Home

ଇଣ୍ଡିଆନ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ: ଚାଇନା ଖେଳାଳିଙ୍କ ସ୍ବାସ୍ଥ୍ୟ ରିପୋର୍ଟ ମାଗିଲେ ସରକାର

ନୂଆଦିଲ୍ଲୀ,୨୯ା୨(ପି.ଟି.): ଆସନ୍ତା ମାସରେ ଇଣ୍ଡିଆନ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ରାଜଧାନୀ ନୂଆଦିଲ୍ଲୀରେ ଖେଳାଯିବ। ଏଥିରେ ଭାଗ ନେବାକୁ ଥିବା ଚାଇନା ଖେଳାଳିଙ୍କ ସ୍ବାସ୍ଥ୍ୟାବସ୍ଥାର ସ୍ପଷ୍ଟ ଚିତ୍ର ଜଣାଇବା ଲାଗି ଆୟୋଜକ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ)କୁ କହିଛନ୍ତି। ଟୋକିଓ ଅଲିମ୍ପିକ୍ସ…

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ୧୦୦ ମିଟରରେ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୨୯।୨(ସ୍ପୋଟର୍‌ସ ବ୍ୟୁରୋ): ଦେଶର ଦ୍ରୁତତମ ମହିଳା ଦୂତୀ ଚାନ୍ଦ ପୁଣିଥରେ ନିଜ ଖ୍ୟାତି ଅନୁରୂପ ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ସେ କିଟ୍‌ ବିଶ୍ୱବିଦ୍ୟାଳୟ ତରଫରୁ ପ୍ରତିନିଧିତ୍ୱ କରି ୧୦୦ମିଟର ଫାଇନାଲ ଦୌଡ଼ରେ ପ୍ରଥମ ସ୍ଥାନ…

୪ ମହଲା ଉପରୁ ଖସି ଶ୍ରମିକଙ୍କ ଜୀବନଗଲା

କୋକସରା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମର ହେମରାଜ ଦୁର୍ଗା (୨୬)ଙ୍କ ଶନିବାର ହାଇଦ୍ରାବାଦଠାରେ ସେଣ୍ଟ୍ରିଙ୍ଗ କାମ କରୁଥିବା ବେଳେ ୪ ମହଲା ଉପରୁ ଖସିପଡ଼ି ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ରୋଜଗାର କ୍ଷମ ପୁଅର ମୃତ୍ୟୁ ଖବର ଶୁଣି…

ନଳକୂପ ନାହିଁ, ନାଳରୁ ପାଣି ସଂଗ୍ରହ କରୁଛନ୍ତି ଲୋକେ

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): ଅନୁସୂଚିତ ଜନଜାତି କୁଟିଆ କନ୍ଧଙ୍କ ପାଇଁ ରାଜ୍ୟ ସରକାର ସ୍ଥାପନ କରିଛନ୍ତି କୁଟିଆ କନ୍ଧ ଉନ୍ନୟନ ସଂସ୍ଥା (କେକେଡିଏ)। କୁଟିଆ କନ୍ଧଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଏହି ସଂସ୍ଥା କାର୍ଯ୍ୟ କରୁଛି। ତଥାପି ଏମାନେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ୍‌ ପ୍ରଶାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ

ଭଞ୍ଜନଗର,୨୯।୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହି ବାସିନ୍ଦା ଆଇଟିବିପି ହାବିଲଦାର ଶହୀଦ୍‌ ପ୍ରଶାନ୍ତ କୁମାର ଲେଙ୍କା(୩୮)ଙ୍କ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଗାର୍ଡ ଅଫ୍‌ ଅନର ସହ ତୋପ ସଲାମି ପରେ ସ୍ଥାନୀୟ ବେଲେଶ୍ୱର ଶ୍ମଶାନରେ…

ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗାଁ,୨୯ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ଼ ଥାନା…

ବାହାଘରରେ ଚାରା ବାଣ୍ଟିଲେ

ଆରଡ଼ି,୨୯।୨(ଡି.ଏନ.ଏ.)-ବାହାଘର ଏକ ସାମାଜିକ ପ୍ରଥା। ବାହାଘରରେ କନ୍ୟାଙ୍କୁ ନାନାଦି ଦ୍ରବ୍ୟ ଉପହାର ରୂପେ ଦିଆଯାଇଥାଏ। ହେଲେ ଭଦ୍ରକ ଜିଲା ଧାମନଗର ବ୍ଲକ ପାଳସାହିଠାରେ ଭାଗ୍ୟଶ୍ରୀ ନାୟକ ନାମ୍ନୀ ଜଣେ କନ୍ୟା ନିଜ ବାହାଘରରେ ଚାରା ବାଣ୍ଟି ଚର୍ଚ୍ଚାକୁ ଆସିଛନ୍ତି। ସେ ବିବାହ…

ମାର୍ଚ୍ଚ ପହିଲାରୁ ମୋଟରଯାନ ଆଇନ କଡ଼ାକଡ଼ି: ଟ୍ରାଫିକ ନିୟମ ଭଙ୍ଗ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୯।୨(ଡି.ଏନ୍‌.ଏ.): ମାର୍ଚ୍ଚ ପହିଲା ଅର୍ଥାତ୍‌ ରବିବାରଠାରୁ ସରକାର କଡ଼ାକଡ଼ି ଭାବେ ମୋଟରଯାନ ଆଇନ ପାଳନ କରୁଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏଥିପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଶନିବାର ଦାରିଙ୍ଗବାଡ଼ି ଥାନା…

ମୁହଁର ସର୍ଜରୀ କରିଥିବା ସ୍ବୀକାର କଲେ ଶ୍ରୁତି

ବଲିଉଡ୍‌ କଳାକାରମାନେ ପ୍ଲାଷ୍ଟିକ୍‌ ସର୍ଜରୀ କରିବା କିିଛି ନୂଆ କଥା ନୁହେଁ। ଅନେକ ଅଭିନେତ୍ରୀ ଓଠ, ନାକ ଆଦି ଶରୀରର ବିଭିନ୍ନ ଅଙ୍ଗକୁ ଆକର୍ଷଣୀୟ କରିବା ପାଇଁ ପ୍ଲାଷ୍ଟିକ୍‌ ସର୍ଜରୀର ସହାୟତା ନେଇଛନ୍ତି। ମାତ୍ର ଖୁବ୍‌ କମ୍‌ କଳାକାର ରହିଛନ୍ତି ଯେଉଁମାନେ…

ରେଖାଙ୍କ ସୌନ୍ଦର୍ଯ୍ୟ ଆଗରେ ଫିକା ପଡ଼ିବେ ଆଜିକାଲିର ଅଭିନେତ୍ରୀ

ରେଖା ବଲିଉଡ୍‌ର ଏଭର ଗ୍ରୀନ୍‌ ଅଭିନେତ୍ରୀ। ତାଙ୍କ ସୌନ୍ଦର୍ଯ୍ୟ ଆଗରେ ଫିକା ପଡ଼ିଯିବେ ଆଜିକାଲିର ଅଭିନେତ୍ରୀମାନେ। ସିଲ୍କ ଏବଂ କାଞ୍ଜିବରମ୍‌ ଶାଢ଼ିକୁ ରେଖା ବେଶ୍‌ ଭଲ ପାଆନ୍ତି ବୋଲି ସମସ୍ତେ ଜାଣନ୍ତି। ଅଧିକାଂଶ ଉତ୍ସବରେ ତାଙ୍କୁ ଶାଢ଼ିରେ ଦେଖିବାକୁ ମିଳିଥାଏ। ଖାଲି…

କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି। ସୂର୍ଯ୍ୟମନ୍ଦିର ସୁରକ୍ଷା ଆୟୋଜିତ ଜାତୀୟ କର୍ମଶାଳାରେ ଶନିବାର ଦ୍ୱିତୀୟ ଦିନରେ ଏପରି ନିଷ୍ପତ୍ତି ନିଆଯାଇଛି। କର୍ମଶାଳା ପରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ…

ତାରାତାରିଣୀ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ: ସ୍ବତନ୍ତ୍ର ଦର୍ଶନ, ବସ ସେବା ଯିବ ଟ୍ରଷ୍ଟ ବୋର୍ଡକୁ

ପୁରୁଷୋତ୍ତମପୁର,୨୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ ଶନିବାର ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୋର୍ଡ ପରିଚାଳନା ପରିଷଦର ଟ୍ରଷ୍ଟି ତଥା ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ମାର୍ଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri