଭିଡ୍‌-୧୯ ଆରମ୍ଭ ହେବା ପୂର୍ବରୁ ଏଭଳି ସ୍ଥିତି ଦେଖାଦେଇଆସିଛି। ପେନ୍‌ ଷ୍ଟେଟ୍‌ ୟୁନିଭର୍ସିଟି ପକ୍ଷରୁ କରାଯାଇଥିବା ଅଧ୍ୟୟନ ବେଳେ ସବୁ ବର୍ଗକୁ ବିଚାରକୁ…

ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅହମଦାବାଦରେ ପହଞ୍ଚିଲେ ଏମ୍ସ ନିର୍ଦ୍ଦେଶକ

ଅହମଦାବାଦ,୯।୫: ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ ଶନିବାର ଗୁଜରାଟ ଅହମଦାବାଦର ସିଭିଲ ହସ୍ପିଟାଲରେ ପହଞ୍ଚିଛନ୍ତି। ସେଠାରେ ସେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କୁ କୋଭିଡ-୧୯ ଚିକିତ୍ସା ସମ୍ପର୍କରେ ଉପଦେଶ ଦେଇଛନ୍ତି। କେନ୍ଦ୍ର…

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା ବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତ ପୁରୁଷ ବୋଲି ଜିଲାପାଳ…

ପାଇପ୍‌ରେ କ୍ଷୀର ଯୋଗାଣ

ନୂଆଦିଲ୍ଲୀ: କରୋନା ପାଇଁ ଏବେ ସମସ୍ତେ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ତେବେ ସାମାଜିକ ଦୂରତା ରକ୍ଷା କରିବା ପାଇଁ ବେଳେବେଳେ କେତେଜଣ ଏଭଳି ଉପାୟ ଅବଲମ୍ବନ କରିଥାନ୍ତି, ଯେଉଁଥିପାଇଁ ସବୁଆଡ଼େ ଚର୍ଚ୍ଚାର କାରଣ ପାଲଟିଥାନ୍ତି। ଏଭଳି…

୭ ରାଜ୍ୟ ପାଲଟିଛି କରୋନା ହଟସ୍ପଟ୍‌: ଦେଶର ଜିଡ଼ିପିରେ ରହିଛି ଅଧିକ ଯୋଗଦାନ

ନୂଆଦିଲ୍ଲୀ,୯।୫: ଭାରତରେ କରୋନା ଥମିବାର ନାଁ ଧରୁନି। ବିଶେଷଜ୍ଞଙ୍କ ଅନୁସାରେ ସଂକ୍ରମଣ ଶୀର୍ଷ ଛୁଇଁବା ପରେ କମିବ। ଏଥିପାଇଁ ଆଉ କିଛି ସପ୍ତାହ ସମୟ ଲାଗିବ ବୋଲି ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି। କରୋନା…

ଦେଶରେ ୬୦ ହଜାର ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଏବେ ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ୧୦ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୨୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୯୫ ଜଣଙ୍କର ମୃତ୍ୟୁ…

CORONAVIRUS UPDATE : ନୂଆ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୧୬ ଆକ୍ରାନ୍ତ ସୁରଟ ଫେରନ୍ତା, ରାଉରକେଲା ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍‌ର

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୧୪ ଏବଂ ପରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଉଛନ୍ତି ରାଜ୍ୟ ସରକାର। ଜଣଙ୍କୁ ଛାଡି ୧୬…

ଭାରତରେ କରୋନା ସହିତ ଲଢ଼େଇ : ସାମାଜିକ ଦୂରତା ବଜାୟ ରଖିବା ହିଁ ଶ୍ରେଷ୍ଠ ପ୍ରତିଷେଧକ ବ୍ୟବସ୍ଥା, କହିଲା ଏମ୍ସ୍‌

ନୂଆଦିଲ୍ଲୀ,୯।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି ହେଉଛି। କରୋନା ସହିତ ଲଢ଼ିବାକୁ ଏକଜୁଟ ହେବାକୁ ସରକାର ଲୋକଙ୍କୁ ପରାମର୍ଶ ଦେଇଛନ୍ତି।…

୯୦% ସ୍ବାସ୍ଥ୍ୟକର୍ମୀଙ୍କୁ ତାଲିମ

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର, ନର୍ସ, ବୈଷୟିକ ସହାୟକ ଏବଂ ଚିକିତ୍ସା ସହାୟକମାନଙ୍କୁ ତାଲିମ ଦିଆଯାଇଛି। ସେମାନେ ପୂର୍ଣ୍ଣ ଦକ୍ଷତା ସହ ଯେକୌଣସି ସମ୍ଭାବ୍ୟ ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ଥିବା ସରକାର ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ…

ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍‌

ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ ବ୍ୟତୀତ ରଥଖଳାକୁ ଯେପରି ଅନ୍ୟମାନେ ପ୍ରବେଶ କରି ନ ପାରିବେ ତାହା ଉପରେ ଗୁରୁତ୍ୱ…

ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ

କଟକ ଅଫିସ୍‌, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଶୁକ୍ରବାର ରାଜ୍ୟର ସମସ୍ତ ରେଞ୍ଜ…

ଶ୍ରମିକମାନେ ୧୨ ଘଣ୍ଟା କାର୍ଯ୍ୟ କରିପାରିବେ

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟ ସରକାର ୨୦୨୦ ଏପ୍ରିଲ ୨୦ରେ ଶିଳ୍ପ ଓ ବାଣିଜି୍ୟକ କାର୍ଯ୍ୟକଳାପ ପାଇଁ ଜାରି କରିଥିବା କଟକଣାକୁ କିଛି ମାତ୍ରାରେ କୋହଳ କରିଛନ୍ତି। ଶ୍ରମିକମାନେ ଦୈନିକ ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରି ପାରିବେ। ଶ୍ରମିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?