Home

ମାସ୍କ, ଔଷଧ ଯୋଗାଇବାକୁ ଭାରତକୁ ନେତାନ୍ୟାହୁଙ୍କ ଅନୁରୋଧ

ଜେରୁଜେଲମ୍‌, ୧୫।୩(ପି.ଟି.): ବିଶ୍ୱବ୍ୟାପୀ କରୋନା ଯନ୍ତ୍ରଣା ବଢ଼ିଚାଲିଥିବା ବେଳେ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନେତାନ୍ୟାହୁ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରି ମାସ୍କ ଏବଂ ଔଷଧ ଯୋଗାଣ ଲାଗି ଅନୁମତି ଦେବାକୁ କହିଛନ୍ତି। ଇସ୍ରାଏଲ୍‌କୁ କଞ୍ଚାମାଲ୍‌ ରପ୍ତାନି ଲାଗି ସହଯୋଗ…

ସାର୍କ ଭିଡିଓ କନ୍‌ଫରେନ୍ସ ଆଜି

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୫ା୩(ପି.ଟି.): ଘାତକ କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ଲାଗି ମିଳିତ ରଣକୌଶଳ ପ୍ରସ୍ତୁତି ନିମନ୍ତେ ରବିବାର ଅପରାହ୍ନ ୫ଟାରେ ସାର୍କ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଭିଡିଓ କନ୍‌ଫରେନ୍ସରେ ଏକାଠି ହେବେ। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର ଟୁଇଟ୍‌ କରି ଏହି…

ୟୁରୋପ କରୋନାର କେନ୍ଦ୍ରସ୍ଥଳ

ଜେନେଭା,୧୫ା୩ : ୟୁରୋପ ଏବେ ମାରାତ୍ମକ କରୋନା ଭୂତାଣୁର ନୂଆ କେନ୍ଦ୍ରସ୍ଥଳ ପାଲଟିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଘୋଷଣା କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ଏହି ଘୋଷଣା ପରେ ବିଶ୍ୱର ବିଭିନ୍ନ ଦେଶ ସେମାନଙ୍କ ସୀମା ଅନ୍ୟ ଦେଶର ନାଗରିକମାନଙ୍କ…

ଆମେରିକାରେ ଜାତୀୟ ଜରୁରୀ ସ୍ଥିତି

ଓ୍ବାଶିଂଟନ,୧୫ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୫୪୦୦ ଟପିଥିବାବେଳେ ପାଖାପାଖି ଦେଢ଼ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଲେଣି। ଏହା ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ଆଣିବାକୁ ଯାଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏହାକୁ ନେଇ ଦେଶରେ ଜାତୀୟ ଜରୁରୀ ସ୍ଥିତି ଘୋଷଣା…

୧୪୫ ରାଷ୍ଟ୍ରକୁ କରୋନା କୋରଡ଼ା: ଭାରତରେ ‘ବିଜ୍ଞପିତ ବିପତ୍ତି’ ଘୋଷିତ

ନୂଆଦିଲ୍ଲୀ, ୧୫।୩(ପି.ଟି.): ମହାମାରୀ କରୋନାକୁ ନେଇ ବିଶ୍ୱବ୍ୟାପୀ ଦେଖାଦେଇଛି ଅଭୂତପୂର୍ବ ଆତଙ୍କ ଓ ଅଚଳାବସ୍ଥା। ଏହି ଘାତକ ଭୂତାଣୁ ଏବେ ୧୪୫ ଦେଶରେ ପହଞ୍ଚତ୍ ୫,୪୩୬ ଜଣଙ୍କ ମୁଣ୍ଡ ନେଇସାରିଛି। ଏହାବାଦ୍‌ ପ୍ରାୟ ଦେଢ଼ ଲକ୍ଷ ଲୋକ ଏଥିରେ ସଂକ୍ରମିତ ହୋଇଛନ୍ତି।…

ଘର ପାଇଁ ପୋତିଦେଲେ ଡ୍ରେନ୍‌

ଭୁବନ, ୧୫।୩(ଡି.ଏନ.ଏ.) – ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି। ଆଉ ତାହାରି ଉପରେ ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି ଲୋକେ। ଏପରି ଦୃଶ୍ୟ…

୨୬ ବର୍ଷ ବୟସରେ ୭୨ ପରିବାରକୁ ରୋଜଗାର

ଉପେନ୍ଦ୍ର ରାଉତ ବଅଁରପାଳ,୧୫ା୩ – ନିଜେ ଉଚ୍ଚଶିକ୍ଷିତ। ହେଲେ ଚାକିରି ନ କରି ଅନ୍ୟମାନଙ୍କୁ କିପରି ଚାକିରି ଦେଇପାରିବେ ସେ ଦିଗରେ ପ୍ରଚେଷ୍ଟା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦର ସତ୍ୟବ୍ରତ ପ୍ରଧାନ (୨୬)ଙ୍କୁ ପ୍ରତିଷ୍ଠା ଦେଇପାରିଛି। ମାତ୍ର ୨୬ ବର୍ଷ…

ସୁନ୍ଦରୀର ଚର୍ବି ବଢ଼ାଉଛି ଘୁଷୁରି ମାଂସ

ବନ୍ତଳା, ୧୫ା୩(ଦିନେଶ ଦେହୁରୀ) – ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ୩ ମାସ ହେଲା ବନ୍ଦୀ ଜୀବନ କାଟୁଥିବା ବାନ୍ଧବଗଡ଼ର ବାଘୁଣୀ ସୁନ୍ଦରୀ ଶରୀରରେ ଚର୍ବି ବଢ଼ାଉଛି ଘୁଷୁରି ମାଂସ। ଏନ୍‌କ୍ଲୋଜରରେ ରହିବା ପରଠାରୁ ସେ…

ଦୁଃଖଦ ଅନୁଭୂତି ବଖାଣିଲେ ଶିବାଶିଷ

ବ୍ରହ୍ମପୁର ଅଫିସ,୧୫ା୩ – କରୋନା ଭୂତାଣୁକୁ ନେଇ ଦୀର୍ଘ ୪୮ ଦିନ ଧରି ପ୍ରତିଟି ମୁହୂର୍ତ୍ତର ଭୟ ଓ ଆତଙ୍କରୁ ମୁକୁଳି ଶେଷରେ ଘରକୁ ଫେରିଛନ୍ତି ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ। କରୋନା ପାଇଁ ଜାପାନ ଜଳ ଜାହାଜା ଡାଇମଣ୍ଡ…

‘କରୋନା’କୁ ନେଇ ଗୁଜବ: ଶନି ମନ୍ଦିରରେ ମହିଳା ଶ୍ରଦ୍ଧାଳୁଙ୍କ ଭିଡ

କେନ୍ଦୁଝର, ୧୫ା୩ (ସ୍ବ.ପ୍ର.)-ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବା ‘କରୋନା’ ଭାଇରସକୁ ନେଇ ବିଭିନ୍ନ ସ୍ଥାନରେ କିଭଳି ଗୁଜବ ପ୍ରଚାରିତ ହେଉଛି ତାହାର ଏକ ନଜିର କେନ୍ଦୁଝର ଜିଲା ସଦରମହକୁମାସ୍ଥିତ ପୁରୁଣା ସହରରେ ଦେଖିବାକୁ ମିଳିଛି। ସେଠାରେ ଥିବା ସିଦ୍ଧ ମଠସ୍ଥିତ ଶନି ମନ୍ଦିରରେ…

ଯାତାୟାତରେ ବାଧକ ଖୋଳାନାଳ

ଭଣ୍ଡାରିପୋଖରୀ,୧୫।୩(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକେ ସୁବିଧାରେ ଯାତାୟାତ କରିବା ଲାଗି ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। କିନ୍ତୁ କେତେକ ସ୍ଥାନରେ ବ୍ୟବସ୍ଥାଗତ ତ୍ରୁଟି ଯୋଗୁ ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ ତାହା ଜନସାଧାରଣଙ୍କ କାମରେ ଆସୁ ନ ଥିବା ଅଭିଯୋଗ ହେଉଛି।…

ଗୋପାଳନକୁ ଜୀବିକା କରିଛନ୍ତି ଇଞ୍ଜିନିୟର

ଭଦ୍ରକ ଅଫିସ,୧୫।୩-ଜଳବାୟୁ ପରିବର୍ତ୍ତନ ଓ ପ୍ରାକୃତିକ ବିପର୍ଯ୍ୟୟ କୃଷି ଉପରେ ଦାଉ ସାଧୁଛି। ଏଣୁ ଚାଷୀମାନେ କୃଷି ପ୍ରତି ଆଗ୍ରହ ହରାଇ ବସୁଛନ୍ତି। ଯୁବପିଢ଼ି ମଧ୍ୟ କୃଷି କାର୍ଯ୍ୟଠାରୁ ଦୂରେଇ ଯାଉଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ଜଣେ ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri