କରୋନା ଭାଇରସ ପାଇଁ ଜାରି ହେଲା ୨୪ ଘଣ୍ଟିଆ ହେଲ୍ପ ଲାଇନ୍ ନମ୍ବର
ନୂଆଦିଲ୍ଲୀ,୧୫।୩: ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲାଣି ୧୦୮। ଏବେ ସୁଦ୍ଧା ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪ ଜଣ ସୁସ୍ଥ ହୋଇ ସାରିଲେଣି। ଏବେବି ଗାଁ ଗହଳିର ଅଧିକାଂଶ ଲୋକେ ଏହା ବିଷୟରେ ଜାଣି…
‘କେନ୍ଦ୍ର ସମବାୟ ବ୍ୟାଙ୍କରେ ଜମାକାରୀଙ୍କ ଟଙ୍କା ସୁରକ୍ଷିତ ଅଛି’
କେନ୍ଦୁଝର,୧୫।୩(ସ୍ବ.ପ୍ର.): କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ(କେସିସିବି)ର ସମସ୍ତ ଗ୍ରାହକଙ୍କ ଜମା ଟଙ୍କା ସୁରକ୍ଷିତ ଅଛି। ୟେସ ବ୍ୟାଙ୍କ ସହିତ ଏହି ବ୍ୟାଙ୍କର କୌଣସି ସମ୍ପର୍କ ନାହିଁ। ଏଣୁ ଜମାକାରୀଙ୍କ ଟଙ୍କା/ଚେକ୍ ନେଣଦେଣ ଆଦି ବ୍ୟାଙ୍କ କାରବାରରେ କୌଣସି ଗୁଜବ ନ ଶୁଣିବା…
ସୋମବାର ହୋଇ ନ ପାରେ ଫ୍ଲୋର ଟେଷ୍ଟ: ପ୍ରଦୀପ ଜୟଶଓ୍ବାଲ
ଭୋପାଳ,୧୫।୩: ମଧ୍ୟପ୍ରଦେଶ ରାଜନୀତିରେ ଚାଲିଥିବା ଡ୍ରାମା ଏବେ ସାରା ଦେଶର ଦୃଷ୍ଟି ଆକର୍ଷଣ କରିଛି। ଏଠାକାର କଂଗ୍ରେସ ସରକାର ଭାଙ୍ଗିବା ସ୍ଥିତିରେ ଥିବା କୁହାଯାଉଥିବା ବେଳେ ସୋମବାର କମଳନାଥ ସରକାର ବହୁମତ ସାବ୍ୟସ୍ତ କରିବେ ବୋଲି ରାଜ୍ୟପାଳ ଲାଲାଜି ଟଣ୍ଡନ ନିର୍ଦ୍ଦେଶ…
ପାରିବାରିକ କଳହ: ୩ ସଦସ୍ୟ ପିଇଲେ ବିଷ, ମାଆ ମୃତ, ବାପ-ପୁଅ ଗୁରୁତର
ସମ୍ବଲପୁର,୧୫।୩(ବ୍ୟୁରୋ): ସମ୍ବଲପୁର ଜିଲା କତରବାଗା ଥାନା ରୁଖିଡିିହ ଗ୍ରାମରେ ପାରିପାରିକ କଳହରୁ ଏକ ଅଭାବନୀୟ ଘଟଣା ଘଟିଛି। ଏକସାଙ୍ଗରେ ପରିବାରର ୩ ସଦସ୍ୟ ବିଷପାନ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମା’ ବୈଦେହୀ ମହାନନ୍ଦିଆଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ସୁବେକ ଓ…
କରୋନା ଭାଇରସ: ମହିଳା ହକି ଖେଳାଳିଙ୍କୁ ବିମାନ ବନ୍ଦରରୁ ଫେରିବାକୁ କୁହାଗଲା
ବେଙ୍ଗାଲୁରୁ,୧୫।୩- କରୋନା ଭାଇରସ ଏବେ ଭାରତୀୟ କ୍ରୀଡ଼ାକୁ ଗୁରୁତର ଭାବେ ପ୍ରଭାବିତ କରିଛି। ଏପରିକି ଖେଳାଳିମାନଙ୍କୁ ନିଜ ଘରକୁ ଯିବାକୁ ମଧ୍ୟ ବାରଣ କରାଯାଇଛି। ସ୍ଥାନୀୟ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ସେଣ୍ଟରରେ କଡ଼ା ଟ୍ରେନିଂ ତଥା ପ୍ରଶିକ୍ଷଣ ସାରି…
୩୭ ବର୍ଷର ପରମ୍ପରା ଭାଙ୍ଗିଲେ ବିଗ୍ ବି: ରବିବାର ସନ୍ଧ୍ୟାରେ ଜଲ୍ସାରେ ଭେଟିବେନି ଲୋକଙ୍କୁ
ମୁମ୍ବାଇ: ବିଗ୍ ବି ପ୍ରତି ରବିବାର ଘର ବାହାରେ ସନ୍ଧ୍ୟାରେ ଲୋକଙ୍କୁ ଭେଟିଥାନ୍ତି। ଏହି ପରମ୍ପରା ୩୭ ବର୍ଷ ଧରି ୧୯୮୨ଠାରୁ ଜାରି ରହିଥିଲା। ତେବେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ବିଗ୍ ବି ଚଳିତ ରବିବାର ଦିନ ଏଭଳି…
ଫ୍ଲୋର ଟେଷ୍ଟ ପୂର୍ବରୁ ସମସ୍ତ ବିଧାୟକଙ୍କର ହେବ କରୋନା ଟେଷ୍ଟ!
ଭୋପାଳ,୧୫।୩: ମଧ୍ୟପ୍ରଦେଶର କମଳନାଥ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବେ ବୋଲି ରାଜ୍ୟପାଳ ଲାଲାଜି ଟଣ୍ଡନ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା ପୂର୍ବରୁ ମଧ୍ୟପ୍ରଦେଶର ସମସ୍ତ ବିଧାୟକଙ୍କର କରୋନା ଭାଇରସ ଟେଷ୍ଟ କରାଯିବ ବୋଲି ଜଣାପଡିଛି। ମଧ୍ୟପ୍ରଦେଶ ରାଜନୀତିରେ ଆରମ୍ଭ ହୋଇଥିବା…
ଚୈତନ୍ୟଙ୍କ ପରିବାର ଉପରେ ଦୁଃଖର ପାହାଡ଼: ସରକାରୀ ସହାୟତାକୁ ଅପେକ୍ଷା
ଡାବୁଗାଁ,୧୫।୩(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଜୟନ୍ତୀନଗରଠାରେ ଦୀର୍ଘଦିନ ଧରି ବିଛଣାରେ ପଡ଼ିରହିଛନ୍ତି ଚୈତନ୍ୟ ଜାନି। ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇ ତାଙ୍କ ବାମ ହାତ ଓ ଗୋଡ଼ ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଛି। ଅର୍ଥାଭାବରୁ ଚିକିତ୍ସା ହୋଇପାରୁ ନ ଥିବା ସେ…
ଗୋଟିଏ ବାଲ୍ଟି ପାଇଁ ୬୯୫ ବର୍ଷ ତଳେ ହୋଇଥିଲା ଯୁଦ୍ଧ: ୨୦୦୦ ସୈନ୍ୟଙ୍କ ଘଟିଥିଲା ମୃତ୍ୟୁ
ରୋମ୍,୧୫।୩: ପୃଥିବୀରେ ଭିନ୍ନ ଭିନ୍ନ କାରଣରୁ ବହୁ ଯୁଦ୍ଧ ହୋଇଛି। ତେବେ ମାତ୍ର ଗୋଟିଏ ବାଲ୍ଟି ପାଇଁ ଯୁଦ୍ଧ। ପୁଣି ଏଥିରେ ୨୦୦୦ରୁ ଅଧିକ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। ୬୯୫…
କରୋନା ଯୋଗୁ ପ୍ରଭାବିତ ହେଲାଣି ହୋଟେଲ ଶିଳ୍ପ
ଜୟପୁର,୧୫।୩: କରୋନା ଭାଇରସକୁ ଦେଖି ଏବେ ସବୁ ପ୍ରକାର ସତର୍କତା ଅବଲମ୍ବନ କରାଯାଉଛି। ଏହାପରେ ବି ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ବିଭିନ୍ନ ରାଜ୍ୟରେ ଶିକ୍ଷାନୁଷ୍ଠାନ, ସିନେମା ହଲ,…
ବିହାରରେ ହେଲା କୁକୁଡ଼ା ବର୍ଷା: କରୋନାକୁ ଭୟ ନ କରି ଲୋକେ ଘରକୁ ନେଲେ ବୋହି
ପାଟନା,୧୫।୩: ପୃଥିବୀସାରା ଏବେ କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। କରୋନା ଯେତିକି ଆତଙ୍କ ନ ସୃଷ୍ଟି କରୁଛି, ତାହାଠାରୁ ଲୋକଙ୍କୁ ବେଶି ଭୟଭୀତ କରୁଛି ସଂକ୍ରମଣ ନେଇ ଗୁଜବ। କେତେକ ଚିକେନ ଖାଇବାକୁ ମନା କରୁଛନ୍ତି। ତେଣୁ କୁକୁଡ଼ା…
ଶିରିଡି ନ ଆସିବାକୁ ଅନୁରୋଧ କଲା ସାଇବାବା ସଂସ୍ଥାନ ଟ୍ରଷ୍ଟ
ମୁମ୍ବାଇ,୧୫।୩: ଦେଶରେ ଏବେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଥିବା ବେଳେ ଏହାକୁ ଆଉ ନ ବ୍ୟାପିବାକୁ ଚାଲିଛି ପ୍ରୟାସ। ଏହାକୁ ରୋକିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ପ୍ରୟାସ ଚାଲିଥିବା ବେଳେ ବିଭିନ୍ନ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ,…
Archives


