କରୋନାରୁ ରକ୍ଷା ପାଇଁ ମା’ ଅମ୍ବିକା ମନ୍ଦିରରେ ଦୀପଦାନ
ବାରିପଦା ଅଫିସ, ୧୫ା୩ -ସାରା ବିଶ୍ୱରେ ମହାମାରୀ ରୂପ ନେଇଥିବା କରୋନା ଭାଇରସ ଦାଉରୁ ରକ୍ଷା ପାଇବା ଲାଗି ସ୍ଥାନୀୟ ‘ହେଲ୍ପିଂ ବୟ’ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମା’ ଅମ୍ବିକା ମନ୍ଦିରରେ ଶନିବାର ଦୀପଦାନ କରାଯାଇଥିଲା। ମୟୂରଭଞ୍ଜବାସୀଙ୍କ ସମେତ ସାରା ଦେଶରେ…
ସ୍ଥିତି ହରାଇଛି ଐତିହାସିକ କୋଷ୍ଟ କେନାଲ
ବାଲିଆପାଳ, ୧୫।୩(ସୁକାନ୍ତ କୁମାର ଗିରି)-ବ୍ରିଟିଶ ଅମଳରେ ଜଳପଥରେ ଗମନାଗମନ, ନୈାବାଣିଜ୍ୟ ଲାଗି ଖୋଳାଯାଇଥିବା ଓଡ଼ିଶା କୋଷ୍ଟ କେନାଲ ଏବେ ସ୍ଥିତି ହରାଇ ବସିଛି। ଦେଶ ସ୍ବାଧୀନ ହେବା ପରେ ସ୍ଥାନୀୟ ଚାଷୀ ଜଳସେଚନ କାର୍ଯ୍ୟରେ ଏହି କେନାଲକୁ ବ୍ୟବହାର କରୁଥିଲେ। କ୍ରମେ…
ଗଣବଳାତ୍କାର ଅଭିଯୋଗରେ ୨ ଗିରଫ
ଖଲ୍ଲିକୋଟ,୧୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଗତ ଶୁକ୍ରବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଖଲ୍ଲିକୋଟ ପୋଲିସ ନଂ.୧୧୧/୨୦ ମାମଲା ରୁଜୁ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୩…
କରୋନା ହୋଇଥିବା କହି ୧୩ ଦିନର ନବବଧୂଙ୍କୁ ଘରୁ ତଡ଼ିଦେଲେ ଶାଶୁଘର ଲୋକେ: ସ୍ବାମୀ, ଶ୍ୱଶୁର ଗିରଫ
ଉମରକୋଟ,୧୪।୩(ଡି.ଏନ୍.ଏ.): କରୋନା ଭାଇରସ୍ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଗାଁଠାରୁ ସହରଯାଏ ଏହି ଭାଇରସ୍ ଆତଙ୍କରେ ଆତଙ୍କିତ। ଏପରିକି ଜଣେ ନବବଧୂଙ୍କର ସାମାନ୍ୟ ଥଣ୍ଡା କାଶ ହେବାରୁ ଶାଶୁଘର ଲୋକେ କରୋନା ହୋଇଥିବା କହି ଟାହିଟାପରା କରିଥିଲେ। ଏହା…
ଟୋକିଓ ଅଲିମ୍ପିକ୍ସ ଯଥା ସମୟରେ ହେବ: ଜାପାନ ପ୍ରଧାନମନ୍ତ୍ରୀ
ଟୋକିଓ,୧୪ା୩ (ଏଏଫ୍ପି): ସମଗ୍ର ବିଶ୍ୱରେ କରୋନା ଭାଇରସ ଏହାର କାୟା ବିସ୍ତାର କରିବାରେ ଲାଗିଥିବାରେ ଟୋକିଓ ଅଲିମ୍ପିକ୍ସ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ହେବ। ଶନିବାର ଏହା ଦୃଢତାର ସହିତ କହିଛନ୍ତି ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ। କରୋନା ଭାଇରସ ଦ୍ୱାରା ଇତିମଧ୍ୟରେ…
ଲୁକା କିଲିଆନ କରୋନା ଭାଇରସ୍ରେ ଆକ୍ରାନ୍ତ
ବର୍ଲିନ,୧୪ା୩ (ଏଏଫ୍ପି): ବୁଣ୍ଡେସଲିଗା ଟିମ୍ ପ୍ୟାଡରବର୍ନର ଲୁକା କିଲିଆନ ନାମକ ୨୦ ବର୍ଷୀୟ ଖେଳାଳି କରୋନା ଭାଇରସ୍ ଦ୍ୱାରା ଫୀଡ଼ିତ ହୋଇଛନ୍ତି। ଫଳରେ ତାଙ୍କ ଫୁଟ୍ବଲ ଦଳର ସମସ୍ତଙ୍କ ସମେତ ୪୫ଜଣଙ୍କୁ ଏବେ ପୃଥକ୍ ସ୍ଥାନରେ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ୨୦ବର୍ଷୀୟ କିଲିଆନ…
ଜୁଆଆଡ୍ଡାରେ ଚଢ଼ାଉ: ୫ ବାଇକ୍, ୧୧ ହଜାର ଟଙ୍କା ଜବତ, ୬ କୋର୍ଟ ଚାଲାଣ
ହିଞ୍ଜିଳିକାଟୁ,୧୪।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଜୁଆଆଡ୍ଡା ଉପରେ ପୋଲିସ ଟିମ୍ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୧ ହଜାର ଶହେ ଟଙ୍କା, ୫ ବାଇକ୍ ଓ ୫…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନଗଲା
ଝରିଗାଁ,୧୪।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଭାଲୁକୁନାଡ଼ି ପଞ୍ଚାୟତ ସାରିଆପଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଯାଇଛି। ପ୍ରାପ୍ତ ସୂଚନାରୁ ପ୍ରକାଶ, ସାରିଆପଡ଼ା ଗ୍ରାମର ପର୍ଶୁ ମାଝିଙ୍କ ପୁଅ ଭଗତ ଘର ନିକଟରେ…
ବାଇକ ସହ ଗଞ୍ଜେଇ ଜବତ, ଜଣେ ଗିରଫ
ସୋରଡା,୧୪ା୩(ଡି.ଏନ୍.ଏ.): ସୋରଡା ଗାଜଲବାଡି ରାସ୍ତା ଏନ୍ଏଚ୍-୫୯ ଦାନ୍ତଲିଙ୍ଗି ଗ୍ରାମ ଛକରେ ଶନିବାର ସକାଳେ ଏସ୍ଆଇ ସୁନିଲ କଣ୍ଡଗୋରୀଙ୍କ ନେତୃତ୍ୱରେ ଯାନବାହନ ଯାଞ୍ଚ ଚାଲିଥିଲା। କନ୍ଧମାଳ ଜିଲା ଦାରିଙ୍ଗବାଡି ପଟୁ ଆସୁଥିବା ଏକ ବାଇକ (ନଂ.ଓଆର୍୦୫ଏନ୍-୮୯୭୨)କୁ ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ଏକ ଅଖାରେ…
କଟକଣା ସତ୍ତ୍ୱେ କାର୍ଯ୍ୟକ୍ରମ
ବନ୍ତ,୧୪।୩(ଡି.ଏନ.ଏ.): ସମଗ୍ର ବିଶ୍ୱରେ ଏବେ କରୋନା ଭୟ ଲାଗି ରହିଥିବାବେଳେ ରାଜ୍ୟ ସରକାର ଏହି ମହାମାରୀକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ସ୍କୁଲ, କଲେଜକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବା ସହିତ ସିନେମା…
କରୋନା ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ଼
ବାରିପଦା ଅଫିସ,୧୪ା୩: କରୋନା ଭାଇରସ୍ ଯେଭଳି ନ ବ୍ୟାପିବ ସେଥିଲାଗି ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି । ଏହି ରୋଗ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାରୁ ଏ ଦିଗରେ ସଚେତନା ସୃଷ୍ଟି ଲାଗି ,ଠାକାର ପ୍ରଶାସନ ତତ୍ପର ହୋଇ ଉଠିଛି। ଏହି…
ଅଦିନିଆ ଝଡ଼ରେ ଉଡ଼ିଲା ସ୍କୁଲ ଛପର
କପ୍ତିପଦା,୧୪ା୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଶାଳଚୁଆ ପଞ୍ଚାୟତ ଅଞ୍ଚଳରେ ଶନିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହେବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ଆଜବେଷ୍ଟସ୍ ଛପର ଉଡି ନଷ୍ଟଭ୍ରଷ୍ଟ ହୋଇଛି। ଣ୍ରେଣୀ ଗୃହରେ ପିଲା ପାଠ ପଢୁଥିବା…
Archives


