Home

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ ବ୍ୟବଧାନରେ ଦୁର୍ଘଟଣା ଘଟୁଛି। ଏହିଭଳି ଶୁକ୍ରବାର ସକାଳେ ଏକ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।…

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର ଅଭିଜ୍ଞତାରୁ ଶିକ୍ଷା ଏବଂ ତା’ପରେ ଠୋସ୍ ପଦକ୍ଷେପ ନେବା ପାଇଁ ଏକ ଦିନ। ମେଷ-…

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ ସଂଘର୍ଷ କରିବା ପରେ ସିଙ୍ଗାପୁରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ପ୍ରାଣ…

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ ଠାରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଏହି…

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌ ୫୩ ଗୋଡ଼ଭଗାଠାରେ ୩ଘଣ୍ଟା ଧରି ଧାନ ରଖି ଆନ୍ଦୋଳନ କରିଥିଲା। ପ୍ରଶାସନ ପକ୍ଷରୁ ଉପଜିଲାପାଳ…

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ l ଜିଲାର ୧ଲକ୍ଷ ୬୮ହଜାରରୁ ଊର୍ଦ୍ଧ୍ୱ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ…

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସଂସଦରେ ସୂଚନା ଦେଇଛନ୍ତି। ତେଲୁଗୁ ଦେଶମ ପାର୍ଟି (ଟିଡିପି) ସାଂସଦ ଭେମିରେଡ୍ଡି ପ୍ରଭାକର ରେଡ୍ଡିଙ୍କ…

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତିତିଖଣ୍ଡିି ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସୂଚନାନୁଯାୟୀ, ପି.ସରୋଜିନୀ(୬୫)ଙ୍କ ମୃତ୍ୟୁର…

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା ଦେଖାଇ ପାରିଛନ୍ତି । ଆଧୁନିକ ଚାକଚକ୍ୟ ମଧ୍ୟରେ ଏହି ଜୁଆଙ୍ଗମାନଙ୍କ ପାରମ୍ପରିକ କଳା, ସଂସ୍କୃତି…

୨୦୨୬ ଆରମ୍ଭରୁ ୪ ଅଦ୍ଭୁତ ରାଜଯୋଗ: ଏସବୁ ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ସଫଳତା ସହ ଅପାର ଧନଲାଭ…

ଆଉ ଦୁଇ ସପ୍ତାହ ପରେ ଆସିବ ନୂଆବର୍ଷ ୨୦୨୬। ଏହାକୁ ନେଇ ଏବେଠାରୁ ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଏମିିତିରେ ଜ୍ୟୋତିଷମାନେ ମଧ୍ୟ ନୂଆ ବର୍ଷ କାହାପାଇଁ କିଭଳି ଯିବ ସେନେଇ ଜଣାଇବା ଆରମ୍ଭ କରିଛନ୍ତି। ଆଜି ଆମେ ସେହି ବିଷୟରେ ଜଣାଇବୁ।…

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି ବର୍ଷ ଗୁରୁତର ଭାବରେ ଦୁର୍ବଳ ହୋଇଯାଇଥିଲା। ଅନ୍ୟପକ୍ଷରେ ୨୦୨୫ରେ ଏକ ଆକ୍ରମଣରେ ଏହାର ୧୪…

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା କଥା ହେବା ପରେ ମହମ୍ମଦ ମୋକିମଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମୋକିମ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?