ଭିଡ କମାଇବାକୁ ବଢିଲା ଫ୍ଲାଟଫର୍ମ ଟିକେଟର ଦାମ
ମୁମ୍ବାଇ,୧୭।୩: କରୋନା ଭାଇରସକୁ ରୋକିବାକୁ ସରକାର କୌଣସି ସ୍ଥାନରେ ୫୦ ଜଣରୁ ଊର୍ଦ୍ଧ୍ୱ ଲୋକ ଏକାଠି ନ ହେବାକୁ ପରାମର୍ଶ ଦେଇଛନ୍ତି। ଏପରି ସ୍ଥିତିରେ ରେଲଓ୍ବେ ଷ୍ଟେଶନରୁ ଭିଡ କମାଇବା ପାଇଁ ବିଭିନ୍ନ ରାଜ୍ୟରେ ନୂଆ ପଦକ୍ଷେପ ନିଆଯାଇଛି। ମହାରାଷ୍ଟ୍ରର ବିଭିନ୍ନ…
ହୋମ୍ ଆଇସୋଲେସନ୍ରେ ଗଜପତି, ୧୫ରେ ଆମେରିକାରୁ ଫେରିଥିଲେ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍ ଆଇସୋଲେସନ୍ରେ ରହିଛନ୍ତି। ସେ ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍ ଆଇସୋଲେସନ୍ ରହିଥିବା ନେଇ ଗଜପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଗଜପତି ସପରିବାର ଆମେରିକା ଗସ୍ତ ସାରି…
ପାକିସ୍ତାନରେ ପ୍ରଥମ କରୋନା ରୋଗୀ ମୃତ
ଇସ୍ଲାମାବାଦ,୧୭।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହା କବଳରେ ଏପର୍ଯ୍ୟନ୍ତ ୧୬୦ ଦେଶ ରହିଛି। ଏଥିରୁ ପାକିସ୍ତାନ ମଧ୍ୟ ବର୍ତ୍ତି ପାରିନାହିଁ। ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୩ ହୋଇଥିବା ବେଳେ ଆଗକୁ ଆହୁରି ସଂଖ୍ୟା ବୃଦ୍ଧି ପାଇବ…
ଘରେ ବସି କାମ କରିବାକୁ ନିର୍ଦ୍ଦେଶ ଦେଲେ ଉତ୍ତର ପ୍ରଦେଶ ସରକାର
ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକଭବନରେ ଆୟୋଜିତ ଏହି ବୈଠକରେ କରୋନାକୁ ନେଇ ବିଭିନ୍ନ କଥା ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ…
ନିର୍ଭୟା ମାମଲା: ଦୋଷୀ ମୁକେଶ କହୁଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ
ନୂଆଦିଲ୍ଲୀ,୧୭।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ ଏବେ ଫାଶୀ ଦଣ୍ଡାଦେଶକୁ ଏଡାଇବାକୁ ନୂଆ ଉପାୟ ଚିନ୍ତା କରିଛନ୍ତି। ଏବେ ପୁଣିଥରେ ସେ କୋର୍ଟର ଦ୍ୱାରସ୍ଥ ହୋଇ କହିଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ। ତାଙ୍କ ଓକିଲଙ୍କ…
ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ
ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶରେ କରୋନା ଭାଇରସ୍କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୧୫ରେ ପହଞ୍ଚିଥିବା ନେଇ ସରକାରଙ୍କ ପକ୍ଷରୁ…
କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର
ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍ର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କୁ ଆଇସୋଲେଶନରେ ରଖାଯାଇଥିବା ଜଣାପଡିଛି। ଅଭିନେତା ନିଜେ ଟୁଇଟ୍…
ଅଷ୍ଟ୍ରେଲିଆ ଗବେଷକଙ୍କ ମତ: ଦୁଇଟି ଔଷଧ କୋଭିଡ-୧୯କୁ ଆରୋଗ୍ୟ କରିପାରେ
ମେଲବୋର୍ନ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ସାମିଲ ହୋଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ବା କୋଭିଡ-୧୯ର ଚିକିତ୍ସା ପାଇଁ ଗବେଷକମାନେ ଦିନରାତି ଏକ…
ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ, ଆଗୁଆ ଦିଆଯିବ ୩ ମାସର ପିଡିଏସ୍ ସାମଗ୍ରୀ: ମନ୍ତ୍ରୀ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ। କିଛି ଗୁଜବକାରୀ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। କେବଳ ଲୋକେ ସଚେତନ ହେବା ଦରକାର, ଆମେ ଉଦ୍ୟମ କରୁଛୁ। ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବିଭାଗ…
ହିତାଧିକାରୀଙ୍କୁ ଆଗୁଆ ମିଳିବ ୪ ମାସର ଭତ୍ତା
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ମିଳିବ। ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସର ଆଗୁଆ ଭତ୍ତା ଖୁବ୍ଶୀଘ୍ର ହିତାଧିକାରୀଙ୍କୁ ବଣ୍ଟନ କରାଯିବ। ଏ ନେଇ ସୋମବାର ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି।
କରୋନା ଆତଙ୍କ: ସ୍ପେନ୍ରେ ଫୁଟବଲ୍ କୋଚଙ୍କ ମୃତ୍ୟୁ
ମାଦ୍ରିଦ,୧୭।୩: କରୋନା ଭାଇରସ୍ ପ୍ରକୋପରୁ କେହି ବର୍ତ୍ତି ପାରିନାହାଁନ୍ତି। ସାରା ବିଶ୍ୱରେ କରୋନା ଭାଇରସ୍ରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ରୋକିବା ପାଇଁ ପୂର୍ବରୁ କେତେକ ମ୍ୟାଚ୍ ବାତିଲ କରାଯାଇଥିବା ବେଳେ ଷ୍ଟାଡିୟମ୍ ଭିତରକୁ ଦର୍ଶକଙ୍କୁ ଯିବା…
ଦେଶକୁ ମାଡ଼ି ଆସୁଛି ଆର୍ଥିକ ସୁନାମୀ: ରାହୁଲ
ନୂଆଦିଲ୍ଲୀ,୧୭।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି ଦେଶକୁ ଆର୍ଥିକ ସୁନାମୀ ମାଡି ଆସୁଛି। ଦେଶରେ ଏବେ କରୋନା ଭାଇରସ କାୟା ବିସ୍ତାର କରୁଥିବା ବେଳେ ଭବିଷ୍ୟତରେ ଭାରତର ଅର୍ଥ ବ୍ୟବସ୍ଥା ଆହୁରି ବିଗିଡି ଯିବ ବୋଲି ସେ କହିଛନ୍ତି।…
Archives


