ଅଗ୍ନିକାଣ୍ଡ: ୪ ବଖରା ସମେତ ଜଳିଗଲା ଧାନଚାଉଳ
ନିରାକାରପୁର,୧୪।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଓଳସିଂହ ବଜାର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ରବି ନାରାୟଣ ପୃଷ୍ଟି, ଦୁଃଖୀଶ୍ୟାମ ତ୍ରିପାଠୀଙ୍କର ୪ ବଖରା ସମତେ ୫ କ୍ୱିଣ୍ଟାଲ ଚାଉଳ, ୧୦ ବସ୍ତା ଧାନ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡ଼ି ପାଉଁଶ…
କରୋନା ସନ୍ଦେହ: ପରୀକ୍ଷା ପରେ ବାହାରିଲା ସ୍ବାଇନ ଫ୍ଲୁ
ମାଲକାନଗିରି,୧୪।୩(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଏମନ୍୍ଭି-୪୧ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସ୍ବାଇନ ଫ୍ଲୁ ହୋଇଛି। ସେ ହେଲେ ପରିମଲ ବିଶ୍ୱାସ। ପ୍ରକାଶ ଯେ, ପରିମଲ କିଛିଦିନ ତଳେ କୋଲକାତାରେ ଇସ୍କନ କନ୍ଫରେନ୍ସରେ ଯୋଗଦେଇ ଘରକୁ ଫେରିଥିଲେ। ଏହା ପରେ…
ପ୍ରତିଶୋଧ ନେବାକୁ ସ୍ବାମୀଙ୍କୁ ଦ୍ୱିତୀୟଥର ବିବାହ କଲେ ମହିଳା ଜଜ୍: ୧୦ ବର୍ଷ ଜେଲ୍ ସହ ୧.୨୫ କୋଟି ଜରିମାନା
ପ୍ୟାରିସ୍: ସାଧାରଣତଃ ଗୃହସ୍ଥ ଜୀବନ ବିତାଇବା ସହ ପରିବାର ବୃଦ୍ଧି ଲାଗି ବିବାହ ବନ୍ଧନରେ ବାନ୍ଧି ହୋଇଥାନ୍ତି ମହିଳା ପୁରୁଷ। କିନ୍ତୁ ଜଣେ ମହିଳା ପୂର୍ବ ସ୍ବାମୀଙ୍କ ପ୍ରତିଶୋଧ ନେବାକୁ ତାଙ୍କୁ ପୁନର୍ବାର ବିବାହ କରିଛନ୍ତି। ଏପରି ଅଜବ ଘଟଣା ଦେଖିବାକୁ…
ମୃତଦେହରୁ ସଂକ୍ରମଣ ହେବନାହିଁ କରୋନା ଭାଇରସ
ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ସଂକ୍ରମଣର ଭୟ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭୀତ କରି ରଖିଛି। ଭାରତରେ ୮୫ ଜଣ କରୋନା ସଂକ୍ରମଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଶୁକ୍ରବାର ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏବେ ମୃତଦେହରୁ ଏହି…
ଆମିରଙ୍କ ପାଇଁ କାନ୍ଦିବାକୁ ପଡ଼ିଥିଲା ଦିବ୍ୟାଙ୍କୁ
ବଲିଉଡ୍ରେ ମିଷ୍ଟର ପରଫେକ୍ଟ ଭାବେ ପରିଚିତ ଆମିର ଖାଁ ସୁନ୍ଦର ଅଭିନୟ ଏବଂ ଫିଲ୍ମ ଚୟନ କ୍ଷମତା ପାଇଁ ଅନ୍ୟ କଳାକାରଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ବ୍ୟକ୍ତିଗତ ଜୀବନରେ ମଧ୍ୟ ସେ ବହୁତ ପ୍ରାକ୍ଟିକାଲ। ତେବେ ଏହି ମିଷ୍ଟର ପରଫେକ୍ଟଙ୍କ ପାଇଁ ଦିବଙ୍ଗତ…
କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦର୍ଶକଙ୍କ ନିମନ୍ତେ ବନ୍ଦ ରହିବ ‘କଳାଭୂମି’
ଭୁବନେଶ୍ୱର, ୧୪।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା କରୋନା ଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତତନ୍ତ ବିଭାଗ ଅନ୍ତର୍ଗତ ‘କଳାଭୂମି’-ହସ୍ତଶିଳ୍ପ ସଂଗ୍ରହାଳୟକୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ…
କରୋନା ଭୟ: ଭବାନୀପାଟଣାରେ ବଢୁଛି ମାସ୍କର ଚାହିଦା
ଭବାନୀପାଟଣା,୧୪।୩(ଡି.ଏନ୍.ଏ.): ସମଗ୍ର ବିଶ୍ୱବାସୀଙ୍କୁ ଘାରିଛି କରୋନା ଚିନ୍ତା। ଏପରିସ୍ଥିତିରେ ଓଡ଼ିଶାରେ କିଛି କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯିବା ପରେ ସବୁଠି ପ୍ରାୟ ଭୟର ବାତାବରଣ ଲାଗିରହିଛି। ସରକାର ମଧ୍ୟ ରୋଗ ନିୟନ୍ତ୍ରଣ ପାଇଁ ବିଭିନ୍ନ ପ୍ରକାର ପ୍ରତିକାର ବ୍ୟବସ୍ଥାକୁ ନେଇ ସଚେତନତା…
ଏକଦା ଦିନକୁ ୩୫ ଟଙ୍କା ରୋଜଗାର କରୁଥିଲେ ରୋହିତ, ଏବେ ଗୋଟିଏ ଫିଲ୍ମ ନିର୍ଦ୍ଦେଶନା ଲାଗି ନେଉଛନ୍ତି ୧୫ କୋଟି
ବମ୍ବେ: ବଲିଉଡ୍ର ହିଟ୍ ନିର୍ଦ୍ଦେଶକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ରୋହିତ ସେଟ୍ଟୀ। ତାଙ୍କର ପ୍ରତିଟି ସିନେମାରେ ଥାଏ ଆକ୍ସନ, ରୋମାନ୍ସ, କମେଡିର ତଡକା। ଆଜି ହେଉଛି ଏହି ଅଲ୍ରାଉଣ୍ଡର ନିର୍ଦ୍ଦେଶକଙ୍କ ହାପି ଓ୍ବାଲା ବର୍ଥ ଡେ। ୧୯୭୬ ମସିହା ମାର୍ଚ୍ଚ ୧୪ରେ…
କରୋନା ମୁକାବିଲା ଚିନ୍ତା: ବିଏମ୍ସି ପକ୍ଷରୁ ସ୍କ୍ବାଡ ଗଠନ; ପାନଛେପ ପକାଇଲେ କର୍ମଚାରୀଙ୍କୁ ୫ଶହ ଜରିମାନା
ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣ ସଂକ୍ରମଣର ଭୟାବହତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ବିଏମ୍ସି କମିଶନର କହିଛନ୍ତି, ୩ଟି ଜୋନା ପାଇଁ ପୃଥକ୍ ପୃଥକ୍ ସ୍କ୍ବାଡ ଗଠନ…
କରୋନା ପ୍ରଭାବ: ମାର୍ଚ୍ଚ ୧୫ରୁ ୩୧ ଯାଏ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାରିଆଡ଼େ କରୋନା ଆତଙ୍କ। ଭାରତରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିବା ପରେ ରାଜ୍ୟ ସରକାର ସତର୍କ ହୋଇପଡ଼ିଛନ୍ତି। ଶୁକ୍ରବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ବିଭିନ୍ନ ସ୍କୁଲ, କଲେଜ, ସପିଂମଲ, ଜିମ୍ ଆଦିକୁ…
ଥମୁନି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ରାସ୍ତାରେ ପ୍ରସବ କଲେ ଗର୍ଭବତୀ
ରାୟଗଡ଼ା ଅଫିସ,୧୪।୩- ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଅଡ଼ାଜାଲ ଗ୍ରାମରେ ରାସ୍ତା ନ ଥିବା ଯୋଗୁ ଆମ୍ବୁଲାନ୍ସ ପହଞ୍ଚି ନ ପାରିବାରୁ ଶନିବାର ଜଣେ ଗର୍ଭବତୀ ରାସ୍ତାରେ ପ୍ରସବ କରିଛନ୍ତି। ସେ ୨ଟି ସନ୍ତାନ ଜନ୍ମ ଦେଇଥିବାବେଳେ ସେଥିରୁ ଜଣଙ୍କ…
ଷ୍ଟାଣ୍ଡ୍ପୋଷ୍ଟରୁ ଅନବରତ ବୋହିଚାଲିଛି ପାଣି: ବିଭାଗୀୟ କର୍ତ୍ତୃପକ୍ଷଙ୍କ ନଜର ନାହିଁ
ଆନନ୍ଦପୁର,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଜଳ ଯୋଗାଣ ବିଭାଗ କାର୍ଯ୍ୟାଳୟର ମାତ୍ର ୬ ଶହ ମିଟର ଦୂର ବ୍ଲକ କାର୍ଯ୍ୟାଳୟ ଗେଟ୍କୁ ଲାଗି ରହିଥିବା ପାନୀୟ ଜଳ ଯୋଗାଣ ଷ୍ଟାଣ୍ଡପୋଷ୍ଟର ମୁହଁ ଖୋଲା ରହିଥିବାରୁ ଅନବରତ ପାଣି ବୋହି ଚାଲିଛି। ଉକ୍ତ…
Archives


