Home

୧୧୪୫ ଗାଡି ଜବତ, ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୧୬୭

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଟୁଇନ ସିଟି କଟକ ଓ ଭୁବନେଶ୍ୱରରେ ବାରମ୍ବାର ସଚେତନ ସତ୍ତ୍ୱେ ଲକ୍‌ଡାଉନକୁ ଲୋକେ ମାନୁନାହାନ୍ତି। ଘରେ ରହିବା ବଦଳରେ ବିନା କାର୍ଯ୍ୟରେ ବାହାରେ ବୁଲୁଛନ୍ତି। ପୋଲିସକୁ ମିଛ କହି ଧରାପଡିବା ପରେ ବାଇକ୍‌, କାର ଜବତ ସାଙ୍ଗକୁ ମାସ୍କ ନ…

‘ବାହାର ରାଜ୍ୟରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉ’

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସିଯାଇଥିବା ଓଡ଼ିଆ ଶ୍ରମିକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶ୍ବାନଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଅନୁରୋଧ କରିଛନ୍ତି। ଖାଉଟି ବ୍ୟାପାର,…

ଶ୍ରମିକ ନେତା ସୌରିବନ୍ଧୁ କରଙ୍କ ପରଲୋକ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ବିଶିଷ୍ଟ ଟ୍ରେଡ୍‌ ୟୁନିୟନ ନେତା ତଥା ଲେଖକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଅସୁସ୍ଥତା କାରଣରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ୧୯୪୮ରେ ଯାଜପୁର ଜିଲାର…

ଖାଦ୍ୟ ପାଇଁ ଡହଳବିକଳ ଗୋରୁ, କୁକୁର

କଟକ ଅଫିସ,୧୪ା୪: ଜନଶୂନ୍ୟ ରାସ୍ତାରେ ବୁଲୁଛନ୍ତି ଗୋରୁ ଓ କୁକୁର। ଖାଦ୍ୟ ପାଇଁ ଏମାନେ ଡହଳ ବିକଳ ହେଉଛନ୍ତି। ଏପରି କି ଖାଦ୍ୟାଭାବ ଯୋଗୁ କେତେକ ପଶୁ ଏକପ୍ରକାର ମରଣ ମୁହଁକୁ ଠେଲି ହୋଇଗଲେଣି। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ…

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି ଖାଦ୍ୟ ଦିଆଯାଇଛି। କେବଳ ଏହି ଗୋଟିଏ ଦିନ ନୁହେଁ, ଆସନ୍ତା ୩୦ ତାରିଖ ଅର୍ଥାତ୍‌…

ଗୋପ, ନିମାପଡ଼ା ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଗୋପ/ ନିମାପଡା, ୧୪ା୪(ଡି.ଏନ.ଏ.): ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ସୋମବାର ଗୋପ ଓ ନିମାପଡ଼ା ଅଞ୍ଚଳ ବୁଲି କରୋନା ସଂକ୍ରମଣ ରୋକିବାକୁ ନିଆଯାଇଥିବା ପଦକ୍ଷେପ ଅନୁଧ୍ୟାନ କରିଥିଲେ। ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ରୋଗୀଙ୍କ ଲାଗି ଆବଶ୍ୟକ ଶଯ୍ୟା ରହିଛି କି…

ମାସ୍କ ନ ପିନ୍ଧି ଜରିମାନା ଗଣିଲେ

ଖୋର୍ଦ୍ଧା ଅଫିସ,୧୪ା୪: ଲକଡାଉନ ବେଳେ ସାମାଜିକ ଦୂରତା ରକ୍ଷା ସହ ବାହାରକୁ ଆସିଲେ ମାସ୍କ ପିନ୍ଧିବାକୁ ସରକାର ଗତ ୯ତାରିଖରୁ ବାଧ୍ୟତାମୂଳକ କରିଛନ୍ତି। ତଥାପି କେତେଜଣ ଅମାନିଆ ଏହାକୁ ବେଖାତିର କରି ବିନା ମାସ୍କରେ ବୁଲୁଛନ୍ତି। ସୋମବାର ଏଭଳି ଅମାନିଆଙ୍କୁ ସାବାଡ…

୫୦ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନକୁ ବାଦ୍‌ ଦେଇ ସୋମବାର ସୁଦ୍ଧା ୪୦୨ ଜଣଙ୍କ ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ପଠାଯାଇଛି। ତନ୍ମଧ୍ୟରେ ଖୋର୍ଦ୍ଧାରୁ ୨୦, ଟାଙ୍ଗିରୁ ୫, ବୋଲଗଡରୁ ୬, ବାଳକାଟୀରୁ ୪, ବାଣପୁରରୁ ୧୫…

ଅନ୍‌ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର କଟକର ଏକ ଘରୋଇ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିବା ବେଳେ କିଛି ସମୟ…

୨ ଦିନରେ ୧୯ଶହ ଗାଡ଼ି ଜବତ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି ମାତ୍ରାରେ ଅଙ୍କୁଶ ଲାଗିଥିଲା । ଏବେ ଦୁଇ ଦିନ ହେଲା କଟକଣାକୁ ନ ମାନି…

ପିଏମ୍‌ କେୟାର୍ସ ଫଣ୍ଡକୁ ଦାନ

କଟକ ଅଫିସ୍‌,୧୪ା୪: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦାରା ଗଠିତ ପିଏମ୍‌ କେୟାର୍ସ ଫଣ୍ଡକୁ ଜଣେ ପୂଜକ ୪୧୦୦ ଟଙ୍କା ପ୍ରଦାନ କରିଛନ୍ତି। ସେ ହେଲେ ଉରାଳୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୋଠସାହି ଗ୍ରାମରେ ଥିବା ଲୋକନାଥ ମନ୍ଦିରର ପୂଜକ ତଥା ସାଧୁ…

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ନିମାପଡା,୧୪ା୪(ଡି.ଏନ.ଏ.): ନିମାପଡା ଥାନା ଅନ୍ତର୍ଗତ ହରିଶପୁର ନିକଟସ୍ଥ ଚିଙ୍ଗୁଡିଆକଣ୍ଟା ଗାଁରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡରେ ୨ ବଖରା ପୋଡି ଯାଇଛି। ଏଥିରେ ଗୃହକର୍ତ୍ତା କାର୍ତ୍ତିକେଶ୍ୱର ବେହେରାଙ୍କ ସହ ତାଙ୍କ ୨ଟି ଗାଈ ପୋଡି ଗୁରୁତର ହୋଇଛନ୍ତି। ଅଗ୍ନିଶମ ବିଭାଗ କର୍ମଚାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri