କଣ୍ଟେନ୍ମେଣ୍ଟ ଜୋନ୍ରୁ ହଟିଲା ପଟାପୋଲ
କଟକ ଅଫିସ୍,୧୩ା୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ୪ ତାରିଖରେ ପଟାପୋଲ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଥିଲା। ସଂକ୍ରମଣ ରୋକିବା ପାଇଁ ଏହି ପଦକ୍ଷେପ ନିଆଯାଇଥିଲା। ତେବେ ପ୍ରଥମ ଆକ୍ରାନ୍ତ ସୁସ୍ଥ…
ଗଞ୍ଜାମ ଜିଲାର ୭.୨ ଲକ୍ଷ ଘରେ ସର୍ଭେ : ଫ୍ଲୁ ଥିବା ବ୍ୟକ୍ତିଙ୍କର ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ
ଛତ୍ରପୁର, ୧୩।୪(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗତ ତିନି ଦିନ ହେଲା ଗଞ୍ଜାମ ଜିଲାର ୭ ଲକ୍ଷ ୨ ହଜାର ୭୪୮ ଘରକୁ ଅଙ୍ଗନବାଡି, ଆଶା କର୍ମୀ ଓ ଶିକ୍ଷକକମାନେ ଯାଇ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ସର୍ଭେ କରିଛନ୍ତି।…
ମତ୍ସ୍ୟଜୀବୀଙ୍କୁ ମାଛ ବିକ୍ରି ଚିନ୍ତା
ପୁରୀ ଅଫିସ,୧୩ା୪: ପୁରୀ ଜିଲାର ପେଣ୍ଠକଟା, କୋଣାର୍କ, ଅସ୍ତରଙ୍ଗ, ବ୍ରହ୍ମଗିରି, କୃଷ୍ଣପ୍ରସାଦ, କାକଟପୁର ଅଞ୍ଚଳରେ ହଜାର ହଜାର ମତ୍ସ୍ୟଜୀବୀ ବାସ କରୁଛନ୍ତି। କରୋନା ପାଇଁ ବେଉସା ବନ୍ଦ ହୋଇଯିବାରୁ ମତ୍ସ୍ୟଜୀବୀ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏବେ ସରକାର ମାଛଚାଷ, ଧରିବା…
କାର୍ଯ୍ୟରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ, ବରିଷ୍ଠ ଅଧିକାରୀ
ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ୨୧ ଦିନିଆ ଲକ୍ଡାଉନ ଘୋଷଣା କରାଯାଇଥିବା ବେଳେ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ହେବା ସହ କେବଳ ଜରୁରୀ ଆବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଥିଲା। ନିକଟରେ କିନ୍ତୁ…
ମହାବିଷୁବ ସଂକ୍ରାନ୍ତି: ଭକ୍ତଙ୍କୁ ମନ୍ଦିର ମନା, ୬ ଟିମ୍ ରଖିଛି କଡ଼ା ନଜର
ଦାରିଙ୍ଗବାଡ଼ି,୧୩ା୪(ଡି.ଏନ୍.ଏ.) : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇର୍ଁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ପାଇଁ ସ୍ଥାନୀୟ ପୋଲିସ ପ୍ରଶାସନ ଏବଂ ତହସିଲଦାର, ବିଡିଓଙ୍କ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୋମବାର…
ଆସାମ ଡିଟେନଶନ୍ ସେଣ୍ଟର: ୩ ବର୍ଷରେ ୩୦ ବିଦେଶୀଙ୍କ ଘଟିଛି ମୃତ୍ୟୁ
ନୂଆଦିଲ୍ଲୀ,୧୩।୪: ଭାରତରେ ବିନା କୌଣସି ବୈଧ ପ୍ରମାଣପତ୍ରରେ ବାସ କରୁଥିବା ଲୋକଙ୍କୁ ଡିଟେନଶନ୍ ସେଣ୍ଟରରେ ରଖାଯାଇଥାଏ। ଦେଶରେ ଏଭଳି ଲୋକଙ୍କୁ ରଖିବା ପାଇଁ ୨୦୦୯ରେ ୬ଟି ଡିଟେନଶନ୍ ସେଣ୍ଟର ନିର୍ମାଣ କରାଯାଇଥିଲା। ବିନା ପ୍ରମାଣପତ୍ରରେ ଭାରତରେ ରହୁଥିବା ଲୋକଙ୍କ ୧୯୮୩ ବେଆଇନ…
ସାନିଟାଇଜ ହେଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର
ରାଇସୁଆଁ,୧୩।୪(ଡି.ଏନ୍.ଏ.): କରୋନା (କୋଭିଡ-୧୯) ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ବିଧିବଦ୍ଧ ଭାବେ ସଚେତନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ପଦ୍ମପୁର ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ପରିସରକୁ ସୋମବାର ଏମ୍ଏସ୍ପି କାରଖାନା ପକ୍ଷରୁ…
ମୁଖ୍ୟ ରାସ୍ତା ପାର୍ଶ୍ୱରେ ଉଠା ପରିବା ଦୋକାନୀ, ମିନି ଷ୍ଟାଡିୟମ ପଡ଼ିଆରେ ବିକ୍ରି ଅନୁମତି ଦାବି
ଗଞ୍ଜାମ,୧୩ା୪(ଡି.ଏନ୍.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି। ଯାହା ସରକାରଙ୍କ ଚିନ୍ତା ବଢ଼ାଉଛି। ଏଥିପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଭୟରେ ଲୋକେ ଘରୁ ବାହାରି ପାରୁନାହାନ୍ତି ।…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜଶେଖରନଙ୍କ ପରଲୋକ
ବେଙ୍ଗାଲୁରୁ,୧୩।୪: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଏମ୍.ଭି. ରାଜଶେଖରନଙ୍କର ସୋମବାର ବେଙ୍ଗାଲୁରୁଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। କିଛିଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ସେ ଉଭୟ ଲୋକ…
କରୋନା ଭୂତାଣୁ ସଂକ୍ରମଣ ବି କରୁଛି ଲାଭାନ୍ବିତ: ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ଆଣିଦେଇଛି ନୂଆ ସୁଯୋଗ
ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ କରୋନା ଭୂତାଣୁ ସଂକ୍ରମଣ ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ନୂଆ ସୁଯୋଗ ଆଣିଦେଇଛି। କ୍ଷମତାରୁ…
ଯାଜପୁର: ବ୍ରହ୍ମବରଦାରୁ ଉଠିଲା ସଟ୍ଡାଉନ୍, ଲକ୍ଡାଉନ୍ ବଳବତ୍ତର; ଖୋଲିଲା କିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ
ରସୁଲପୁର,୧୩ା୪(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମବରଦା ଅଞ୍ଚଳର ୩କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଥିଲା। ଏଥିପାଇଁ ଏହି ଅଞ୍ଚଳକୁ ଲକ୍ଡାଉନରୁ…
ସ୍ବାଭାବିକ ହେବ ମନ୍ତ୍ରଣାଳୟ କାର୍ଯ୍ୟ
ନୂଆଦିଲ୍ଲୀ,୧୩ା୪: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶରେ ଜାରି ରହିଥିବା ୨୧ ଦିନିଆ ଲକ୍ଡାଉନ ଅବଧି ଆସନ୍ତା ୧୪ ତାରିଖ ଯାଏ ରହିଛି। ଇତିମଧ୍ୟରେ ଓଡ଼ିଶା, ପଞ୍ଜାବ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଓ କର୍ନାଟକ ସରକାର ଲକ୍ଡାଉନ ମିଆଦକୁ ଏପ୍ରିଲ ୩୦…
Archives


