Home

ଅପରାଧ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବାର କାରଣ କହିବ ଦଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୨: ଆପରାଧିକ ମାମଲା ଥିବା ପ୍ରାର୍ଥୀଙ୍କୁ କାହିଁକି ଟିକେଟ ଦିଆଯାଇଛି ସେ ସମ୍ପର୍କରେ ଓ୍ବେବସାଇଟ ମାଧ୍ୟମରେ ଜଣାଇବାକୁ ରାଜନୈତିକ ଦଳଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଗତ ପ୍ରାୟ ୪ଟି ନିର୍ବାଚନରେ ଅପରାଧୀ ପ୍ରାର୍ଥୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଥିବାକୁ ନେଇ କୋର୍ଟ…

ରାୟଗଡ଼ ପୋଲିସ ଦ୍ୱାରା ପୂର୍ବତନ ବିଧାୟକ ଅଟକ, ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଚାଲିଛି ପଚରାଉଚରା

ଝାରସୁଗୁଡ଼ା ଅଫିସ,୧୩।୨: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼…

ଆଜିର ଦିନରେ ରାଜଧାନୀ ମାନ୍ୟତା ପାଇଥିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୩।୨: ୧୯୩୧, ଫେବୃୟାରୀ ୧୩ ଅର୍ଥାତ୍‌ ୮୯ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନରେ ଦିଲ୍ଲୀ ଦେଶର ରାଜଧାନୀ ଭାବେ ମାନ୍ୟତା ପାଇଥିଲା। ତେଣୁ ଏହି ଦିନଟି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ଅଭୁଲା ଦିନ। ଯଦିଓ ୧୯୧୧, ଡିସେମ୍ବର ୧୧ରେ…

ବେକାରୀମୁକ୍ତ ସମାଜ ଗଠନ ଲାଗି ଆହ୍ବାନ

କେନ୍ଦୁଝର,୧୩।୨(ସ୍ବ.ପ୍ର.): ଜାତୀୟ ଯୁବ ପ୍ରକଳ୍ପ ପକ୍ଷରୁ ଶାନ୍ତି ଓ ସଦ୍‌ଭାବନା ରକ୍ଷା ପାଇଁ ସାଇକେଲ ଯାତ୍ରାରେ ଆସି ଗୁରୁବାର କେନ୍ଦୁଝର ଜିଲାରେ ପହଞ୍ଚିଛନ୍ତି ଯୁବତୀ ଯୁବକ। ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ସେମାନଙ୍କୁ ଫୁଲ, ଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା…

କରୋନାଭାଇରସ ଭୟ: ବନ୍ଦ ରହିଲା ମୋବାଇଲ ଓ୍ବାର୍ଲଡ କଂଗ୍ରେସ ୨୦୨୦

ବାର୍ସିଲୋନା,୧୩।୨: କରୋନାଭାଇରସର ଭୟାବହତା ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରି ରଖିଛି। ଏହି ପ୍ରାଣଘାତୀ ଭୂତାଣୁ ଯୋଗୁ ପ୍ରତିଦିନ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେସୁଦ୍ଧା ଚାଇନାରେ କରୋନାଭାଇରସରେ ୧୩ଶହଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର…

ଇର୍‌ଫାନ୍‌ଙ୍କ ଇମୋଶନାଲ୍‌ ପୋଷ୍ଟ

ମୁମ୍ବାଇ: ଅନେକ ଦିନ ହେଲାଣି ବଲିଉଡ୍‌ ଭର୍ସାଟାଇଲ୍‌ ଆକ୍ଟର ଇର୍‌ଫାନ ଖାନ୍‌ଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ୍‌’କୁ ନେଇ ଚର୍ଚ୍ଚା ଚାଲିଛି। ଫିଲ୍ମର ପ୍ରଥମ ଲୁକ୍‌ ରିଲିଜ୍‌ ହୋଇସାରିିଥିବା ବେଳେ ଗୁରୁବାର ଟ୍ରେଲର୍‌ ରିଲିଜ୍‌ ହେବ। ତେବେ ଏହା ପୂର୍ବରୁ ଇର୍‌ଫାନ୍‌ଙ୍କ ଏକ…

୩୨ଦିନ ମୃତ୍ୟୁ ସହ ଛକାପଞ୍ଝା

ଓ୍ବେଲିଂଟନ: ସମୁଦ୍ରର ଅଥଳ ଜଳରାଶି। ଦୀର୍ଘ ୩୨ଦିନ ମୃତ୍ୟୁ ସହ ଛକାପଞ୍ଝା। ଶେଷରେ ବଞ୍ଚିବାର ଇଚ୍ଛା ଆଗରେ ହାରିଯାଇଛି ମୃତ୍ୟୁ। ହଲିଉଡ୍‌ ଚଳଚ୍ଚିତ୍ରର କାହାଣୀ ପରି ଲାଗୁଥିବା ଏଭଳି ଏକ ଘଟଣା ଘଟିଛି ପ୍ରଶାନ୍ତ ମହାସାଗରରେ। ମୃତ୍ୟୁପଞ୍ଝାରୁ ବଞ୍ଚତ୍ୟାଇଥିବା ପାପୁଆ ନ୍ୟୁଗିନିର…

ରୋନାଲଡୋଙ୍କ ପେପର ଷ୍ଟାଚ୍ୟୁ, ଚାରି ମହଲା କୋଠା ସହ ସମାନ

କ୍ରିଷ୍ଟିୟାନୋ ରୋନାଲଡୋ ଫୁଟବଲ୍‌ ଜଗତର ଏକ ଏମିତି ନାଁ, ଯାହାଙ୍କ ପ୍ରଶଂସକ ସାରା ବିଶ୍ୱରେ ରହିଛନ୍ତି। ନିକଟରେ ଇଟାଲୀରେ ଆୟୋଜିତ ଏକ କାର୍ନିଭାଲ ଅବସରରେ ରୋନାଲଡୋଙ୍କ ଏକ ପେପର ଷ୍ଟାଚ୍ୟୁ ନିର୍ମାଣ କରାଯାଇଛି। ଏହି ଷ୍ଟାଚ୍ୟୁ ୪ ମହଲା ବିଶିଷ୍ଟ କୋଠା…

‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍‌ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ…

୪.୭୭ ଲକ୍ଷ ଟଙ୍କା ଜବତ, ୬ ଗିରଫ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ୍‌.ଏ.) ୧୩ା୨: ଯାଜପୁରରୋଡ଼ ଥାନା ଅନ୍ତର୍ଗତ ଦାନଗଦୀ ହାଟ ନିକଟରୁ ଜାଲ୍‌ ନୋଟ କାରବାର ଚଳାଇଥିବା ଏକ ଆନ୍ତଃ ରାଜ୍ୟ ର଼୍ୟାକେଟକୁ ଜିଲା ପୋଲିସ ଠାବ କରିଛି। ଏଥିରେ ୪ଲକ୍ଷ ୭୭ ହଜାର ଟଙ୍କାର ଜାଲନୋଟ ଜବତ ହୋଇଥିବାବେଳେ…

ମଣ୍ଡିରୁ ଉଠୁନି ଧାନ

ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପରିବା କିମ୍ବା ଧଳା ସୁନା କୁହାଯାଉଥିବା କପାଚାଷ କରି କ୍ଷତି ସହୁଛି। ଚଳିତବର୍ଷ ଭଲ ବର୍ଷା ଓ ଅନୁକୂଳ ପାଗ ଯୋଗୁ…

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ ୮,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri