Home

ହସ୍ପିଟାଲରୁ ଲୁଚି ପଳାଇଲେ ୧୧ କରୋନା ସନ୍ଦିଗ୍ଧ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ନଭି ମୁମ୍ବାଇର ଏକ ହସ୍ପିଟାଲରୁ ୧୧ଜଣ କରୋନା ସନ୍ଦିଗ୍ଧ ରୋଗୀ ଲୁଚି ପଳାଇ ଯାଇଥିବା ଜଣାପଡିଛି। ଏମାନେ ଦୁବାଇରୁ ଫେରିଥିବା ବେଳେ ସେମାନଙ୍କ ନିକଟରେ କରୋନା ଭାଇରସ ଥିବା…

ନିଜ ଛାଇ ଫଟୋ ଶେୟାର କଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ନିଜର ଦମ୍‌ଦାର ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଛପାକ’ରେ ତାଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ମାତ୍ର ଫିଲ୍ମଟି ବକ୍ସ ଅଫିସରେ ସେତେଟା ସଫଳତା ପାଇପାରି ନ…

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଦୋଷୀଙ୍କ ପରିବାର

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାରେ ଏବେ ନୂଆ ମୋଡ ଆସିଛି। ଫାଶୀ ଖୁଣ୍ଟରେ ଝୁଲିବାକୁ ଥିବା ୪ଦୋଷୀଙ୍କ ପରିବାରଲୋକ ଇଛାମୃତ୍ୟୁ ପାଇଁ ରାଷ୍ଟ୍ରପତିଙ୍କୁ ଏକ ଚିଠି ଲେଖି ଅନୁମତି ମାଗିଛନ୍ତି। ଇଛାମୃତ୍ୟୁ ମାଗିଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଦୋଷୀଙ୍କ ମା’-ବାପା, ଭାଇ-ଭଉଣୀ…

କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଯୋଗାଣ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। କଳାବଜାର ରୋକିବା ପାଇଁ ବିଭାଗ କଡ଼ା ପଦକ୍ଷେପ ନେଇଛି। ଖାଦ୍ୟ ସାମଗ୍ରୀ, ମାସ୍କ ଓ ସାନିଟାଇଜର ବେଆଇନ ଭାବେ ମହଜୁଦ ରଖିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ସୁପ୍ରିମକୋର୍ଟରେ ଖାରଜ ହେଲା ମୁକେଶଙ୍କ ଆବେଦନ

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟ ଦୋଷୀ ମୁକେଶ ସିଂହଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ମୁକେଶ ପୁଣି ଥରେ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବା ପାଇଁ ସୁପ୍ରିମକୋର୍ଟର ଅନୁମତି ମାଗିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମକୋର୍ଟ ମୁକେଶଙ୍କ ଆବେଦନକୁ…

ନିଜର ଅନୁଭୂତି ବଖାଣିଲେ କରୋନାକୁ ହରାଇଥିବା ଦିଲ୍ଲୀର ପ୍ରଥମ ରୋଗୀ

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଭାରତରେ ଏପର୍ଯ୍ୟନ୍ତ ୧୧୬ଟି ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇସାରିଛି। ଦେଶର ଅଧିକାଂଶ ରାଜ୍ୟରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲ, କଲେଜ, ସିନେମା ହଲ୍‌, ମଲ୍‌…

୧୯ ବର୍ଷ ପରେ ଆୟୁଷ୍ମାନ ଖୋଲିଲେ ପ୍ରେମ ପେଡ଼ି

ମୁମ୍ବାଇ: ବଲିଉଡ୍‌ର ସବୁଠୁ କ୍ୟୁଟ୍‌ ଯୋଡ଼ି ଭାବେ ଆୟୁଷ୍ମାନ ଖୁରାନା ଏବଂ ତାହିରା କାଶ୍ୟପଙ୍କୁ ବିବେଚନା କରାଯାଏ। ଉଭୟେ ୨୦୦୮ ମସିହାରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆୟୁଷ୍ମାନ ଖୁରାନା ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରି ପ୍ରେମ ପେଡ଼ି…

ଦିଲ୍ଲୀରେ ଏକାଠି ହୋଇପାରିବେ ନାହିଁ ୫୦ରୁ ଊର୍ଦ୍ଧ୍ୱ ଜନତା

ନୂଆଦିଲ୍ଲୀ,୧୬।୩: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ସୋମବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସବୁ ଜିଲା ଅଧିକାରୀଙ୍କର ଏକ ବୈଠକ ଡାକିଥିଲେ। ଏହି ବୈଠକରେ କେଜରିଓ୍ବାଲ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି ଏଣିକି କୌଣସି…

କରୋନା ଭାଇରସ୍‌: ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୧୬

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ମହାରାଷ୍ଟ୍ରରେ ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହା ସହିତ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮ରେ…

ବାଣୀବିହାର ହଷ୍ଟେଲ ବନ୍ଦ: ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡିବାକୁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ସୋମବାର ଭୁବନେଶ୍ୱର ବାଣୀବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡିବାକୁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ…

ଏସ୍‌ସିବିରେ ଆଉ ଜଣେ କରୋନା ସନ୍ଦିଗ୍ଧ

କଟକ ଅଫିସ,୧୬।୩: କରୋନା ସନ୍ଦେହରେ ଭୁବନେଶ୍ୱରର ଜଣେ ଯୁବକ ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସେ ପୂର୍ବରୁ ଥଣ୍ଡା, ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କ…

ଅର୍ଜୁନ ପୁରସ୍କାର ବିଜେତା ମାଇକେଲଙ୍କ କ୍ଷୋଭ

ରାଉରକେଲା ଅଫିସ,୧୫ା୩: ୧୯୭୫ ମାର୍ଚ୍ଚ ୧୫। ସେଦିନ ମାଲେସିଆର କ୍ୱାଲାଲମ୍ପୁରଠାରେ ଆୟୋଜିତ ବିଶ୍ୱ କପ୍‌ ହକିରେ ପାକିସ୍ଥାନକୁ ଭାରତ ୨-୧ ଗୋଲରେ ପରାସ୍ତ କରି ନୂଆ ଇତିହାସ ସୃଷ୍ଟି କରିଥିଲା। ଏଥିରେ ରାଉରକେଲାର ମାଇକେଲ କିଣ୍ଡୋ ଉଚ୍ଚମାନର କ୍ରୀଡା ପ୍ରଦର୍ଶନ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri