Home

ସଙ୍କଟରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା

ନୂଆଦିଲ୍ଲୀ,୧୪।୪: ଭାରତ ସମେତ ସାରା ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ ଆସୁଥିବାରୁ ସେମାନଙ୍କ ସୁରକ୍ଷା ବର୍ତ୍ତମାନ ସମୟରେ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ…

ଖାଦ୍ୟ ବିତରଣ କେନ୍ଦ୍ର ବୁଲି ଦେଖିଲେ ଜିଲାପାଳ

ଭଦ୍ରକ ଅଫିସ,୧୪।୪: ଖାଦ୍ୟ ବିତରଣ କେନ୍ଦ୍ର ବୁଲି ଦେଖିଲେ ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ। ଭଦ୍ରକ ବ୍ଲକ ବେରହମପୁର ପଞ୍ଚାୟତର ସ୍କୁଲ ଘରେ ଚାଲିଥିବା ଖାଦ୍ୟ ବିତରଣ କେନ୍ଦ୍ରକୁ ଜିଲାପାଳ ବୁଲି ଦେଖିବା ସହ ସେଠାକାର ଲୋକଙ୍କ ସହ ଆଲୋଚନା…

ଦିନକରେ ୪, ୧୬୮ ମୃତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୧୪।୪: ମହାମାରୀ କରୋନା ବିଶ୍ୱରେ ଅସମ୍ଭାଳ ପରିସ୍ଥିତି ସୃଷ୍ଟିକରିଛି। ସୋମବାର ରାତି ୧୧ଟା ସୁଦ୍ଧା ୧,୧୮,୩୬୨ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୯,୦୩,୦୯୨ରେ ପହଞ୍ଚିଛି। ସବୁଠାରୁ ଆମେରିକା ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବ୍ରିଟେନ ସ୍ଥିତି ମଧ୍ୟ…

ଜିଲା ପ୍ରଶାସନକୁ ପ୍ରଶଂସା କଲେ ନବୀନ

ଭଦ୍ରକ ଅଫିସ,୧୪।୪: କରୋନା ଭାଇରସ୍‌ ମୁକାବିଲା କ୍ଷେତ୍ରରେ ଭଦ୍ରକ ଜିଲାପ୍ରଶାସନର କାର୍ଯ୍ୟକୁ ଭୁୟସୀ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଜିଲାପ୍ରଶାସନକୁ ପ୍ରଶଂସା କରିଥିବା ଜଣାପଡ଼ିଛି। ସୂଚନା ମୁତାବକ ଅଳ୍ପ ସମୟ ମଧ୍ୟରେ ପ୍ରଶାସନିକ ଅଧିକାରୀମାନେ କୋଭିଡ-୧୯ର…

ଯେଉଁଠି ଅଛ ସେଇଠି ଥାଅ

ନୂଆଦିଲ୍ଲୀ,୧୪ା୪: କରୋନା ସଂକ୍ରମଣଜନିତ ଲକ୍‌ଡାଉନ ଯୋଗୁ ବ୍ରିଟେନରେ ଅଟକି ରହିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ବର୍ତ୍ତମାନ ଫେରାଇ ଆଣିବା ସମ୍ଭବ ନୁହେଁ ବୋଲି ସୁପ୍ରିମକୋର୍ଟ ଅନୁଭବ କରିଛନ୍ତି। ତେଣୁ ପିଲାମାନେ ଯେଉଁଠି ଅଛନ୍ତି, ସେଇଠି ଥାଆନ୍ତୁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ)…

ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୋମବାର ପରୀକ୍ଷା କରାଯାଇଥିବା ନମୁନା ମଧ୍ୟରୁ ଜଣଙ୍କଠାରେ କରୋନା ପଜିଟିଭ ଆସିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ଏହି ସୂଚନା ମିଳିଛି। ତେବେ ଏହି କରୋନା…

କରୋନା ଲଢ଼େଇରେ ଡ୍ରୋନ୍‌, ରୋବୋ

ନୂଆଦିଲ୍ଲୀ,୧୪ା୪(ପି.ଟି.): କରୋନା ବିରୋଧୀ ଲଢ଼େଇରେ ଶସ୍ତା ପୋର୍ଟେବଲ୍‌ ଭେଣ୍ଟିଲେଟରଠାରୁ ଆରମ୍ଭ କରି ଡ୍ରୋନ୍‌, ରୋବୋ ଏବଂ ସ୍ବତନ୍ତ୍ର ଷ୍ଟେଥୋସ୍କୋପ୍‌ ବ୍ୟବହାର କରାଯାଉଛି। ସାନିଟାଇଜେଶନରେ ଡ୍ରୋନ୍‌କୁ ବ୍ୟବହାର କରାଯାଇଥିବାବେଳେ ଖାଦ୍ୟ ଓ ଔଷଧ ଯୋଗାଣରେ ରୋବୋ ଏବଂ ଦୂରତା ରକ୍ଷା କରି ରୋଗୀଙ୍କୁ…

ଗୋଟିଏ ଦିନରେ ୧, ୪୧.୦୦୦ଜରିମାନା ଆଦାୟ

ଭଦ୍ରକ ଅଫିସ,୧୪।୪: ଜିଲାରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସୋମବାର ସକାଳୁ ସନ୍ଧ୍ୟା ଭିତରେ ଜିଲାର ବିଭିନ୍ନ ଥାନା ପୋଲିସ ସମୁଦାୟ ୧,୪୧.୦୦୦ଟଙ୍କା ଜରିମାନା ଆଦାୟ କରିଛି। ମୋଟ ୧୨୦ଟି…

ବିଦେଶରେ ଫସିଛନ୍ତି ୪୦ ହଜାର ଭାରତୀୟ

ଓ୍ବାଶିଂଟନ,୧୪ ।୪: ମହାମାରୀ କରୋନା ବିଶ୍ୱବ୍ୟାପୀ ଅଚଳାବସ୍ଥା ସୃଷ୍ଟି କରିଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ବିଭିନ୍ନ ଭାଗରେ ଲକ୍‌ଡାଉନ୍‌ ଜାରି ହୋଇଥିବାରୁ ପ୍ରାୟ ୪୦ ହଜାର ପ୍ରବାସୀ ଭାରତୀୟ ଫସିରହିଛନ୍ତି। ସେମାନେ ନିଜ କର୍ମକ୍ଷେତ୍ରରୁ ଘରକୁ ଫେରିପାରି…

ବେଆଇନ ମହୁଲି ମଦ ଜବତ: ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୧୪।୪: ଲକ୍‌ଡାଉନ୍‌ ସମୟରେ ଫାଇଦା ଉଠାଉଛନ୍ତି ଚୋରା ମଦ ବେପାରୀ। ଏହି ସମୟରେ ଚଢ଼ା ଦରରେ ମଦ ବିକ୍ରି ପାଇଁ ପଡ଼ୋଶୀ ଜିଲା ବାଲେଶ୍ୱରରୁ ଚୋରାରେ ମଦ ଆଣି ବିକ୍ରି କରାଯାଉଥିବା ଅଭିଯୋଗ ହୋଇଛି। ଜିଲା ଭ୍ରାମ୍ୟମାଣ ଅବକାରୀ…

ମେ ୩ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ମୋଦି କଲେ ଘୋଷଣା

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କରୋନାର ସୁପର ସ୍ପ୍ରେଡର ଆମେରିକା ଔଷଧ କମ୍ପାନୀ

ବୋଷ୍ଟନ,୧୪ା୪: ଆମେରିକାର ପ୍ରମୁଖ ଔଷଧ କମ୍ପାନୀ ‘ବାୟୋଜେନ୍‌’କୁ କରୋନା ଭୂତାଣୁର ସୁପର ସ୍ପ୍ରେଡର (ସର୍ବାଧିକ ସଂକ୍ରମଣ କରାଇଥିବା ସଂସ୍ଥା) ବୋଲି କୁହାଯାଉଛି। ମାର୍ଚ୍ଚ ପ୍ରଥମ ସୋମବାର ପର୍ଯ୍ୟନ୍ତ ଏହି କମ୍ପାନୀରେ ସବୁକିଛି ଠିକ୍‌ଠାକ୍‌ ଥିବା କୁହାଯାଉଥିଲା। ଦୀର୍ଘବର୍ଷ ପରେ କମ୍ପାନୀର ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri