Home

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨: ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ ଜରୁରୀ ଅବତରଣ କରିଥିବା ଜଣାପଡିଛି । କୁହୁଡି ପାଇଁ ମୁମ୍ବାଇ-ବାରଣାସୀ ବିମାନର ରୁଟ ଡାଇଭର୍ଟ…

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଅବସରପ୍ରାପ୍ତ NASCAR ଡ୍ରାଇଭର ଗ୍ରେଗ ବିଫଲେ, ତାଙ୍କ ପତ୍ନୀ ଏବଂ ପିଲାମାନଙ୍କ ସମେତ ୭…

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା ଭରସାରେ କଥାଟା ଶୁଣିଲାବେଳେ ଅଡୁଆ ଲାଗୁଛି। କିନ୍ତୁ ଘଟଣାଟି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଏଭଳି…

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର ଲକ୍ଷ୍ମୀଟକିଜଛକ, ଅଇଁଠାପାଲିଛକ, କଚେରୀଛକ ଆଦି ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ଆଦି…

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ତଳେ ରହୁଥିବା ବେଳେ ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ହେଉଛନ୍ତି…

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ ଲାଗୁ କରିଛି। ଏହା ଦେଶ ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାଣିଜ୍ୟ ପ୍ରତିରକ୍ଷା…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି ।…

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ ଆଉ କାହାରି କି କ୍ଷମା ଦେବ ନାହିଁ କି ଏହି ଚାଷ ପ୍ରତି ପୋଲିସ…

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ। ଫଳରେ ଏହାର ସୁଫଳ ଲୋକଙ୍କ ପାଖରେ ବିଳମ୍ବରେ ପହଞ୍ଚୁଛି। ଏନେଇ ସମୀକ୍ଷା ବେଳେ ଗୋଟିଏ…

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା ବନ ବିଭାଗର କର୍ମଚାରୀ ମାନେ ଜଙ୍ଗଲକୁ ଫେରାଇବାକୁ ଉଦ୍ୟମ ଜାରି ରଖିଥିଲେ ହେଁ ଗ୍ରାମବାସୀଙ୍କ…

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର ଶେଷ ମ୍ୟାଚ ରହିଛି । ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ…

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ନିଷିଦ୍ଧ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?