କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍ଫରେନ୍ସ ସୁବିଧା
କଟକ ଅଫିସ୍,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍ ଜେନେରାଲ୍ ଏବଂ ହାଇକୋର୍ଟ ଓକିଲ ସଂଘର କର୍ମକତ୍ତର୍ର୍ାଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ…
କୋଭିଡ୍-୧୯ ମୁକାବିଲା: ୫୨୩୧ କୋଭିଡ୍ କୋଚ୍ ହସ୍ତାନ୍ତର କରିବ ରେଳପଥ
ଭୁବନେଶ୍ୱର,୮।୫(ବ୍ୟୁରୋ):ରେଳ ମନ୍ତ୍ରଣାଳୟ ପକ୍ଷରୁ ସମଗ୍ର ଦେଶରେ ୫୨୩୧ଟି କୋଚ୍କୁ କୋଭିଡ ଯତ୍ନ କେନ୍ଦ୍ରରେ ପରିଣତ କରାଯାଇଥିବାବେଳେ ଏହାକୁ ଖୁବ୍ଶୀଘ୍ର ରାଜ୍ୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ। ବିଶେଷ ଲକ୍ଷଣ ନ ଥିବା କୋଭିଡ୍ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଓ ସଙ୍ଗରୋଧ ଲାଗି ଏହି…
ଭଦ୍ରକରେ ପୁଣି ୨ ପଜିଟିଭ୍ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଲା, ଦୁଇଜଣ ଯାକ ସୁରଟ ଫେରନ୍ତା
ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ଶୁକ୍ରବାର ସକାଳୁ ପୁଣି ଦୁଇ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ବାସୁଦେବପୁର ମ୍ୟୁନିସିପାଲିଟିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଧାମନଗର ବ୍ଲକର ବୋଲି ଜଣାପଡ଼ିଛି। ଦୁଇଜଣ ଯାକ ସୁରଟ ଫେରନ୍ତା ଏବଂ…
କେମିକାଲ ପ୍ଲାଣ୍ଟରୁ ଗ୍ୟାସ୍ ଲିକ୍: ୧୧ ମୃତ
ବିଶାଖାପାଟଣା/ନୂଆଦିଲ୍ଲୀ,୮।୫(ପି.ଟି.): ବିଶାଖାପାଟଣାର ଏକ କେମିକାଲ୍ ପ୍ଲାଣ୍ଟରୁ ଷ୍ଟାଇରିନ୍ ଗ୍ୟାସ୍ ଲିକ୍ ହୋଇ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ଏଲ୍ଜି ପଲିମର୍ ପ୍ଲାଣ୍ଟରୁ ଗ୍ୟାସ୍ ଲିକ୍ ହୋଇ ଖୁବ୍ଶୀଘ୍ର ୫ କିଲୋମିଟର ଅଞ୍ଚଳ…
ଅଗଷ୍ଟ ୨୩ରେ ଜେଇଇ ଆଡ୍ଭାନ୍ସଡ୍
ନୂଆଦିଲ୍ଲୀ,୮।୫: ଆଇଆଇଟିରେ ନାମଲେଖା ଲାଗି ମିଳିତ ପ୍ରବେଶିକ ପରୀକ୍ଷା (ଜେଇଇ ଆଡ୍ଭାନ୍ସଡ୍) ଅଗଷ୍ଟ ୨୩ରେ ଅନୁଷ୍ଠିତ ହେବ। ମାନବ ସମ୍ବଳ ବିକାଶ (ଏଚ୍ଆର୍ଡି) ମନ୍ତ୍ରୀ ରମେଶ ପୋଖ୍ରିୟାଲ ଗୁରୁବାର ଏହା ଘୋଷଣା କରିଛନ୍ତି। ମେ’ ୧୭ରେ ଏହି ପରୀକ୍ଷା ଅନୁଷ୍ଠିତ ହେବାକୁ…
କରୋନା ମୁକାବିଲା : କ୍ୱାରାଣ୍ଟାଇନ୍ ଅବଧି ୨୧ ଦିନ ବଢ଼ାଇବାକୁ ପରାମର୍ଶ
ଭୁବନେଶ୍ୱର,୮ା୫(ବ୍ୟୁରୋ): କରୋନା(କୋଭିଡ୍-୧୯) ମୁକାବିଲା କ୍ଷେତ୍ରରେ ଓଡ଼ିଶା ସରକାର ବହୁ ଆଗୁଆ ପଦକ୍ଷେପ ନେଇଛନ୍ତି। ଫଳରେ ଓଡ଼ିଶା ସମଗ୍ର ଦକ୍ଷିଣ ଏସିଆରେ ଉଦାହରଣ ସୃଷ୍ଟି କରିଛି। ଏହା ଅନୁକରଣୀୟ ହୋଇପାରିଛି ବୋଲି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ପରାମର୍ଶଦାତା ତଥା ଭାରତୀୟ ଜନସ୍ବାସ୍ଥ୍ୟ ପ୍ରତିଷ୍ଠାନ(ପିଏଚ୍ଏଫ୍ଆଇ)ସଭାପତି…
CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା
ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ…
କାଳବୈଶାଖୀ ଉଜାଡିଲା ଧାନ
ବିନିକା, ୭।୫(ଡି.ଏନ୍.ଏ.)-ସୁବଣ୍ଣର୍ର୍ପୁର ଜିଲାର ବିନିକା ଅଞ୍ଚଳ ଧାନଚାଷ ପାଇଁ ପ୍ରସିଦ୍ଧ। ଚଳିତ ବର୍ଷ ବିନିକାରେ ରବି ଧାନଚାଷ ୧୭ହଜାର ୨ଶହ ହେକ୍ଟର ଜମିରେ ହୋଇଛି। ୬୦ଭାଗ ଧାନଚାଷ କେନାଲ ଜଳସେଚନ ଓ ୪୦ଭାଗ ଉଠା ଜଳସେଚନ ଦ୍ୱାରା ହୋଇଛି । ୩…
ବାଇକ୍, ବୋଲେରୋ ଜବତ: ଅମାନିଆଙ୍କ ନାଁରେ ମାମଲା
ଦେବଗଡ,୭।୫(ଡି.ଏନ.ଏ):ଦେବଗଡ ଜିଲାକୁ ଅରେଞ୍ଜ ଜୋନ ଘୋଷଣା ପରେ ସନ୍ଧ୍ୟା ୭ରୁ ସକାଳ ୭ଟା ଯାଏ ବାହାରକୁ ନ ବାହାରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାସତ୍ତ୍ୱେ ଭିଭିନ୍ନ ସ୍ଥାନରେ ଏହି ନିର୍ଦ୍ଦେଶନାମାକୁ ଅମାନ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହିକ୍ରମରେ…
ଜନ୍ତୁ ଶିକାର ଲାଗି ଫାଶ ବିଛାବେଳେ ଧରାପଡିଲେ ଶିକାରୀ
ଦେବଗଡ, ୭।୫(ଡି.ଏନ.ଏ.):ଦେବଗଡ଼ ଜିଲା ଲକ୍ଷ୍ମୀପୁର ବିଟ୍ ଅଧୀନ ବାବାଜୀ ମଠ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଜଣେ ଶିକାରୀଙ୍କୁ ଧରିଛି। ତାଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ଜନ୍ତୁଧରା ଫାଶ(ଜାଲ) ଜବତ ହୋଇଛି। ଲକ୍ଡାଉନର ସୁଯୋଗ ନେଇ ପଳସମା…
ଦିଲ୍ଲୀରେ ଜୁହାର ପରିବାର ବାଣ୍ଟିଲା ରିଲିଫ
ସମ୍ବଲପୁର, ୭।୫ (ବ୍ୟୁରୋ)- ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଜୁହାର ପରିବାର ପକ୍ଷରୁ ଦିଲ୍ଲୀରେ କରୋନା ପରିସ୍ଥିତିକୁ ଦେଖି ରିଲିଫ ବଣ୍ଟନ କରାଯାଇଛି । ଲକ୍ ଡାଉନରେ ପ୍ରଭାବିତ ହୋଇଥିବା ଗରିବମାନଙ୍କୁ ଚାଉଳ, ଡାଲି, ଅଟା, ତେଳ, ଆଳୁ, ଲୁଣ, ଚିନି,…
ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ଦୁର୍ଘଟଣା ରୋକିବାକୁ ଶପଥ
ସମ୍ବଲପୁର, ୭।୫ (ବ୍ୟୁରୋ)- ପୂର୍ବତଟ ରେଳବାଇ ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ନିରାପତ୍ତା ସପ୍ତାହ ପାଳିତ ହୋଇଯାଇଛି । ବିଭିନ୍ନ ରେଳଷ୍ଟେଶନ, ରେଳବାଇ କଲୋନୀ, ଅଫିସ ଓ ମଣ୍ଡଳ ଅଫିସରେ ବିଦ୍ୟୁତ ନିରାପତ୍ତା ସ୍ଲୋଗାନ, ବ୍ୟାନର, ଷ୍ଟିକର୍ ଏବଂ ପୋଷ୍ଟର ପ୍ରଦର୍ଶିତ…

