କମଲନାଥ ସରକାରଙ୍କୁ ବଞ୍ଚାଇଦେଲା କରୋନା
ଭୋପାଳ,୧୬।୩: ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାର ଥିଲା। ହେଲେ ଯାହା ଅନୁମାନ କରାଯାଉଥିଲା ତାହାହିଁ ହେଲା। ଏବେ ସାରା ଦେଶରେ କରୋନାର ସ୍ଥିତି ସାଂଘାତିକ ଥିବା ବେଳେ ମଧ୍ୟପ୍ରଦେଶ ସରକାରଙ୍କୁ କରୋନା ବଞ୍ଚାଇ ଦେବ ବୋଲି…
ଦୋକାନର ନାଁ ‘ଗବର୍’ କଫିର ନାଁ ‘ବାସନ୍ତୀ’
କଟକ ଅଫିସ,୧୬।୩: କଟକ ମହାନଦୀ ବିହାର ଛକରେ ରହିଛି ଏକ ଦୋକାନ। ଯାହାର ନାଁ ହେଉଛି ଗବର୍। ବଲିଉଡ୍ ଷ୍ଟାର ଅକ୍ଷୟ କୁମାରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗବର ଇଜ୍ ବ୍ୟାକ୍’ରୁ ଅନୁପ୍ରାଣିତ ହୋଇ ଏଭଳି ନିଆରା ଦୋକାନ କରିଛନ୍ତି ରଞ୍ଜନ କୁମାର…
ମହିଳା ଥାନାରେ ହେବ ଚାଇଲ୍ଡ ଫ୍ରେଣ୍ଡଲି ରୁମ୍
ଭୁବନେଶ୍ୱର,୧୬।୩(ବ୍ୟୁରୋ): ପ୍ରତିଦିନ ମହିଳା ଥାନାକୁ ଏକାଧିକ ମହିଳାମାନେ ନିଜର ଅଭିଯୋଗ ନେଇ ଆସୁଛନ୍ତି। ଏପରିକି ସେମାନେ ସାଥିରେ ସେମାନଙ୍କ ପିଲାଙ୍କୁ ମଧ୍ୟ ଥାନାକୁ ଆଣୁଛନ୍ତି। ଫଳରେ ମା’ ଅଭିଯୋଗ ଲେଖିବା ସମୟରେ ଶିଶୁମାନେ ହଇରାଣ କରିବା ସହ ଥାନା କର୍ମଚାରୀ ଶିଶୁଙ୍କୁ…
କରୋନା ମାଡ଼ରେ ବେପାର ମାନ୍ଦା
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମଣକୁ ଏଡ଼ାଇବା ପାଇଁ ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ନିଆଯାଉଛିା ହାଟ, ବଜାର, ସଭା ସମିତିକୁ ନ ଯିବାକୁ ବାରଣ କରାଯାଉଛି। ଦେଶର ବିଭିନ୍ନ ରାଜ୍ୟରେ ଏବେ ହାଟ, ବଜାର, ମଲ୍ ବନ୍ଦ ହୋଇଯାଇଥିବା ବେଳେ ଅଧିକାଂଶ…
ଇଟାଲିରେ ଗୋଟିଏ ଦିନରେ ୩୬୮ ମୃତ: ବିଶ୍ୱ ଯୁଦ୍ଧରେ ବି ଦେଖିବାକୁ ମିଳି ନ ଥିଲା ଏଭଳି ଦିନ
ରୋମ,୧୬।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଦେଇଛି। ଗୋଟିଏ ପଟେ ଚାଇନାରେ ଏବେ କରୋନା ଭାଇରସରେ ମୃତ୍ୟୁ ଓ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ଏବେ ଇଟାଲିରେ ଏହା ତା’ର କାୟା ବିସ୍ତାର…
ଓଡ଼ିଶାରେ କରୋନା; ସ୍ପଷ୍ଟକଲେ ସରକାର, ଗଣମାଧ୍ୟମକୁ ଦେଲେ ଚେତାବନୀ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶାରେ ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ଭୁବନେଶ୍ୱର ଗୀତଗୋବିନ୍ଦ ସଦନରେ ସୋମବାର ଆୟୋଜିତ୍ ପ୍ରେସ୍ମିଟରେ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ ଏହା ସ୍ପଷ୍ଟ କରିଛନ୍ତି। ସମ୍ପୃକ୍ତ ୩୩ ବର୍ଷୀୟ ଯୁବକ ଇଟାଲୀରେ ଗବେଷଣା…
ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍ : ପ୍ରତିବାଦରେ ରାସ୍ତା ଅବରୋଧ
ରସୁଲପୁର,୧୬।୩(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପରିବା ହାଟ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ…
ଚଳନ୍ତା କାର୍ରେ ନିଆଁ: ବର୍ତ୍ତିଗଲା ୨ ଜୀବନ
ସୁନ୍ଦରଗଡ଼,୧୬।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ସହର ସରକାରୀ କଲେଜ ରୋଡ୍ କାଳୀମଣ୍ଡପ ନିକଟରେ ଏକ ଚଳନ୍ତା କାର୍ରେ ସୋମବାର ସକାଳେ ହଠାତ୍ ନିଆଁ ଲାଗିଯାଇଛି। କାର୍ରେ ଥିବା ଚାଳକ ଓ ଅନ୍ୟ ଜଣେ ବ୍ୟକ୍ତି ଅଳ୍ପକେ ରକ୍ଷା ପାଇଛନ୍ତି। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି…
ରୋଗୀଙ୍କ ପର୍ସ, ମୋବାଇଲ୍, ଫେରାଇ ଆମ୍ବୁଲାନ୍ସ କର୍ମଚାରୀ ପ୍ରଶଂସିତ
ଭୁବନେଶ୍ୱର,୧୬।୩(ବ୍ୟୁରୋ)କେତେଜଣ ଲୋକ ଅଛନ୍ତି, ଯେଉଁମାନେ ମାନବିକତାକୁ ସର୍ବାଗ୍ରେ ରଖିଥାନ୍ତି। ଏକ ୧୦୮ ଆମ୍ବୁଲାନ୍ସର ୩ଜଣ କର୍ମଚାରୀ ମଧ୍ୟ ମାନବିକତା ଦେଖାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ସେମାନେ ଜଣେ ରୋଗୀଙ୍କ ପର୍ସ ଓ ମୋବାଇଲ ଫୋନ ଫେରାଇ ପ୍ରଶଂସା ସାଉଁଟିଛନ୍ତି। ମିଳିଥିବା…
କମଲନାଥ ସରକାରଙ୍କ ଫ୍ଲୋର ଟେଷ୍ଟକୁ ନେଇ ଲାଗି ରହିଛି ଅନିଶ୍ଚିତତା
ଭୋପାଳ,୧୬।୩: ମଧ୍ୟପ୍ରଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଉପରେ ସମସ୍ତଙ୍କ ନଜର। କଂଗ୍ରେସ ଶାସିତ ମଧ୍ୟପ୍ରଦେଶର କମଲନାଥ ସରକାର ସୋମବାର ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ଲାଲାଜି ଟଣ୍ଡନ ବିଧାନସଭାର ବାଚସ୍ପତି ନର୍ମଦା ପ୍ରସାଦ ପ୍ରଜାପତିଙ୍କୁ କହିଛନ୍ତି। କିନ୍ତୁ ଏବେବି ଏହାକୁ ନେଇ…
ହୋଟେଲ ଉପରେ କଡ଼ା ନଜର ରଖିବାକୁ ଡିସିପିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଜାରି ରହିଛି। ରବିବାର ଡିସିପି ଅନୁପ ସାହୁ ବୈଠକ ଡାକି ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ରାଜଧାନୀର ହୋଟେଲଗୁଡ଼ିକରେ ବିଦେଶୀ ପର୍ଯ୍ୟଟକ ରହୁଛନ୍ତି। ଅନ୍ୟ ରାଜ୍ୟରୁ କରୋନା ସଂକ୍ରମିତ…
କରୋନା: ତଥ୍ୟ ଦେବେ ଘରୋଇ ହସ୍ପିଟାଲ, ହୋଟେଲ,ଏସ୍ଓପି ଜାରି କଲା ବିଏମ୍ସି
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ଓ ହୋଟେଲ କର୍ତ୍ତୃପକ୍ଷଙ୍କ ପାଇଁ ନୂଆ ଏସ୍ଓପି ଜାରି କରାଯାଇଛି। ଡାକ୍ତରଖାନାକୁ ଆସୁଥିବା ରୋଗୀ ଓ ହୋଟେଲ୍କୁ ଆସୁଥିବା ପର୍ଯ୍ୟଟକଙ୍କ ସମ୍ପୂର୍ଣ୍ଣ ତଥ୍ୟ…
Archives


